ଖଣ୍ଡଗିରି ଥାନାରେ ଜଣେ ପୀଡ଼ିତା କରିଥିବା ଏତଲାରୁ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି । ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଏଭଳି କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ପୀଡ଼ିତା ।
ତଦନ୍ତରେ ପୋଲିସ ବିଫଳ ହୋଇଛି । ସଂପୃକ୍ତ ବ୍ୟକ୍ତିଙ୍କ ନାଁ କାହିଁକି ଖୁଲାସା କରୁନି ବୋଲି ବିଜେପି ପକ୍ଷରୁ କୁହାଯାଇଛି ।
ଡାକ୍ତରଖାନାରେ ଡାକ୍ତର ଉପସ୍ଥିତ ନଥିବାରୁ ନର୍ସ ଚିକିତ୍ସା କରୁଥିଲେ, ଏବେ ଚିକିତ୍ସା ଅବହେଳା ଯୋଗୁଁ ଶିଶୁ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।
ରାଜଧାନୀ ଭୁବନେଶ୍ୱରରେ ଫୁଟବଲ୍ ଫିଭର । ଷ୍ଟାଡିୟମ୍ଠୁ ଆରମ୍ଭ କରି ରାସ୍ତାଘାଟ ସବୁଠି ଛାଇଗଲାଣି ପୋଷ୍ଟର ବ୍ୟାନର ।
ରାଜ୍ୟରେ କେତେ ପୁରୁଣା ଗାଡ଼ି ଅଛି, ସେ ସବୁଥିରେ ନୂଆ ନମ୍ବର ଲାଗିବାକୁ ହେଲେ କେତେଦିନ ଆବଶ୍ୟକ ହେବ, ତାହାର ଆକଳନ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ଧାମନଗର ଉପନିର୍ବାଚନ ଲାଗି ଆଜି ହୋଇପାରେ ଅନ୍ୟ ଦଳର ପ୍ରାର୍ଥୀ ଘୋଷଣା । ଆଜି ସକାଳ ୧୧ଟା ୫ ମିନିଟରେ ସୂର୍ଯ୍ୟବଂଶୀ ସୂରଜ ନିଜର ନାମାଙ୍କନ ପତ୍ରକୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିର୍ବାଚନ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ପ୍ରଦାନ କରିବେ ।
ତଦନ୍ତର ଧାରା କେଉଁଆଡେ ଯାଉଛି ଏବଂ କେତେ ସଫଳତା ମିଳିଛି ସେ ନେଇ ପୋଲିସ ମୁହଁ ଖୋଲୁ ନ ଥିବାବେଳେ ଗତକାଲି ଅର୍ଚ୍ଚନା ଜାମିନ୍ ଆବେଦନ କରିଥିଲେ । ଆଜି ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇପାରନ୍ତି ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଗୁମର ଫିଟାଇଲା ପ୍ରଡ୍ୟୁସର ଅକ୍ଷୟ ପରିଜାଙ୍କ ଏତଲା । ୩ କୋଟି ଟଙ୍କା ମାଗି ହତ୍ୟା ଧମକ ବି ଦେଇଥିଲା ଅର୍ଚ୍ଚନା ।
ଗଂଜାମକୁ ବେଶୀ ଗୁରୁତ୍ୱ, ଅନ୍ୟ ଦଳର ଆମଦାନୀ ନେତାଙ୍କୁ ବି ପ୍ରଧାନ୍ୟ । ଦାସବର୍ମାଙ୍କ ଭଳି ବରିଷ୍ଠଙ୍କୁ ବାଦ୍, ଝୁଲିଲା ଯୋଜନାବୋର୍ଡ ଉପାଧ୍ୟକ୍ଷ ପଦ ।
ଯୁଗ ସହ ତାଳ ଦେଇ ଚାଲୁଛି ଭାରତୀୟ ଡାକ । ପୂର୍ବରୁ ଚିଠି, ଟେଲିଗ୍ରାମ, ପାର୍ସଲ ମନିଅର୍ଡର ସେବା ଯୋଗାଉଥିବା ଡାକ ଏବେ ବ୍ୟାଙ୍କିଙ୍ଗ୍ ସେବା ସହ ଯୋଡ଼ି ହୋଇଛି । ଲୋକମାନେ ଡାକଘରେ ସଞ୍ଚୟ ଖାତା ଖୋଲିବା ସହ ମିଆଦି ଜମା ବି କରିପାରୁଛନ୍ତି ।
