• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Panchang
Panchang Today 30th November 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ନୂତନ ଯାନବାହନ କ୍ରୟ କରନ୍ତୁ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

breaking news
ସଂକ୍ଷେପରେ ଆଜିର ତାଜା ଖବର - Saturday, 30 November 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Saturday, 30 November 2024
Big Blow to Urban Majestic After BMC Ordering Halt
Urban Majestic: ‘ଅର୍ବାନ ମ୍ୟାଜେଷ୍ଟିକ’କୁ BMCର ବଡ଼ ଝଟ୍‌କା; ଶିଳ୍ପ ନାଁରେ ଜମି ନେଇ ଗଢୁଥିଲା ବିଶାଳ ଆପାର୍ଟମେଣ୍ଟ

ମହଙ୍ଗା ପଡ଼ିଲା ଶିଳ୍ପ ଜମିରେ ବହୁତଳ ଆପାର୍ଟମେଣ୍ଟ ନିର୍ମାଣ । ପଟିଆସ୍ଥିତ ଅର୍ବାନ ମାଜେଷ୍ଟିକ୍ ଆପାର୍ଟମେଣ୍ଟ ନିର୍ମାଣରେ ଲାଗିଲା ରୋକ୍ ।

PM Modi to Review
PM Modi to Review: କେନ୍ଦ୍ରରେ ମୋଦି, ଓଡ଼ିଶାରେ ବିଜେପି; ନିର୍ବାଚନ ପ୍ରତିଶ୍ରୁତି ପାଳନର ଚାଲିଛି ସମୀକ୍ଷା

ଆଗରୁ ନିର୍ବାଚନ ପୂର୍ବରୁ ଆସିଥିଲେ, ଆଉ ଏଥର ଡବଲ୍ ଇଞ୍ଜିନ୍ ସରକାର ପରେ । ଚାଲିଛି ରୁଦ୍ଧଦ୍ୱାର ପାଠଶାଳା । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସଦସ୍ୟ, ତିନି କେନ୍ଦ୍ରମନ୍ତ୍ରୀ, ବିଜେପିର ସବୁ ବିଧାୟକ, ସାଂସଦ ଓ ଦଳୀୟ ପଦାଧିକାରୀ ।

PM Modi in Bhubaneswar
PM Modi in Bhubaneswar: ବିରୋଧୀଙ୍କୁ ନିଶାନା, ମୋହନଙ୍କୁ ପ୍ରଶଂସା; ରାଜଧାନୀରେ ପ୍ରଧାନମନ୍ତ୍ରୀ

ମନ୍ଦିର ନଗରୀରେ ମୋଦି ଉତ୍ସାହ... କୋହଲା ପାଗକୁ ଉଷୁମ କରୁଥିଲା ନାଚଗୀତ, ସାଂସ୍କୃତିକ ଆୟୋଜନ । କେଉଁଠି ଘୋଡ଼ାନାଚ-ଘଣ୍ଟନାଦ, ଆଉ କେଉଁଠି ଡାଲଖାଇ ଓ ଆଦିବାସୀ ନୃତ୍ୟ... ତାଳେ ତାଳେ ଝୁମୁଥିଲେ ଅଗଣିତ ମୋଦି ଫ୍ୟାନ୍...

DGP Conference In Bhubaneswar
DGP Conference In Bhubaneswar: ଫୋକସରେ ଓଡ଼ିଶା; ପ୍ରଥମ ଥର ପାଇଁ ଭୁବନେଶ୍ବରରେ DGPଙ୍କ ମହାମେଳି

ଫୋକସରେ ଭୁବନେଶ୍ବର । ରାଜ୍ୟ ରାଜଧାନୀରେ ପୋଲିସ ମହାନିର୍ଦ୍ଦେଶକଙ୍କ ମହାମେଳି । ଲୋକସେବା ଭବନରେ ଦେଶ ସୁରକ୍ଷା ସଂପର୍କିତ ମହାମନ୍ଥନ ପ୍ରଥମେ ନ୍ୟାସନାଲ୍ ସିକ୍ୟୁରିଟି ଆଡ୍ଭାଇଜର ଅଜିତ୍ ଡୋଭାଲ୍ ।

Modi in Odisha
Modi Speech in Bhubaneswar: ଦିଲ୍ଲୀରେ ପିଇଥିବା ବଲାଙ୍ଗିର ଚା’କୁ ମନେ ପକାଇଲେ ମୋଦି

ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି । ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକଙ୍କ ଭିଡ଼ ଅଭିଭୂତ କରିଥିବା କଥା ଦୋହରାଇଥିଲେ ପ୍ରଧାନମନ୍ତ୍ରୀ ।

