ଏକ ହୋଇ ଲଢ଼ିବାକୁ ସୁରେଶଙ୍କ ଟ୍ବିଟ୍କୁ ନେଇ ଚର୍ଚ୍ଚା । ନବୀନଙ୍କ ୨୫ ବର୍ଷ ସେବାର ବାର୍ତ୍ତା ପହଞ୍ଚାଇବାକୁ ଶଙ୍ଖର ଯୋଜନା।
ଘଟଣାସ୍ଥଳନରେ ସାମାନ୍ୟ ଉତ୍ତେଜନା ଦେଖାଯାଇଛି । ଲୋକଙ୍କ ଭିଡ଼ ଜମିଛି ।
ଆଜାଦି କା ଅମୃତ ମହୋତ୍ସବ ଅବସରରେ ପୂର୍ବ ଭାରତର ଯେଉଁ ୫ଟି ସ୍ଥାନରେ ସୂର୍ଯ୍ୟକିରଣ ସୋ ପ୍ରଦର୍ଶନ ପାଇଁ ସ୍ଥାନ ନିର୍ଦ୍ଧାରଣ ହୋଇଛି। ତା ମଧ୍ୟରେ ରହିଛି ଭୁବନେଶ୍ୱର ଓ ପୁରୀ।
ଯାହାକୁ ବଢେଇ କୁଢେଇ ଦୁନିଆ ଦେଖାଇଥିଲା, ଆଜି ସିଏ ଯେତେବେଳେ ଦୁନିଆ ଛାଡି ପଳାଇଲା ସେତେବେଳେ କୋଉ ମାଆର ବା ଧୈର୍ଯ୍ୟ ରହିବ ?
ବର୍ଷା ଦିନେ ବୈତରଣୀ ଯେତେବେଳେ କରାଳ ରୂପ ଦେଖାଉଛି ସେତେବେଳେ ଆତଙ୍କିତ ହେଉଛନ୍ତି ଗାଁ ଲୋକେ ।
ସରକାର ଯାହା କହୁଛନ୍ତି ବାସ୍ତବରେ ତାର ଚିତ୍ର କିନ୍ତୁ ଭିନ୍ନ ରହୁଛି । ଲୋକଙ୍କୁ ବିଜ୍ଞାପନ ମାଧ୍ୟମରେ ସରକାର କେବଳ ଗୋଲାପୀ ଚିତ୍ର ଦେଖାଉଛନ୍ତି ।
୧୦୦ ଶଯ୍ୟା ବିଶିଷ୍ଟ ଏହି ଅତ୍ୟାଧୁନିକ ହସ୍ପିଟାଲରେ ଜଣେ ବି ରୋଗୀ ନାହାନ୍ତି ।
ପ୍ରେମିକକୁ ଖୋଜି ଖୋଜି ଏବେ ବଲାଙ୍ଗିର ସହର ଭିତରେ ଘୁରି ବୁଲୁଛନ୍ତି ପ୍ରେମିକା। ଏହି ସମୟରେ ବଲାଙ୍ଗିର ରେଲ୍ୱେ ଷ୍ଟେସନରେ ହାଇଡ୍ରାମା ଦେଖିବାକୁ ମିଳିଥିଲା।
ସାଇବର ଠକ କବଳରେ କଟକର ଯୁବତୀ
ବିବାହ ବୟସରେ ସମ୍ପୂର୍ଣ୍ଣ ବେସାହାରା ହୋଇଯାଇଛି ସୁମିତ୍ରା । ଏବେ ତା’ର ନିଜର ବୋଲି କେହି ନାହିଁ । ଆହା ପଦେ କହିବାକୁ ପରିବାର ଲୋକ ବୋଲି କେହି ନାହାନ୍ତି ।
ପୁଣି ଆସୁଛି ଲଘୁଚାପ ! ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଯାଞ୍ଚ ସମୟରେ ୧୮ ବର୍ଷରୁ କମ୍ ବୟସର କୌଣସି ଛାତ୍ରଛାତ୍ରୀ ଯଦି ଲାଇସେନ୍ସ ନଥାଇ କଲେଜ ପରିସରରେ ସ୍କୁଟି କିମ୍ବା ବାଇକ୍ ଚଳାଇବା ବେଳେ ଧରାପଡ଼ନ୍ତି ତା’ହେଲେ ସେମାନଙ୍କ ଗାଡ଼ିକୁ ଅଟକ ରଖାଯିବ।
ପତ୍ନୀ ବର୍ଷା ଓ ତାଙ୍କ ଭଉଣୀଙ୍କ ଅଡିଓକୁ ନେଇ ଟ୍ୱିଟ୍ କରି ସତ, ମିଛ ପଚାରିଲେ
ବୁଲଡୋଜର ଲଗାଇ ହୋଟେଲ୍ ଭାଙ୍ଗି ଦେଇଛି ବିଏମସି
ବାୟୁବୀରଙ୍କ ସୂର୍ଯ୍ୟକିରଣ ଶୋ
ଜମାକାରୀଙ୍କ ମୃତ୍ୟୁ ପରେ ଭୂତ ଚେକ୍ ମାଧ୍ୟମରେ ଉଠାଯାଉଛି ଟଙ୍କା। ମୃତ୍ୟୁ ପରେ କିଏ କଲା KYC ଅପଡେଟ୍ ? କିଏ ଉଠାଇଲା ଟଙ୍କା ?
