ଭୁବନେଶ୍ୱର: ଓଡ଼ିଶାରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପି ଥିବାବେଳେ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି।
Advertisment
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧, ୪୧୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩, କଟକ, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼ରୁ ୨ ଜଣ ଲେଖାଏ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Advertisment
Regret to inform the demise of Seventeen #COVID19 positive patients while under treatment in hospitals.
1.A 63-year-old male of Cuttack district.
2.A 67-year-old male of Cuttack district who was also suffering from Hypertension.
3.A 58-year-old male of Mayurbhanj district.— H & FW Dept Odisha (@HFWOdisha) November 7, 2020
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)