ବାଃ ବାଃରେ ସରକାରୀ ସ୍କୁଲ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ, ଡାଲମା ଓ ଅଣ୍ଡା ବଦଳରେ ମିଳୁଛି ୫ ଟଙ୍କିଆ ବିସ୍କୁଟ। ଅଧାଦିନ ଖାଇବା ପାଇଁ ବି ମିଳୁନି। ଖରାବେଳେ ସ୍କୁଲରେ ତାଲା ଠୁଙ୍କି ପଳାଉଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ।
ଅଧା ପ୍ରକଳ୍ପର ଡିପିଆର ସଂଶୋଧନ ନିର୍ଦ୍ଦେଶ । ନିୟନ୍ତ୍ରିତ ଅଞ୍ଚଳରେ ହେବ ଅନନ୍ତ ବାସୁଦେବ ରୋଷଘର ।
କେତେ ବିପଦପୂର୍ଣ୍ଣ ଭାବେ ଏହି କାଠଗଣ୍ଡି ବ୍ରିଜ୍ ଦେଇ ଯାହାୟତ କରୁଛନ୍ତି ଲୋକେ ତାହା ଆପଣ ନଦେଖି ମଧ୍ୟ ଅନୁମାନ କରିପାରୁଥିବେ ।
ଅମ୍ଲାନଙ୍କ କଲେଜ୍ ଫି ଓ ବାର୍ଷିକ ହଷ୍ଟେଲ୍ ଫି ବାବଦ ସମସ୍ତ ରାଶି ଦିଆଯାଇଛି ।
କେତେବେଳେ ପୁରସ୍କାର ତ କେତେବେଳେ ଲଟେରୀ ଆଦିର ମଧ୍ୟ ଅଫର ଦେଇପାରନ୍ତି ଠକମାନେ । ତେଣୁ ଏଥିପ୍ରତି ସାବଧାନ ରୁହନ୍ତୁ ଲୋକେ । ତେବେ ଏମିତି କିଛି ଅଫର ଦେଖାଇ ସାଇବର ଠକ ପ୍ରଥମେ OTP ମାଗିପାରନ୍ତି ।
ଏହାର ଉଚ୍ଚତା ମଧ୍ୟ କମ କରିବାକୁ ଏନ୍ଏମ୍ଏ ପ୍ରସ୍ତାବ ଦେଇଛି । ଏନ୍ଏମ୍ଏର ସୁପାରିଶ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତି ଦେଇଛି ।
ପୂଜା ଆସିଲେ ଚଳଚଞ୍ଚଳ ହୋଇଉଠନ୍ତି ସିନେ ଦୁନିଆ। ତରଙ୍ଗ ସିନେ ପ୍ରଡକ୍ସନ ମଧ୍ୟ ଏଥିରୁ ବାଦ ପଡିନି। ଏହି ବ୍ୟାନର୍ରେ ପ୍ରସ୍ତୁତ ହେଉଛି ନୂଆ ଫିଲ୍ମ ‘ମହିଷାସୁର’। ଦଶହରାରେ କହିବ ଆତଙ୍କବାଦର କାହାଣୀ।
ପରିବାର ଠାରୁ ଅଲଗା ହେବା ପରେ ଦୁହେଁ ଏକାଠି ରହୁଥିଲେ
‘ମୋ ବସ୍’ରେ ଜଣେ କ୍ୟାନ୍ସର ରୋଗୀଙ୍କଠାରୁ ୧୫ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏମ୍ସ ହସ୍ପିଟାଲ୍ରୁ କଟକ OMP ଛକ ଯାଉଥିବା ୧୯ ନମ୍ବର ‘ମୋ ବସ୍’ରେ ଏହି ଚୋରି ହୋଇଛି।
ଏମିତି ଝିଅ ଭଗବାନ୍ ସମସ୍ତଙ୍କୁ ଦିଅନ୍ତୁ । ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରିଥିବା ଓଡ଼ିଶା ଝିଅ ଆଜି ଜାତୀୟ ସ୍ତରରେ ବାଜି ମାରି ନେଇଛନ୍ତି ।
ଶ୍ରୀମନ୍ଦିର ଚାରିପାଖରେ ମଧ୍ୟରେ ପୁଣି ହେବ ନିର୍ମାଣ କାର୍ଯ୍ୟ। ଏହି ନିର୍ମାଣ ଲାଗି ଏନଏମ୍ଏର ସ୍ପଷ୍ଟ ନିର୍ଦ୍ଦେଶ ଆସିଛି । ଶ୍ରୀମନ୍ଦିରଠାରୁ ଶହେ ମିଟର ଦୂରରେ ଏହି ନିର୍ମାଣକାର୍ଯ୍ୟ ହେବ। ଏଠାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ ଅଭ୍ୟର୍ଥନା କକ୍ଷ। ତେବେ ପ୍ରଶ୍ନ ଉଠୁଛି କେଉଁଠି ନିର୍ମାଣ ହେବ ଏହି ରିସେପ୍ସନ ସେଣ୍ଟର ? ପୂର୍ବରୁ ଉଚ୍ଛେଦ ହୋଇଥିବା ୭୫ ମିଟର ବାଦ୍ ଆଉ କେଉଁ ସ୍ଥାନରେ ଅଧିକ ୨୫ ମିଟର ଭଙ୍ଗାଯାଇ ଏହାର ନିର୍ମାଣ ହେବ ?
ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ଏକ୍ଜାମ-୨୦୨୧ ପ୍ରିଲିମନାରୀ ପରୀକ୍ଷା ତାରିଖ। ପରୀକ୍ଷା ପାଇଁ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ତାରିଖ ମଧ୍ୟ ଘୋଷଣା କରିଛନ୍ତି। ରାଜ୍ୟର ୫ଟି ଜୋନରେ ହେବ ପରୀକ୍ଷା ।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।
ପଞ୍ଚାୟତର ବିକାଶ ପାଇଁ ନବ ର୍ନିବାଚିତ ସରପଞ୍ଚ ଶିକ୍ଷାଲାଭ କରୁଛନ୍ତି। ର୍ନିବାଚନ ପରେ ପଞ୍ଚାୟତ ସ୍ତରରେ ଉନ୍ନୟନମୂଳକ କାମ କିଭଳି ହେବ ସେଥିପାଇଁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ ହେଉଛି।
୨୦୨୧ ମସିହାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁର ୧୪% ଓଭରଲୋଡିଂ ଦୁର୍ଘଟଣା ଜନିତ ବୋଲି ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ଏବେ ଓଭରଲୋଡିଂକୁ ପରିବହନ ବିଭାଗ ଗୁରୁତ୍ୱର ସହ ନେଇଛି।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ରାଜ୍ୟର ୫୫ ହଜାର ୭୪୫ଟି ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଗୁଡ଼ିକରେ ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ ହେବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଷୋଡ଼ଶ ପର୍ବର ପ୍ରଥମ ଦିନରେ ଘର ତ୍ୟାଗ କରି ମାଆଙ୍କ ପାଖରେ ସମର୍ପିତ ହୋଇଥାନ୍ତି ବଳି ଜେନା।
ରାଜଧାନୀରେ ମଦ ତିଆରିର ଗୁପ୍ତ କୋଠରୀ ଖୁଲାସା। ସାଲିଆସାହି ଇଡ୍କୋ ବସ୍ତିରେ ସୁଡ଼ଙ୍ଗ ଭିତରେ ଚାଲିଥିଲା ଦେଶୀ ମଦ ଭାଟି। ଚଢ଼ାଉ କରି ଖୁଲାସା କଲା କମିଶନରେଟ ପୋଲିସ। ହଜାର ହଜାର ଲିଟର ମଦ ସହ ପୋଚ ଜବତ ହୋଇଛି।
ପ୍ରଶ୍ନ, ଏବେ କେଉଁଠି ନିର୍ମାଣ ହେବ ଏହି ରିସେପସନ୍ ସେଣ୍ଟର ?
୨୪ ନିର୍ବାଚନ ପାଇଁ ବିଜେପିର ବଡ଼ ଷ୍ଟ୍ରାଟେଜି ।ଏବେ ସାର ଦିଆଯାଉଛି, ୨୪ରେ ଅମଳ ହେବ ବୋଲି କହିଲେ ଜୟନାରାୟଣ। ଜୟନାରାୟଣଙ୍କ ଫସଲ ଅମଳ ଥିଓରୀକୁ କଂଗ୍ରେସର କଟାକ୍ଷ। ୨୪ରେ ଲୋକେ ଏହାର ଜବାବ ଦେବେ ବୋଲି କହିଲା ବିଜେଡି।
ଡେଡଲାଇନ୍ ଆଉ ବଢ଼ାଯିବ ନାହିଁ ବୋଲି ସଫା ସଫା କହିଦେଇଛି ପରିବହନ ବିଭାଗ
ଗଛ ଉପରେ ବିରାଟ ମଂଚା ତିଆରି ହୋଇଥାଏ । ଆଉ ସେହି ମଂଚାରେ ମଶାରୀ ଭିତରେ ମଣିଷ ଶୋଇଥାଏ । କିଏ କିଏ ଟର୍ଚ୍ଚ ଓ ଠେଙ୍ଗା ଧରି ହେଇ ଗଲା ଗଲା ପାଟି ବି କରୁଥାନ୍ତି ।
ସ୍କୁଲ ସରକାରୀ କିନ୍ତୁ ଏଠାରେ ପାଠ ପଢାଉଥିବା ଶିକ୍ଷକଙ୍କୁ ଭଡାରେ ଆଣିଛନ୍ତି ଗାଁ ଲୋକେ । ଆଉ ପାରିଶ୍ରମିକ ବାବଦରେ ଗାଁ କମିଟି ଦେଉଛି ଟଙ୍କା ।