Advertisment

ଓଡ଼ିଶାରେ ୧,୭୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୭୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୭୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭ରେ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ ୧,୭୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

corona 22

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୭୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୭୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୯ ରହିଛି।

Advertisment

ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭ରେ ପହଞ୍ଚିଛି।

Advertisment
Corona Updates Odisha
Advertisment
Advertisment