ଆଜି ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ସର୍ବାଧିକ ପବନର ବେଗ ଘଣ୍ଟା ପ୍ରତି ୫୫ କିଲୋମିଟରକୁ ବୃଦ୍ଧି ହୋଇପାରେ।
ହାଇପ୍ରୋଫାଇଲ୍ ସେକ୍ସ ସ୍କାଣ୍ଡାଲର ଏହି ଚର୍ଚ୍ଚିତ ଦମ୍ପତି ଆଜି ଜେଲ ପରିସରରେ ଥିବା କାର୍ଯ୍ୟାଳୟରେ କଥା ହୋଇଛନ୍ତି ।
ଆଖି ଝଲସିଆ ଆଲୁଅ, ଆକର୍ଷଣୀୟ ମଣ୍ଡପ, ମନଲୋଭା ସାଜସଜ୍ଜା । କାଳୀପୂଜା ପାଇଁ ସଜେଇ ହେଲାଣି ଭଦ୍ରକ ସହର ।
ଗତକାଲିର ଅବପାତ ଘନୀଭୂତ ହୋଇ ଆଜି ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।
ଦୀପାବଳି ହସ ଖୁସିର ପର୍ବ ହୋଇଥିଲେ ବି କେତେକଙ୍କ ପାଇଁ ଏହା ସମସ୍ୟାର କାରଣ ହୋଇଯାଏ। ବିଭିନ୍ନ ପ୍ରକାର ବାଣ ଫୁଟା ଯୋଗୁଁ ଅନେକଙ୍କ ଫୁସ୍ଫୁସ୍ଜନିତ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ। ତେବେ ଏହିସବୁ ସମସ୍ୟାକୁ ଏଡେଇବା ପାଇଁ କ’ଣ କରିବାକୁ ହେବ ଆସନ୍ତୁ ଜାଣିନେବା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବରଗଡ଼ ମୁକ୍ତାକାଶ ଧନୁଯାତ୍ରାର ମହାନାୟକ ହେଉଛନ୍ତି ମହାରାଜ କଂସ। ସେ ହିଁ ପୁରା ଯାତ୍ରାର ମୁଖ୍ୟ ଆକର୍ଷଣ, ତାଙ୍କୁ କେନ୍ଦ୍ର କରି ଧନୁଯାତ୍ରା।
୧୯ ବର୍ଷ ତଳର ଏଲ୍-ଆଣ୍ଡ-ଟି କଂପାନୀକୁ ଠିକା କାମ, ଚୁକ୍ତି ଅନୁସାରେ ୨୦ କୋଟି ଟଙ୍କା ପଇଠ କଲେନି । ମାମଲା କୋର୍ଟକୁ ଗଲା ଓ ଶେଷରେ ଶହେ କୋଟି ଜରିମାନା ପୈଠ ନିର୍ଦ୍ଦେଶ ଆସିଛି । ସୁଧମୂଳ ସହ ଏବେ ଏତେ ଟଙ୍କା ଗଣାହେବ ରାଜ୍ୟ ରାଜ୍ୟକୋଷରୁ ।
ଭଦ୍ରକରେ ପହଞ୍ଚିବାପରେ ୟୁଟର୍ଣ୍ଣ ନେଇଥିଲେ ରାଜୁ ଆଉ ସ୍ୱାଧୀନ ଭାବେ ଲଢ଼ିବେ ବୋଲି ଘୋଷଣା କରିଥିଲେ।
ଅର୍ଚ୍ଚନା ହନିଟ୍ରାପରେ ନେତାଙ୍କ ସଂପୃକ୍ତି ନେଇ ତେଜିଲା ରାଜନୀତି । ପୋଲିସ କମିଶନରଙ୍କ ଅଫିସ ସାମ୍ନାରେ ବିଜେପିର ହଲ୍ଲାବୋଲ ।
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଛେଳିକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ପରେ ଜଣେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି।
କେତେକ ପୂର୍ବତନ କ୍ରିକେଟର୍ ଟି-୨୦ ବିଶ୍ୱକପ୍ରେ ଭାରତକୁ ମୁକୁଟ ଦୌଡ଼ରେ ସାମିଲ୍ କରିଛନ୍ତି; ହେଲେ ପ୍ରକୃତରେ ଟିମ୍ ଇଣ୍ଡିଆର ସମ୍ଭାବନା କେତେ? ପୂର୍ବ ସଂସ୍କରଣରେ ମଧ୍ୟ ଭାରତ ଫେଭରିଟ୍ ଭାବେ ମଇଦାନକୁ ଓହ୍ଲାଇଥିଲା; କିନ୍ତୁ ସେମିଫାଇନାଲ୍ରେ ପହଞ୍ଚିପାରି ନ ଥିଲା। ଏହାର ବର୍ଷେ ପରେ ଆଉ ଏକ ବିଶ୍ୱକପ୍ରେ ଟିମ୍ କ’ଣ ଭାରତର କୋଟି କୋଟି କ୍ରିକେଟ୍ପ୍ରେମୀଙ୍କ ଆଶାକୁ ପୂରଣ କରିପାରିବ?