ଆଜିଠାରୁ ପବିତ୍ର କାର୍ତ୍ତିକ ବ୍ରତ ଆରମ୍ଭ ହୋଇଛି । ଦୁଇ ବର୍ଷ ଧରି କରୋନା ଯୋଗୁଁ ପୁରୀରେ ହବିଷ୍ୟାଳି ଶିବିର ବନ୍ଦ ରହିଥିବା ଯୋଗୁ ନିରାଶ ହୋଇଥିଲେ ହବିଷ୍ୟାଳି ।
ବାରମ୍ବାର ତାଗିଦ ପରେ ମଧ୍ୟ ପରିବା ବ୍ୟବସାୟୀ ରାସ୍ତାରେ ଅଳିଆ ଆବର୍ଜନା ପକାଉଛନ୍ତି । ଏହାକୁ ନେଇ ଏହି ନିର୍ଦ୍ଦେଶନାମା ଜାରି ହୋଇଛି ।
ସ୍କୁଲ ସାମ୍ନାରେ ଝୋଟିଚିତା ସାଙ୍ଗକୁ ରଙ୍ଗୋଲି । ଭଜନ କୀର୍ତ୍ତନର ତାଳେ ତାଳେ ସାରଙ୍କୁ ବିଦାୟ ଦେଲେ ଛାତ୍ରଛାତ୍ରୀ ।
ଆସନ୍ତାକାଲି କୋର୍ଟରେ ହାଜର ହୋଇପାରନ୍ତି ଅର୍ଚ୍ଚନା ନାଗ । ସେଥିପାଇଁ ସେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି ।
ଭୁବନେଶ୍ୱରର ବିଭିନ୍ନ ଛକରେ ଫୁଟବଲ୍ ଫିଭର ଦେଖିବାକୁ ମିଳିଛି। ପୋଷ୍ଟର, ବ୍ୟାନର୍ରେ ଝଲସୁଛି ରାସ୍ତାଘାଟ। ଆୟୋଜକ ଭାରତ ସମେତ ବ୍ରାଜିଲ, ମରୋକୋ ଏବଂ ଆମେରିକା ଟିମ୍ କଳିଙ୍ଗ ଷ୍ଟାଡିୟମରେ ଖେଳିବେ।
ଏବେ ବି ସେ ଚିଠି ପଢ଼ିଲେ ଆଖିରୁ ଧାର ଧାର ହୋଇ ଲୁହ ବାହାରି ଯାଏ । ପୁରୁଣା ସ୍ମୃତିର ଦିନକୁ ମନେ ପକାଇଲେ ଡାକବାଲା ।
ବଲାଙ୍ଗିର ବନ୍ଧପଡା ଫାଣ୍ଡି କରୁଆଝର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି ।
ବ୍ଲାକ୍ମେଲିଂ ଅଭିଯୋଗ ଆଣି ଥାନାରେ ସିନେ ପ୍ରଯୋଜକ ଅକ୍ଷୟ ପରିଜା ଥାନାରେ ଏତଲା ଦେଇଥିଲେ। ଅର୍ଚ୍ଚନା ନାଗ ତାଙ୍କୁ ଧମକ ଦେବା ସହ ଭୁବନେଶ୍ୱରର ଏକ ତାରକା ହୋଟେଲ୍ରେ ୩ କୋଟି ଟଙ୍କା ଡିଲ୍ କରିଥିଲେ।
ଦୀଘା ସମୁଦ୍ର ମୁହାଣରେ ମତ୍ସଜୀବୀମାନେ ୨୮ ଟି ବଡ଼ ବଡ଼ ତେଲିଆ ଭୋଳା ମାଛ ଧରିଥିଲେ। ଏହାପରେ ଏହିସବୁ ମାଛକୁ ସେମାନେ ଦୀଘାର ମୋହନା ମାଛ ମାର୍କେଟରେ କେଜି ପ୍ରତି ୧୪ ହଜାର ଟଙ୍କାରେ ବିକ୍ରି କରିଥିଲେ।
୧ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ମଞ୍ଜୁର କରାଯାଇଛି ।
ଚାକିରି ଦେବା ନାଁରେ ଠକୁଥିବା ଜଣେ ନକଲି ପୋଲିସ୍ ଅଫିସର୍ଙ୍କୁ ପୋଲିସ୍ ଗିରଫ କରିଛି। ପୋଲିସ୍ ବିଭାଗରେ ଚାକିରି ଦେବାର ଲୋଭ ଦେଖାଇ ସୁଜିତ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ଓଏଏସ୍ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ ।
ଦେଶର ସମ୍ମାନନୀୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିବାକୁ ପଛାଇନାହାନ୍ତି ଏକାଧିକ କଂଗ୍ରେସ ନେତା ।