ବ୍ୟବସ୍ଥା ଆଗରେ ବୋଝ ହୋଇଯାଉଛି କି ଜୀବନ ? ମୃତ୍ୟୁ ଅପେକ୍ଷା ମହଙ୍ଗା ହୋଇଯାଉଛି କି ଜୀବନ ଧାରଣ ?
ମାସେ କି ଦୁଇ ମାସ ନୁହେଁ, ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲିକଢ଼ା ସଂପୂର୍ଣ୍ଣ କରିବାକୁ ୩ ବର୍ଷର ଲମ୍ବା ଟାର୍ଗେଟ୍ ରଖିଛି ଏଏସ୍ଆଇ।
ଦିନେ ୫୦ ଟଙ୍କା ପାଇଁ ପର ଦୁଆରେ ମୂଲ ଲାଗୁଥିଲେ ସହଦେବ। ଆଉ ଆଜି ପରିଶ୍ରମ କରି ୫୦ ଲକ୍ଷ ଟଙ୍କା ଫାର୍ମ ହାଉସ୍ର ମାଲିକ। ହେକ୍ଟର ହେକ୍ଟର ଜମିରେ ମୁକ୍ତାଠୁ ମାଛ..ଶାଗୁଆନଠୁ ପରିବା ଯାଏଁ ଚାଷ କରୁଛନ୍ତି ଆଉ ଏଥିରୁ ରୋଜଗାର କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା..
ଫ୍ୟାମିଲି କୋର୍ଟରେ ୫ ହଜାର ଲେଖାଏଁ ଫାଇନ୍ ଗଣିବେ ସାଂସଦ ଅନୁଭବ ମହାନ୍ତି ଏବଂ ପତ୍ନୀ ବର୍ଷା ।
ବାଃ ବାଃରେ ରସିକିଆ ସ୍ୱାମୀ। ଜଣଙ୍କୁ ବାହା ହୋଇ ଗର୍ଭବତୀ କରିବା ପରେ ଏବେ ଆଉ ଜଣଙ୍କ ସହ ରଖିଛନ୍ତି ପ୍ରେମ ସମ୍ପର୍କ। ଖାଲି ସମ୍ପର୍କ ନୁହେଁ ବରଂ ତାଙ୍କ ସହ ଭିଡ଼ିଓ କରି ସୋସିଆଲ ମିଡ଼ିଆରେ କରୁଛନ୍ତି ପୋଷ୍ଟ। ଇନଷ୍ଟା ଭିଡ଼ିଓ ଦେଖିବା ପରେ ଥାନାରେ ଦ୍ୱାରସ୍ଥ ହେଲେ ପ୍ରଥମ ସ୍ତ୍ରୀ..ହେଲେ ଉଭୟ ସାମ୍ନାସାମ୍ନି ହେବା ପରେ..
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ପିକ୍ଅପ୍ ଭ୍ୟାନ୍ରେ ଗଦା ହୋଇଥିବା ବାଉଁଶ, କାଠ ଓ କପଡ଼ା ଉପରେ ଅଳିଆ ବୋହିଲା ଭଳି ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତିକୁ ଲଦି ନିଆ ଯାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି।
ସଫା ହୋଇଗଲାଣି ରକ୍ତ ଚନ୍ଦନ ଜଙ୍ଗଲ। ନାଭିରେ ଯଡା ତେଲ ମାରି ଶୋଇଛି ଓଡ଼ିଶା ପୋଲିସ ଓ ବନବିଭାଗ। ସେପଟେ ଜଙ୍ଗଲ ଦସ୍ୟୁଙ୍କୁ ଧରି କାଠ ସିଜ୍ କରି କୋଟି କୋଟି ଟଙ୍କାର ରାଜସ୍ୱ ପାଉଛି ଆନ୍ଧ୍ର..ଆଉ ଜଳକା ହୋଇ ଚାହିଁ ରହିଛି ଓଡ଼ିଶା
ଇଶ୍ରିତା ପଣ୍ଡା । ଘର ଗଜପତିର ଅଡ଼ବା ଗାଁରେ । ପିଲାଟି ଦିନରୁ ପାଠ ପ୍ରତି ତାଙ୍କର ଥିଲା ଅହେତୁକ ଦୁର୍ବଳତା ।
ପ୍ରେମର ସ୍ୱୀକୃତି ପାଇଁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବିଷ ପିଇ ଘର ଲୋକଙ୍କୁ ଡରାଇବାକୁ ଉଦ୍ୟମ କରି ନାବାଳିକାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