ମୋଟ ୧୬ ମିନିଟ ୨୬ ସେକେଣ୍ଡ ପୁରୀକୁ ସୂର୍ଯ୍ୟୋପରାଗ ଦୃଶ୍ୟମାନ ହେବ।
ଧାମନଗରରେ ହେବାକୁ ଯାଉଛି ହାଇଭୋଲ୍ଟେଜ୍ ମ୍ୟାଚ୍ ! ଭୋଟ୍ ତାରିଖ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ନିର୍ବାଚନୀ ମୈଦାନ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ।
ପାନପୋଷ ଛକରେ ଏକ ମିଠା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟି ଏଭଳି ଅଘଟଣ ଘଟିଛି ।
ମହିଳା ୱାର୍ଡର ଏବଂ ପୁରୁଷ ୱାର୍ଡରଙ୍କ ଉପସ୍ଥିତିରେ ଅର୍ଚ୍ଚନା ଏବଂ ଜଗବନ୍ଧୁ ଦେଖା କରିପାରିବେ ବୋଲି ସୂଚନା ମିଳିଛି ।
ଯାଜପୁର ଜିଲ୍ଲା ବ୍ୟାସନଗର ସହର ଇନ୍ଧିରା ଗାନ୍ଧି ମହିଳା କଲେଜ ପଛରେ ଥିବା ଶିଶୁ ଉଦ୍ୟାନର ଏଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ୨୦୧୭ ମସିହାରେ ଏହାକୁ ଉଦ୍ଘାଟନ କରାଯାଇଥିଲା।
ଜଗବନ୍ଧୁ ଘରୁ ଡାଏରୀ ସହ ମିଳିଛି ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ । ୪ଟି ମୋବାଇଲ, ଗୋଟିଏ ଲାପ୍ଟପ୍ ସହ ମିଳିଛି ଡାଏରୀ ।
ବାଣ ବଜାର ଉପରେ ବାତ୍ୟା ଓ ବର୍ଷା ଆଶଙ୍କାର ପ୍ରଭାବ । ବାତ୍ୟା ଭୟ ଯୋଗୁଁ ମାନ୍ଦା ପଡ଼ିଛି ବାଣ ବ୍ୟବସାୟ ।
ସ୍ୱାମୀ ଶୋଇଥିବା ବେଳେ ଅଧରାତିରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ସ୍ତ୍ରୀ ଫେରାର ଅଛି।
ଓଡ଼ିଶାକୁ ନଛୁଇଁ ଉପକୂଳର କିଛି ଦୂରରୁ ବଙ୍ଗ ଯିବ ବାତ୍ୟା । ପାଣିପାଗ ବିଭାଗର ସୂଚନା, ରାଜ୍ୟରେ ପବନ କମ୍, ଅଧିକ ବର୍ଷା
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନ୍ୟାୟିକ ଅଧିକାରୀଙ୍କ ଦରମା ବୃଦ୍ଧି ପାଇଁ ଦ୍ୱିତୀୟ ନ୍ୟାସନାଲ ଜୁଡିସିଆଲ ପେ କମିଶନଙ୍କ ସୁପାରିଶକୁ ମିଳିଛି କ୍ୟାବିନେଟ ମଂଜୁରୀ।
କନକ୍ଲେଭର ଗୋଟିଏ ସେସନ୍ରେ ବାର୍କ ଓ ବିୟଣ୍ଡ ଶୀର୍ଷକ ଆଲୋଚନାରେ ସ୍ଥାନ ପାଇଥିଲା ନ୍ୟୁଜ୍ ଚ୍ୟାନେଲଗୁଡ଼ିକର ରେଟିଂ ବ୍ୟବସ୍ଥା।