Odisha-assembly
Advertisment
ଭୁବନେଶ୍ୱର: ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ। ତାପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ବିଜେଡି ବିଧାୟକ ଦଳ ବୈଠକ। ବିଧାନସଭାରେ ଦଳୀୟ ରଣନୀତି ପ୍ରସଙ୍ଗରେ ବୈଠକରେ ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି ଯେ, ଗୃହରେ ସମସ୍ତ ପ୍ରସଙ୍ଗରେ ଆଲୋଚନା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ । କେନ୍ଦ୍ର ସରକାରଙ୍କଠାରୁ ସମସ୍ତ ପ୍ରକାରର ସହଯୋଗ ଆଶା କରୁଛୁ । ତାସହ ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Odisha-assembly_1626693258.jpg)