ପ୍ରଥମ ଓଡ଼ିଆ ଭାବେ ହକି ଇଣ୍ଡିଆ ସଭାପତି ହେଲେ ଦିଲୀପ।
DEO କାର୍ଯ୍ୟାଳୟରେ ଶିକ୍ଷକଙ୍କ ନିଆରା ପ୍ରତିବାଦ । ଝାଡ଼ୁ ମାରି ବିରୋଧ ପ୍ରଦର୍ଶନ କଲେ ଶିକ୍ଷକ ସଂଘ। ଭେଣ୍ଡିଆ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଝାଡ଼ୁ ମରାଇଥିଲେ ADEO । ପ୍ରଧାନଶିକ୍ଷକ ଝାଡ଼ୁ ମାରୁଥିବା ଫଟୋ ହୋଇଥିଲା ଭାଇରାଲ୍ ।
ଧରାପଡ଼ିଲେ ‘ମୋ ବସ୍’ରେ ଚୋରି କରୁଥିବା ଗ୍ୟାଙ୍ଗ। ୨ ଲୁଟେରାଙ୍କୁ କମିଶନରେଟ୍ ପୋଲିସ୍ ଗିରଫ କରିଛି।
ସମସ୍ତ ୩୦ ଜିଲ୍ଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ ଓ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଦାୟିତ୍ୱ ମିଳିଥିବା ବେଳେ ଅନ୍ୟ ମନ୍ତ୍ରୀ ଓ ବିଧାୟକଙ୍କୁ ମଧ୍ୟ ଅନ୍ୟ ସବୁ ଜିଲ୍ଲାର ଦାୟିତ୍ୱ ମିଳିଛି।
ଭୁବନେଶ୍ୱର ସାଂପୁର ଗଣପତି ମୌଜାରେ ଆପାର୍ଟମେଣ୍ଟ ଓ ଫ୍ଲାଟ ଯୋଗାଇଦେବାକୁ କହି ମନୋଜ ଲୋକଙ୍କ ଠାରୁ ୨୦ କୋଟି ଟଙ୍କା ଠକିଥିବା ଅଭିଯୋଗ ଥିଲା ।
ଦିନ ଥିଲା ଭଉଣୀ ବାହାଘର ପାଇଁ ନିଜ ଜମିକୁ ବନ୍ଧା ପକାଇଥିଲେ ମନୋଜ ।
ପୁଅ ବୋହୁଙ୍କ କାରଣରୁ ଆଜି ମେଡିକାଲ ବେଡ୍ରେ ଅନାଥ ଭଳି ଶୋଇଛି ବୁଢା ବାପା ।
ଡାକ୍ତର ଛୁଟିରେ ଥିବାରୁ ୧୩ ସେପ୍ଟେମ୍ବର ଠାରୁ ୬ ନଭେମ୍ବର ପର୍ଯ୍ୟନ୍ତ ଏହି ବିଭାଗ ବନ୍ଦ ରହିବ ।
ଆପଣ ମଟନର ବିଭିନ୍ନ ରେସିପି ଘରେ ବନେଇ ଖାଇଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ସାହି ମଟନ୍ କୋର୍ମା’।
ମାଆଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତ ହେଲାଣି ଯାଜପୁର ସହର । ମାଆଙ୍କ ଆଗମନ ପାଇଁ ଚଳଚଂଚଳ ହେଲାଣି ରଥଦାଣ୍ଡ ।
ସମସ୍ତଙ୍କର ଗୋଟିଏ ଲକ୍ଷ୍ୟ ଆମେ ତାଲିମ୍ ନେବା, ଆଉ ନିଜ ପଂଚାୟତକୁ ଜିଲ୍ଲା ତଥା ରାଜ୍ୟରେ ଶ୍ରେଷ୍ଠ କରିବା ।
ଯିଏ ଏଇ ଦୁଇ ଭଉଣୀଙ୍କୁ ସଂସାରକୁ ଆଣିଥିଲେ ସିଏ ଆଜି ଅଫେରା ରାଇଜରେ.. ବାପା-ମାଆଙ୍କୁ ଯେତେ ମନେ ପକାଇଲେ ବି ସେମାନେ ଆସିବେନି ତଥାପି ମନ ବୁଝୁନି ।
ବଡ଼ ଗଡ଼ବଡ଼ ନମ୍ବର ପ୍ଲେଟ୍ ଅଙ୍କ । ବିଗିଡ଼ିଯାଇଛି ଗଣିତ । ଆବେଦନର ସପ୍ତାହକ ମଧ୍ୟରେ ମିଳୁନି ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ । ସେପଟେ ସମୟ ଯେତେ ଗଡ଼ୁଛି, ଗାଡ଼ି ମାଲିକଙ୍କ ଚିନ୍ତା ସେତେ ବଢ଼ୁଛି ।
କେବଳ ୩୪ ଏକର ଜମି ବାଲିଯାତ୍ରା ପାଇଁ ରହିବ। ଉକ୍ତ ଅଞ୍ଚଳର ପରିମଳ ଓ ପରିଚ୍ଛନ୍ନତାକୁ ସୁନିଶ୍ଚିତ କରିବ ପ୍ରଶାସନ। ଅବଶିଷ୍ଟ ୩୯୨ ଏକର ଜମିରେ ଜଙ୍ଗଲ ଓ ବାୟୋଲଜିକାଲ ପାର୍କ ର୍ନିମାଣ ହେବ।