କେହି କେହି ଉକ୍ତ ଗାଡ଼ି ଡ୍ରାଇଭର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କହିଛନ୍ତି । କାରଣ ଏହା ଧର୍ମିୟ ଭାବନାକୁ ଆଘାତ ପହଞ୍ଚାଇଛି ।
ଡାକ୍ତରଖାନାରେ ଷ୍ଟାଫ ନର୍ସ କେହି ନଥିବାରୁ ଡାକ୍ତରମାନେ ନିଜେ ନର୍ସଙ୍କ କାମ କରିବାକୁ ବାଧ୍ୟ ହେଉଛନ୍ତି ।
କେହି ରୋଗୀ କିମ୍ବା ତାଙ୍କ ସଂପର୍କୀୟ ଆହତ ହୋଇ ନଥିବା ସୂଚନା ମିଳିଛି ।
କେନ୍ଦ୍ରାପଡ଼ାରେ ରହିଛି ନିଶିଥ ପାରମାଣିକ ଓ ଯାଜପୁରରେ ରହିଛି ଅର୍ଜୁନ ମୁଣ୍ଡାଙ୍କ କାର୍ଯ୍ୟକ୍ରମ । ଅର୍ଜୁନ ମୁଣ୍ଡା ଯାଜପୁର ଯାଇ ଦଳୀୟ ପଦାଧିକାରୀଙ୍କ ସହିତ ଆଲୋଚନା କରିବେ ।
ଶିରିଡିରେ ରୁମ୍ ବୁକ୍ କରିବା ନାଁରେ ଶ୍ରଦ୍ଧାଳୁ ଜଣକ ୨୪ ହଜାର ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସାଇବର ଥାନାରେ ସେ ଅଭିଯୋଗ କରିବା ସହ ଖୋଳତାଡ଼ କରିବାକୁ ଅନୁରୋଧ କରିଛନ୍ତି।
ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସ୍ଆଇ ଆରମ୍ଭ କରିଛି ବାଲି ନିଷ୍କାସନ ପ୍ରକ୍ରିୟା । ବାଲି ବାହାର କରିବାକୁ ଘରୋଇ ସଂସ୍ଥା ନିର୍ମାଣ କରିବ ମେକାନିକାଲ ଓ୍ୱାର୍କିଂ ପ୍ଲାଟଫର୍ମ ।
ପଥର ଅଭାବରୁ କାମ ନପାଇ କାରିଗରମାନେ ବାହାର ରାଜ୍ୟକୁ ଯିବାକୁ ବାଧ୍ୟ ହେଉଛନ୍ତି। ଖଣି ଖାଦାନ ଉପରେ ସରକାରୀ କଟକଣା ଲାଗିବା ପରେ ଏଭଳି ସ୍ଥିତି ଉପୁଜିଛି।
କେହି କିଛି ବୁଝିବା ଆଗରୁ ଯୁବକ ଜଣକ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ହଠାତ୍ ଡ୍ରାଇଭର ବସିଥିବା ସିଟ୍ର କାଚ ଡୋର୍କୁ ଏକ ଲୁହା ରଡ୍ରେ ବାଡ଼େଇ ଭାଙ୍ଗିଥିଲେ।
ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ବିଜେପି ଯୁବମୋର୍ଚ୍ଚା ଆନ୍ଦୋଳନକୁ ଓହ୍ଲାଇବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଚେତାବନୀ ଦେଇଛି ।
ମାର୍କେଟ ବିଲ୍ଡିଂର ଗୋଟିଏ ଦୋକାନରେ ନିଆଁ ଲାଗିଥିବା ସୂଚନା । ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ୪ଟି ଦମକଳ ଗାଡ଼ି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କ୍ଷୟକ୍ଷତି ଭରଣା ଲାଗି ରାଜ୍ୟ ସରକାର ୧୨୮ କୋଟି ଟଙ୍କା ସହୟତା ରାଶି ମଂଜୁର କରାଯାଇଛି। ତେବେ ବନ୍ୟା କ୍ଷୟକ୍ଷତି ରିପୋର୍ଟକୁ ନେଇ ଆପତ୍ତି ଉଠାଇଛନ୍ତି ବିରୋଧୀ।
ଉଭୟ ବିଦାୟୀ ଏବଂ ନୂତନ ପ୍ରଧାନମନ୍ତ୍ରୀ ସ୍କଟଲ୍ୟାଣ୍ଡ ଯାଇ ମହାରାଣୀଙ୍କୁ ଭେଟିଥିଲେ।