Advertisment

ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା, ୧୮ ଅଭିଯୁକ୍ତଙ୍କୁ ଗିରଫ କଲା ପୁଲିସ

ଭୁବନେଶ୍ୱର : ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୧୮ ଜଣ ଗିରଫ । ପୁଲିସ ବିଭିନ୍ନ ସ୍ଥାନରୁ ଏହି ଅଭିଯୁକ୍ତଙ୍କୁ ଧରିବା ପରେ ସମସ୍ତଙ୍କୁ ଗିରଫ କରିଛି। ଗତକାଲି ସଂଧ୍ୟାରେ ୨୫-୩୦ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାର୍କେଟ ବିଲ୍ଡିଂରେ ଆତଙ୍କରାଜ କରିଥିଲେ । ଉଠା ଦୋକାନ ଭାଙ୍ଗିବା ସହିତ ଉଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ହକିଷ୍ଟିକ, ଠେଙ୍ଗା ଓ ଭୂଜାଲି ଧରି ବେଶ୍ କିଛି ସମୟ ପୁରା ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିଲେ । ଏହି […]

ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣା, ୧୮ ଅଭିଯୁକ୍ତଙ୍କୁ ଗିରଫ କଲା ପୁଲିସ

market ing---

Advertisment

ଭୁବନେଶ୍ୱର : ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୧୮ ଜଣ ଗିରଫ । ପୁଲିସ ବିଭିନ୍ନ ସ୍ଥାନରୁ ଏହି ଅଭିଯୁକ୍ତଙ୍କୁ ଧରିବା ପରେ ସମସ୍ତଙ୍କୁ ଗିରଫ କରିଛି। ଗତକାଲି ସଂଧ୍ୟାରେ ୨୫-୩୦ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାର୍କେଟ ବିଲ୍ଡିଂରେ ଆତଙ୍କରାଜ କରିଥିଲେ । ଉଠା ଦୋକାନ ଭାଙ୍ଗିବା ସହିତ ଉଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ।

Advertisment

ହକିଷ୍ଟିକ, ଠେଙ୍ଗା ଓ ଭୂଜାଲି ଧରି ବେଶ୍ କିଛି ସମୟ ପୁରା ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିଲେ । ଏହି ଯୁବକମାନେ ଆକ୍ରମଣରେ ୧୦୦ରୁ ଅଧିକ ଦୋକାନ କ୍ଷତିଗ୍ରସ୍ତ ହୋଇଛି । ଏମାନଙ୍କ ଉତ୍ପାତରେ ମାର୍କେଟରେ ଥିବା ସାଧାରଣ ଲୋକେ ଓ ଗ୍ରାହକ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିଥିଲେ । ଜନବହୁଳ ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହୋଇଥିଲେ ମଧ୍ୟ ଅସାମାଜିକ ଯୁବକମାନେ ବେଶ୍ କିଛି ସମୟ ଧରି ଅରାଜକତା ଚଳାଇବା ପରେ ଘଟଣାସ୍ଥଳରୁ ଫେରାର ମାରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