ପୁତ୍ରଲାଭ କଲେ ବ୍ରହ୍ମଚାରୀ
Mahabharat Story: ଆସ୍ତିକଙ୍କ ଜନ୍ମ କଥା ଓ ବ୍ରହ୍ମଚାରୀଙ୍କ ପୁତ୍ରଲାଭ

କ'ଣ ପାଇଁ ବ୍ରହ୍ମଚାରୀ ଜରତ୍କାରୁ ବିବାହ କରିବାକୁ ରାଜି ହେଲେ ଓ କ'ଣ ଥିଲା ତାଙ୍କ ବିବାହର ସର୍ତ୍ତ ?

PM Modi
PM Modi in Bhubaneswar: ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ଦୁଲୁକୁଛି ରାଜଧାନୀ

ଫୋକସରେ ରହିବ ସରକାର ଓ ସଂଗଠନ । ଡିଜି ସମ୍ମିଳନୀରେ ଯୋଗଦେବା ସହ ନୂଆ କରି କ୍ଷମତାକୁ ଆସିଥିବା ବିଜେପି ସରକାର କେମିତି ଚାଲିଛି ତା’ର ସମୀକ୍ଷା କରିବାକୁ ଭୁବନେଶ୍ୱରେ ପହଞ୍ଚିଛନ୍ତି ମୋଦି ।

Ajit Doval
National Security Advisor Ajit Doval: ଅଜିତ୍ ଡୋଭାଲ୍: ପାକିସ୍ତାନରେ ଅଣ୍ଡର କଭର ଏଜେଣ୍ଟ, ଭାରତରେ ରିକ୍ସାବାଲା ...

୧୯୬୮ ବ୍ୟାଚର ଭାରତୀୟ ପୁଲିସ ସେବାର ଅଧିକାରୀ ହେଉଛନ୍ତି ଅଜିତ ଡୋଭାଲ୍ । କେରଳ କ୍ୟାଡରର ଏହି ଅଧିକାରୀ କୋଟ୍ଟାୟାମ ଜିଲ୍ଲାର ଏଏସପି ଭାବେ କାମ ଆରମ୍ଭ କରିଥିଲେ ।

କାହିଁକି କରାଯାଉଛି ଏହି DGP ସମ୍ମିଳନୀ
DGP Conference: କାହିଁକି ହେଉଛି DGP ସମ୍ମିଳନୀ, କେଉଁ ପ୍ରସଙ୍ଗରେ ହେବ ଆଲୋଚନା ?

ଗୃହ ସଚିବ, ଗୃହ ମନ୍ତ୍ରଣାଳୟର ତମାମ ବରିଷ୍ଠ ଅଧିକାରୀ, ଗୁଇନ୍ଦା ନିର୍ଦ୍ଦେଶକ ଏବଂ ଜାତୀୟ ସୁରକ୍ଷା ସହିତ ଜଡିତ ଅଫିସରମାନେ ଉପସ୍ଥିତ ରହିବେ ।

ଭୁବନେଶ୍ୱରରେ ପହଞ୍ଚିଲେ ଅଜିତ ଡୋଭାଲ
DG Conference: ଭୁବନେଶ୍ୱରରେ ପହଞ୍ଚିଲେ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ...

ପ୍ରଧାନମନ୍ତ୍ରୀ ମୋଦି ସମ୍ମିଳନୀରେ ଯୋଗଦେବେ । ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର ।

CM Mohan Majhi
Challenges Before New Government: ଆରମ୍ଭ ଶୁଭଙ୍କର, ମୋହନଙ୍କ ପାଇଁ ଆଗକୁ ପଥ ବହୁ ଦୂର

୨୦୧୮ ଓ ୨୦୨୨ ମେକ୍ ଇନ୍ ଓଡ଼ିଶା ସଂସ୍କରଣର ପ୍ରକଳ୍ପ ପ୍ରତିଶ୍ରୁତିର ଗ୍ରାଉଣ୍ଡିଂ ବା ରୂପାୟନ ହାର ଯଥା କ୍ରମେ ୪୪ ଓ ୩୩ ପ୍ରତିଶ୍ରତ ରହିଥିବାରୁ ପୂର୍ବ ସରକାରକୁ ବିଜେପି ଓ କଂଗ୍ରେସ ଦ୍ୱାରା ସମାଲୋଚିତ ହେବାକୁ ପଡିଥିଲା । ଆସନ୍ତା ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସଂସ୍କରଣର ଶତ ପ୍ରତିଶତ ରୂପାୟନ କରିପାରିଲେ ତାହା ବିରୋଧୀଙ୍କ ମୁହଁରେ ଲଗାମ ଲଗାଇ ପାରିବ । ଅନ୍ୟଥା ବିରୋଧୀମାନେ ସମାନ ମୁଦ୍ରାରେ ସମାଲୋଚନାକୁ ପରିଶୋଧ କରିବା ପାଇଁ ପଛାଇବେ ନାହିଁ ।

