ଦୀର୍ଘବର୍ଷ ଧରି ମରଣଯନ୍ତା ପାଲଟିଥିବା ରାସ୍ତା ଉପରେ ପିଚୁ କଂକ୍ରିଟ ତ ଦୂରର କଥା ମୋରମ ମୁଠେବି ପଡି ପାରିନାହିଁ l
ଆଜି ଜଗତ ଜନନୀ ଦେବୀ ଦୁର୍ଗାଙ୍କ ମହାସପ୍ତମୀ ପୂଜା ଲାଗି ସଜେଇ ହୋଇଛି ପୂଜା ମଣ୍ଡପ। ପୂଜାକୁ ନେଇ ସବୁଠି ବ୍ୟାପକ ଆୟୋଜନ କରାଯାଇଛି।
ଯୁବତୀଙ୍କ ଅଭିଯୋଗ ଅନୁସାରେ, ଅକ୍ଷୟ ପରିଜା ତାଙ୍କୁ ଅଭିନେତ୍ରୀ କରାଇବା ଆଳ ଦେଖାଇ ବର୍ଷେ ଧରି ଜୋରଜବରଦସ୍ତ ଭାବେ ଶାରୀରିକ ସମ୍ପର୍କ ରଖିଥିଲେ। ତାଙ୍କ ଅଶ୍ଲୀଳ ଫଟୋ ରଖି ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ।
ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମୋକିମ୍ଙ୍କୁ ଦଣ୍ଡାଦେଶ ଦେଇଥିଲେ। ଫଳରେ ମୋକିମ୍ଙ୍କ ବିଧାୟକ ପଦ ରଦ୍ଦ ହେବାର ସମ୍ଭାବନା ରହିଛି।
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶାଶୁ ଘର ଛାଡିଛନ୍ତି। ଅନ୍ୟପକ୍ଷେ, ପୋଲିସ୍ ଉପସ୍ଥିତିରେ ଘରେ ପ୍ରବେଶ କରିବା ପାଇଁ ଅନୁଭବ ପୁରୀଘାଟ ଥାନାରେ ଲିଖିତ ଭାବେ ଆବେଦନ କରିଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମୃତ୍ୟୁର କିଛି ଦିନ ଆଗରୁ ମୋବାଇଲ୍ରେ ବେଶ୍ ଖୁସି ମଉଜରେ କଥା ହୋଇଥିଲେ ଉଭୟେ ଭାଇ ଭଉଣୀ।
ବଲାଙ୍ଗିର ବଡ଼ ମେଡିକାଲ ନିଦାନ କେନ୍ଦ୍ରର ଏ କି ଦାୟିତ୍ୱହୀନତା?
ଅନ୍ତେବାସୀଙ୍କ ମୁହଁରେ ଟିକେ ହସ ଫୁଟାଇବା ପାଇଁ ଏହା ଥିଲା ଏକ ନିଆରା ପ୍ରୟାସ।
ଶିକ୍ଷୟିତ୍ରୀଙ୍କ ଅବସରକାଳୀନ ବିଦାୟ ବେଳେ କାନ୍ଦିଲେ ଛାତ୍ରଛାତ୍ରୀ
ଟି-୨୦ ବିଶ୍ୱକପ୍ରେ ‘ଏସିଆ କପ୍ ସମସ୍ୟା’କୁ ଖେଳିବ ଟିମ୍ ଇଣ୍ଡିଆ। ଅଷ୍ଟ୍ରେଲିଆରେ ଚୂଡ଼ାନ୍ତ ଏକାଦଶରେ ନ ଥିବେ ଦୁଇ ପ୍ରମୁଖ ଖେଳାଳି - ପେସର୍ ଯଶପ୍ରୀତ ବୁମ୍ରା ଓ ଅଲ୍ରାଉଣ୍ଡର୍ ରବୀନ୍ଦ୍ର ଜାଡ଼େଜା। ଏପରି ସ୍ଥିତିରେ ରୋହିତ ସେନା କ’ଣ ବିଶ୍ୱକପ୍ ଜିତିପାରିବ?
ଏଠି ପ୍ରଶ୍ନ ଯେଉଁ ଦଳ କହି ବୁଲେ ଜଗନ୍ନାଥ ଓଡିଆ ଜାତିର ଅସ୍ମିତା, ସେଇ ଦଳର ମନ୍ତ୍ରୀ କିପରି ଏଭଳି ମନ୍ତବ୍ୟ ଦେଲେ?