ଚଢାଉ ବେଳେ ଲଜ୍ରୁ ୮୦ ଲକ୍ଷ ଟଙ୍କା ଜବତ ହୋଇଛି। ଏହି ଘଟଣାରେ ପୋଲିସ୍ ବାହାର ରାଜ୍ୟର ୭ ଜଣ ବ୍ୟକ୍ତିଙ୍କୁ ଅଟକ ରଖିଛି।
ଆଉ କିଛି ଘଣ୍ଟା ପରେ ଭୁବନେଶ୍ୱର ଆକାଶରେ ନିଜ ଶକ୍ତି ଓ ସାମର୍ଥ୍ୟ ପ୍ରଦର୍ଶନ କରିବେ ବାୟୁ ବୀର। ଶହ ଶହ ଲୋକ ବାୟୁ ବୀରଙ୍କ ଏହି ଜଲ୍ୱା ଦେଖିବେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମାତ୍ର ୫ ବର୍ଷରେ ସାଙ୍ଗ ହୋଇ ଚାଲିଗଲେ ବାପା-ମାଆ। ବୁଢୀ ମାଆର ଏତେ ବୟସ ହେଲାଣି ଯେ ସେ ନିଜେ ଚାଲିବୁଲି ପାରୁନାହାନ୍ତି। ଆଉ ଏ ବୟସରେ ଶିବାର ସେବା କରିବେ ବା କେମିତି? ହେଲେ ଅଣ୍ଟାରେ ବଳ ନଥିଲେ ବି ଶିବାର ନେଉଛନ୍ତି ଯତ୍ନ। ସରକାରୀ ସାହାଯ୍ୟ ନମିଳିଲେ କେମିତି ଆଗକୁ ବଢିବ ଶିବା ?
ପୁରୀରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା । ରେଡିଏସନ ପ୍ରଭାବ ଆଦୌ ନାହିଁ, ଆଶ୍ୱସ୍ତ ରୁହନ୍ତୁ କହିଲେ ମନ୍ତ୍ରୀ ।
କଥା କଥାରେ ଗୁଳି ଫୁଟୁଥିବା ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବଢିଲାଣି ଦାଦାବଟି ଆଦାୟ ଦୌରାତ୍ମ୍ୟ ।
ମୁମ୍ବାଇ ଇନଭେଷ୍ଟର୍ସ ମିଟ୍କୁ ନେଇ ବିଜେପିର ସମାଲୋଚନା । ଓଡିଶାବାସୀଙ୍କୁ ଭକୁଆ ବନାଉଛନ୍ତି ରାଜ୍ୟ ସରକାର ବୋଲି କହିଲେ ଜୟନାରାୟଣ ।
କାଳ ହେଲା ସେୟାର ମାର୍କେଟ୍ରେ ଟଙ୍କା ଦୁଇଗୁଣାର ମୋହ । ୨୦ ଲକ୍ଷ ହରାଇ ଜୀବନ ହାରିଲେ ବଲାଙ୍ଗିରର ବିନୋଦ ଯାଦବ ।
ଟ୍ରକ ଚୋରି କରୁଥିଲେ ବିଜେଡି ନେତା। ଏବେ ବାନ୍ଧି ଜେଲରେ ପୂରାଇଲା ପୋଲିସ। ଧର୍ମଶାଳା ଓ ବଡଚଣାରୁ ଟ୍ରକ ଚୋରି କରୁଥିଲେ। କୋଲକାତା ଓ ବିହାରରେ ବିକ୍ରି କରି ରୋଜଗାର କରୁଥିଲେ କୋଟି କୋଟି ଟଙ୍କା। ଚୋରି ମାମଲାର ପର୍ଦ୍ଦାଫାସ କରୁ କରୁ ସାମ୍ନାକୁ ଆସିଥିଲା ବିଜେଡି ନେତାଙ୍କ ଚୋରି ଲିଙ୍କ୍। ଏମିତି ଚାଲିଛି ନବୀନଙ୍କ ସ୍ୱଚ୍ଛ ଶାସନ