ଆଜି ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ନୀତି ର୍ନିଘଣ୍ଟ ଅନୁସାରେ ସକାଳ ୫ଟା ୧୮ମିନିଟରେ ଦ୍ୱାରଫିଟା ନୀତି ସମ୍ପନ୍ନ ହୋଇଥିଲା।
ଆସନ୍ତା ୧୧ ତାରିଖରୁ ଆରମ୍ଭ ହେଉଛି ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ସମସ୍ତ ମ୍ୟାଚ୍ ଖେଳାଯିବ ।
ଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବାକୁ ପାହାଡ଼କୁ ଉପରକୁ ଯାଇଥିଲେ ୩ଛାତ୍ର। ପାହାଡ଼ ଉପରେ ଥିବାବେଳେ ଘୋଟି ଆସିଲା କଳା ହାଣ୍ଡିଆ ମେଘ। ଘନ ଘନ ମାରିଲା ବିଜୁଳି। ସେଠାରେ ଚେତାଶୂନ ହୋଇ ପଡ଼ିଯାଇଥିଲେ ଛାତ୍ରମାନେ।
ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗତକାଲି ରାତିରେ ବଡ଼ ସଡ଼କ ଦୁର୍ଘଟଣା , ଜଣେ ମୃତ
ବାଲିଯାତ୍ରା ତଳ ପଡ଼ିଆରେ ହଜାର ହଜାର ଲୋକ ଉପସ୍ଥିତ ରହି ରାବଣପୋଡି ଉତ୍ସବ ଦେଖିବାପାଇଁ ଅପେକ୍ଷା କରିଥିଲେ । ହେଲେ ବର୍ଷା ହେବା ପରେ କିଏ ଜରି ପାଲ ତଳେ ରହିଥିଲେ ତ କିଏ ମୁଣ୍ଡରେ ଚେୟାର ରଖି ବର୍ଷା ଦାଉରୁ ରକ୍ଷା ପାଇବା ପାଇଁ ଚେଷ୍ଟା କରିଥିଲେ ।
ଭସାଣି ପାଇଁ ରାଜଧାନୀରେ ମୁତୟନ ହୋଇଛନ୍ତି ୧୭ ପ୍ଲାଟୁନ ପୋଲିସ ଫୋର୍ସ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମେସେଜ୍କୁ ଉଭୟଙ୍କ ମଧ୍ୟରେ ଆରମ୍ଭ ହେଲା ଚାଟିଂ। ଆଉ ଚାଟିଂ ଭିତରେ ଭିଡ଼ିଓ କଲ୍ ପାଇଁ ଆସିଲା ପ୍ରସ୍ତାବ। ଏତିକିରେ ରାଜି ହେବା କ୍ଷଣି ଉଲଗ୍ନ ଅବସ୍ଥାରେ ଥାଇ ସଂପୃକ୍ତ ଯୁବତୀ ଜଣକ ଭିଡ଼ିଓ କଲ୍ କରିଥିଲେ।
ରାବଣପୋଡ଼ିରେ ଆକର୍ଷଣୀୟ ଆତସବାଜି କାର୍ଯ୍ୟକ୍ରମ ଦେଖିବାକୁ ମିଳିଥାଏ।
୨୦୨୪ ମିଶନ୍ ପାଇଁ ବିଜେପି ଫୋକସରେ ମୋ ବୁଥ୍, ସବୁଠୁ ମଜଭୁତ୍ ଅଭିଯାନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ A, B, C ଓ A+ ଫର୍ମୁଲାରେ କାମ ଆରମ୍ଭ କରିଛି। ରାଜ୍ୟ ବିଜେପି ଦଳକୁ ମିଳିଥିବା ଭୋଟ୍ ପ୍ରତିଶତ ଅନୁସାରେ ବୁଥ୍ଗୁଡ଼ିକୁ ଏଭଳି ଗ୍ରେଡେସନ୍ କରାଯାଇ ସେ ସବୁକୁ ଅପଗ୍ରେଡ୍ କରିବା ଉପରେ ଦିଆଯାଉଛି ଫୋକସ୍।
ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ଦିବସ ବିଜୟା ଦଶମୀରେ ଆଜି ମାଆ ମହିଷାମର୍ଦ୍ଦିନୀଙ୍କୁ ସ୍ୱତନ୍ତ୍ର ଆରାଧନା ସହ ପୂଜାର୍ଚ୍ଚନା କରାଯାଇଛି। ବିଭିନ୍ନ ପୂଜାମଣ୍ଡପରେ ମାଆଙ୍କୁ ଭଳି କି ଭଳି ସ୍ୱତନ୍ତ୍ର ନୈବେଦ୍ୟ ଲାଗି ହୋଇଛି ଆଉ ବଙ୍ଗୀୟ ସଂପ୍ରଦାୟର ମହିଳାମାନେ ସିନ୍ଦୂର ଖେଳରେ ମାତିଛନ୍ତି। ଆସନ୍ତାକାଲି ମାଆଙ୍କୁ ମେଲାଣି ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।
ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ପୂଜା ମଉଜ ଫିକା ପଡ଼ିଯାଇଛି
ବାସ୍ ସୁଶାନ୍ତ ଗାଁରେ ପହଞ୍ଚିବା ପରେ ଆରମ୍ଭ ହୋଇଯାଇଥିଲା ସମ୍ବର୍ଦ୍ଧନାର ପର୍ବ । କିଏ ଫଗୁ ଧରି ଦୁଲଦୁଲିର ତାଳେ ତାଳେ ନାଚିବାକୁ ଲାଗିଥିଲା ତ ଆଉ କିଏ ଗାଲରେ ଶ୍ରଦ୍ଧା ଓ ସ୍ନେହର ଫଗୁ ବୋଳିଥିଲା ।
ଦାଶ ପରିବାରର କିଛି ସଦସ୍ୟ ପ୍ରଥମେ ପ୍ରଣବଙ୍କୁ ମାଡ ମାରିଥିଲେ । ଆଉ ମାଡ଼ ଭୟରେ ପ୍ରଣବ ଘରେ ପଶି ଯାଇଥିଲେ ।
ବିବାହ ପରେ ସ୍ୱାମୀ ଓ ସ୍ତ୍ରୀଙ୍କ ପାରିବାରିକ ସଂସାର ଠିକ୍ଠାକ୍ ଚାଲିଥିଲା । ସୁକାନ୍ତ ରାଜ୍ୟ ବାହାରେ କାମ କରୁଥିଲେ । ଆଉ ପରିବାର ବେଶ୍ ଭଲରେ ଚଳୁଥିଲା ।
ହରଭଙ୍ଗା ଥାନା ଜବଲପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି ।
କୋଭିଡ କଟକଣା ଯୋଗୁ ଦୁଇ ବର୍ଷ ସୁନାବେଶ ଦର୍ଶନରୁ ବଂଚିତ ଥିଲେ ଶ୍ରଦ୍ଧାଳୁ ।
ଇଂରେଜମାନଙ୍କ ଆଦେଶକୁ ନ ମାନି ଛାତିରେ ଗୁଳି ଖାଇ ଶହୀଦ ହୋଇଗଲେ ବାଜି ରାଉତ। ଦେଶର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଭାବେ ନିଜ ନାଁକୁ ଇତିହାସର ସ୍ୱର୍ଣ୍ଣାକ୍ଷରରେ ଲେଖିଗଲେ। ତେବେ ଆସନ୍ତୁ ଏହି କୁନି ଶହୀଦଙ୍କ ବୀର କାହାଣୀ ଉପରେ ନଜର ପକେଇ ନେବା।
ରାଜଧାନୀର ବରମୁଣ୍ଡାରେ ଏଥର ଜଳିବ ୮୦ ଫୁଟର ରାବଣ । ଏଥିସହ ରଙ୍ଗାରଙ୍ଗ ଆତସବାଜୀର କାର୍ଯ୍ୟକ୍ରମ ବି ରହିଛି ।
ପୁତିନ୍ ୟୁକ୍ରେନର ୪ ରାଜ୍ୟକୁ ନିଜ ଭୌଗୋଳିକ ସୀମାରେ ମିଶାଇଦେଇଛନ୍ତି। ତେବେ ପୁତିନ୍ ଏସବୁ କରିବା ପଛରେ ଅନେକ କାରଣ ରହିଥିବା କୁହାଯାଉଛି। କ’ଣ ସେ କାରଣ ଆସନ୍ତୁ ନଜର ପକେଇବା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭୁବନେଶ୍ୱର, ଆଠଗଡ଼, ବ୍ୟାସନଗରରେ ଭାଙ୍ଗିଲା ତୋରଣ । ଭଦ୍ରକ ମେଡ଼ିକାଲ ଭିତରେ ପଶିଲା ପାଣି ।
ସତ୍ତ୍ୱ ହସ୍ତାନ୍ତରଣ ପାଇଁ ରାଜସ୍ୱ ବିଭାଗର ନୂଆ ଉଦ୍ୟମ । କ୍ୟାମ୍ପ କୋର୍ଟ ଜରିଆରେ ସମାଧାନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ।
ଯୁବକ ଜଣକ ହୋଟେଲରେ ପହଞ୍ଚିବା ବେଳକୁ ତାଙ୍କ ନାଁରେ କୌଣସି ରୁମ୍ ବୁକ୍ ହୋଇନାହିଁ କି ସୁନ୍ଦରୀ ଯୁବତୀଙ୍କ ଦେଖା ବି ନାହିଁ ।