ପୂଜା ପୂର୍ବରୁ ସାବାଡ ହେବେ କ୍ରିମିନାଲ। ଆରମ୍ଭ ହୋଇଛି କମିଶନରେଟ୍ ପୋଲିସର ସ୍ପେଶାଲ ଡ୍ରାଇଭ୍। ଦଶହରାକୁ ଆଖି ଆଗରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ କରାଯାଇଛି।
ସିଏମ୍ଓ ୱେବ୍ସାଇଟ୍ରେ ସମସ୍ତ ମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ତାଲିକା ଉପଲବ୍ଧ ହୋଇଛି। ୨୦୨୧ ମସିହା ଡିସେମ୍ବର ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ମୋଟ୍ ସମ୍ପତ୍ତିର ପରିମାଣ ୬୪ କୋଟି ୯୭ ଲକ୍ଷ ୮୯ ହଜାର ୨୨୦ ଟଙ୍କା ବୋଲି ତାଲିକାରେ ଦର୍ଶାଯାଇଛି।
ହାଇକୋର୍ଟଙ୍କ ରାୟ ପରେ ଶେଷରେ ୮୯ ବର୍ଷୀୟ ବୃଦ୍ଧାଙ୍କୁ ଏକାବେଳକେ ୨୬ ବର୍ଷର ବକେୟା ପେନ୍ସନ୍ ଟଙ୍କା ମିଳିଛି। ପେନ୍ସନ୍ ବାବଦକୁ ଥିବା ସମସ୍ତ ୧୬ ଲକ୍ଷ ୧ ହଜାର ୮୪୬ ଟଙ୍କା ପ୍ରଦାନ କରାଯାଇଛି।
ନକଲି ଔଷଧ ବିକ୍ରି ଧରିବାକୁ ଗତ ୩ ଦିନ ଧରି ରେଡ୍ ଚଳାଇଥିଲା ଡ୍ରଗ୍ସ କଣ୍ଟ୍ରୋଲର ଟିମ୍। ସହରର ୩ଟି ଫାର୍ମରେ ଚଢ଼ାଉ କରି ଡ୍ରଗ୍ସ କଣ୍ଟ୍ରୋଲର ଟିମ୍ ୨୨ ଲକ୍ଷ ଟଙ୍କାର ନକଲି ଔଷଧ ଜବତ କରିଛି।
ଫିଲ୍ମ ‘ଦମନ୍’ର ପ୍ରମୋସନ୍ ପାଇଁ ଲେହେରୁ ପାଙ୍ଗଙ୍ଗ୍ ଯାଇଥିବା ବେଳେ ସେଠାରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଶରୀରରେ ଅକ୍ସିଜେନ୍ ସ୍ତର କମି ଯିବା ପରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।
କୌଣସି ପ୍ରକାର ଅସୁବିଧା କିମ୍ବା ଅସମୟରେ ଏହି ବଟନ୍ ଚିପିଲେ ତୁରନ୍ତ ଗାଡ଼ି ମାଲିକ, ନିକଟସ୍ଥ ଥାନା ଏବଂ ଅନ୍ୟ ପ୍ରାଧିକୃତ ସଂସ୍ଥା ନିକଟରେ ତୁରନ୍ତ ସୂଚନା ପହଞ୍ଚି ପାରିବ।
କେମିତି ଚାଲିଛି ରାଜ୍ୟର ପ୍ରଶାସନିକ ବ୍ୟବସ୍ଥା ? ମନ୍ତ୍ରୀଙ୍କ ଶାସନ ନା ସଚିବଙ୍କ ହାତରେ ସବୁ କ୍ଷମତା ? କୁହାଯାଉଛି ଏଠିକାର ପାୱାର କରିଡରରେ ମନ୍ତ୍ରୀଙ୍କ ଅପେକ୍ଷା ସଚିବଙ୍କର ଅଧିକ ଦବଦବା । ତେବେ ଏହାଦ୍ୱାରା ଗୌଣ ହେଉନାହାନ୍ତି ତ ନେତା, କମୁନି ତ ଜନପ୍ରତିନିଧିଙ୍କ ଗୁରୁତ୍ୱ ?
ଯାଞ୍ଚବେଳେ ମିଳିଲା ଆଖି ତରାଟିଲା ଭଳି ୧୩୯ କେଜିର ରୂପା ଇଟା, ୩୭ କେଜିର ଚାନ୍ଦି ଅଳଙ୍କାର ଓ ପାଖାପାଖି ୧୨ ଲକ୍ଷ ନଗଦ ଟଙ୍କା ।
ଆଦିବାସୀଙ୍କୁ ଦରଦ ଦେଖାଇ ଭୁଲିଗଲେ କି ରାଜ୍ୟ ସରକାର? କୁଆଡେ ଗଲା ଆଦିବାସୀଙ୍କ ସ୍ୱାର୍ଥରେ ଗଠନ ହୋଇଥିବା ସ୍ୱତନ୍ତ୍ର ବିକାଶ ପରିଷଦ?