Advertisment

ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୬ ରହିଛି। ଗଞ୍ଜାମରୁ ସର୍ବାଧିକ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

corona

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୬ ରହିଛି।

Advertisment

ଗଞ୍ଜାମରୁ ସର୍ବାଧିକ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଛି।

Advertisment
Covid19 Cases In Odisha Today Covid19 Updates In Odisha Today Covid19 Updates In Odisha
Advertisment
Advertisment