୩ ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି ।
ଏହା ଅହଂକାରର ଚରମ ସୀମା ବୋଲି ବିଜେପି ନେତା ସମ୍ବିତ ପାତ୍ର କହିଛନ୍ତି ।
୩ ଦିନ ବ୍ୟବଧାନରେ ଭାଇଭଉଣୀଙ୍କ ମୃତ୍ୟକୁ ନେଇ ବଡ଼ ସସପେନ୍ସ
ଯେତେ ଅଭିଯୋଗ କଲେ ବି କେହି ଶୁଣୁ ନାହାନ୍ତି । ନିଇତି ଲୋକମାନେ ସେଠାରେ ପଡ଼ି ଖଣ୍ଡିଆ ଖାବରା ହୋଇ ଘରକୁ ଫେରୁଛନ୍ତି ।
ରାୟଗଡ଼ା ଜିଲ୍ଲା ଗୁଣୁପୁର ସବଡିଭିଜନର ଚନ୍ଦ୍ରପୁର ବ୍ଲକର କିଛି ଗାଁରେ ପିଲାଙ୍କ ପାଇଁ ପାଠ ପଢ଼ିବା ଏକ ବୋଝ ପାଲଟିଛି ।
ରାଜ୍ୟ ସରକାର ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ପାରୁନଥିବା ବେଳେ ସେମାନଙ୍କୁ ମେଡିସିନ୍ ବି ନକଲି ମିଳୁଥିବା ଅଭିଯୋଗ ହୋଇଛି। ତେଣୁ ସେମାନଙ୍କୁ ଏମ୍ସରେ ଚିକିତ୍ସା ଯୋଗାଇ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିକଟରେ କିଡ୍ନୀ ପ୍ରତିରୋପଣ କରିଥିବା ରୋଗୀଙ୍କ ସମ୍ପର୍କୀୟ ଗୁହାରି କରିଛନ୍ତି।
ସଇଁତଳା ଥାନାରେ ପୀଡ଼ିତ ଛାତ୍ରଙ୍କ ଅଭିଯୋଗ ପରେ ପୋଲିସର ଛାନ୍ଭିନ୍ । ଘଟଣାର ତଦନ୍ତ ପାଇଁ କମିଟି ଗଠନ କରାଯାଇଛି କହିଲେ କଲେଜ ଅଧ୍ୟକ୍ଷ ।
ଯେହେତୁ ପରିବାର ଲୋକେ ସିଧାସଳଖ କୌଣସି ଅଭିଯୋଗ ଆଣି ନାହାନ୍ତି, ତେଣୁ ଏ ସମ୍ପର୍କରେ କୌଣସି ମତ ରଖିବାକୁ ଉଚିତ୍ ମନେ କରୁନଥିବା ମନ୍ତ୍ରୀ କହିଛନ୍ତି। ଧର୍ମେନ୍ଦ୍ରଙ୍କ ଆତ୍ମହତ୍ୟା ପାଇଁ ମନ୍ତ୍ରୀ ଦାୟୀ ନେଇ ପୂର୍ବରୁ ଏକ ଅଡିଓ କ୍ଲିପ୍ ଭାଇରାଲ୍ ହୋଇଥିଲା।
ବିଚ୍ ରାସ୍ତାରେ ପ୍ରେମିକାର ଭାଇକୁ ହାଣିଲା ପ୍ରେମିକ। ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି।
ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା। ସେହିପରି ମହାଷ୍ଟମୀରେ ୩ ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ଦୁର୍ଗାପୁଜା ପାଇଁ ଦିନ ଯେତିକି ଯେତିକି ପାଖେଇ ଆସୁଛି, ସେହି ଅନୁସାରେ ପୁଜା ମଣ୍ଡପଗୁଡିକ ପ୍ରସ୍ତୁତି ମଧ୍ୟ ଚାଲିଛି । କଟକଣା ଯୋଗୁଁ ଗତ ୨ବର୍ଷ ହେବ ମାଆଙ୍କ ମୂର୍ତ୍ତିରେ ଲାଗି ହୋଇପାରି ନଥିଲା ଚାନ୍ଦି ମେଢ। ଏଥର ପୁଣି ଥରେ ଚାନ୍ଦି ମେଢ ମଣ୍ଡପରେ ଝଟକିବାର ସୁଯୋଗ ଥିବାରୁ ଚାନ୍ଦିମେଢ ସଫେଇରେ ଲାଗିଛନ୍ତି ପ୍ରମୁଖ ପୂଜା କମିଟିଗୁଡିକର କର୍ମକର୍ତ୍ତା ।
ଗୃହର ଐଶାନ୍ୟ କୋଣ ଅନ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି କୋଣରେ ଦୋଷତୃଟି ଥିଲେ ଗୃହବାସୀଙ୍କୁ ଅନେକ ସମସ୍ୟା ଭୋଗିବାକୁ ପଡିଥାଏ। ଏଣୁ ଏହି କୋଣର ଦୋଷ ତୃଟିକୁ ଜାଣିବା ସହ ଏହି ସ୍ଥାନକୁ ଏତେ ଗୁରୁତ୍ୱ କାହିଁକି ଦିଆଯାଏ ଆସନ୍ତୁ ଜାଣିବା।
ଜେପି ନଡ୍ଡାଙ୍କ ସାଢେ ୩୧ ମିନିଟ୍ ଭାଷଣରେ ୬ ମିନିଟ୍ କଂଗ୍ରେସ ବିରୋଧୀ ଓ ପରିବାରବାଦ ରାଜନୀତି, ୧୫ ମିନିଟ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଫଳତା ଅଭିଭାଷଣରେ ଓଡ଼ିଶା ସଂପର୍କରେ ମାତ୍ର ୨ ମିନିଟ୍; ସେଥିରେ ପୁଣି ମୁଖ୍ୟମନ୍ତ୍ରୀଙ୍କ ନାଆଁ ନାହିଁ। କ’ଣ ରହିଛି ଏହା ପଛର କାରଣ?