ସାଇବର ଠକଙ୍କ ଟାର୍ଗେଟ୍‌ରେ ମମତା ହିତାଧିକାରୀ
Cyber Crime: ଟଙ୍କା ଦେବେ କହି, ଖାଲି କରି ଦେଉଛନ୍ତି ଆକାଉଣ୍ଟ !

ସ୍ୱାସ୍ଥ୍ୟ ବିଭାଗର ନାଁ ନେଇ ଫୋନ୍ କରି ବିଶ୍ୱାସ ଜନ୍ମାଇଥିଲା ଠକ। ଅଙ୍ଗନବାଡ଼ି କର୍ମୀଙ୍କୁ ବି କନଫରେନସରେ ରଖିଥିଲେ। ଗର୍ଭବତୀ ମହିଳା ହୋଇଥିବାରୁ ମମତା ଯୋଜନାରେ ୧୧ ହଜାରରୁ ଅଧିକ ଟଙ୍କା ମିଳିବ ବୋଲି କହିଥିଲେ।

Halfday school
DG Conference: ଦିନ ୧ଟା ଯାଏଁ ଚାଲିବ ସ୍କୁଲ, ତାପରେ ଛୁଟି !

ପ୍ରଧାନମନ୍ତ୍ରୀ ମୋଦି ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା ।

Panchang
Panchang Today 29th November 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ଭୂମି ପୂଜା କରନ୍ତୁ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

ରାଜଧାନୀରେ ଟ୍ରାଫିକ୍‌ କଟକଣା
DG Conference Bhubaneswar: ଏହି ସବୁ ରୁଟ୍‌ରେ ୩ ଦିନ ଚାଲିବନି ମୋ ବସ୍‌ !

ସହର ପ୍ରବେଶ ପଥ ସହ ପ୍ରମୁଖ ଛକ ଗୁଡ଼ିକରେ ଚାଲିଛି କଡ଼ା ଚେକିଂ। BSF ଯବାନଙ୍କ ସହ ମିଶି ଯାନବାହନକୁ ଚେକିଂ କରିବା ସହ ସହରରେ ପାଟ୍ରୋଲିଂକୁ ଜୋରଦାର କରିଛି କମିଶନରେଟ୍ ପୋଲିସ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 29 November 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Friday, 29 November 2024
Potato Crisis
Potato Crisis: ପୁଣି ଆଳୁ ଗେମ୍ ଖେଳିଲେ ମମତା ଦିଦି, ନବୀନଙ୍କୁ ନିଶାନା କଲେ ଯୋଗାଣ ମନ୍ତ୍ରୀ

ଦରବୃଦ୍ଧିର ଆଶଙ୍କା ଭିତରେ ଆଳୁ ଦୋକାନ ଆଗରେ ଜମିଲାଣି ଭିଡ଼ । କାରଣ ଦିନକ ଭିତରେ ୮ ଟଙ୍କା ବଢ଼ି କିଲୋ ୩୫ରେ ବିକ୍ରି ହେଉଛି ଆଳୁ ।

ଆସନ୍ତା ୧୫ ଦିନରେ ସରିଯିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ପ୍ରକ୍ରିୟା।
Subhadra Yojana: କମ୍ ରେଜିଷ୍ଟ୍ରେସନ ଓ ଅଧିକ ଫର୍ମ ଖାରଜ ଅଞ୍ଚଳକୁ ଫୋକସ୍

କମ୍ ରେଜିଷ୍ଟ୍ରେସନ ଓ ଅଧିକ ଫର୍ମ ଖାରଜ ଅଞ୍ଚଳକୁ ଫୋକସ୍ । ଆଦିବାସୀ ଅଞ୍ଚଳକୁ ବେଶୀ ଫୋକସ୍ ଦିଆଯାଉଛି- ଉପ-ମୁଖ୍ୟମନ୍ତ୍ରୀ ।

PM Modi in Odisha
PM Modi in Odisha: କାଲିଠାରୁ ଓଡ଼ିଶା ଗସ୍ତରେ ମୋଦି, ସ୍ୱାଗତ ପାଇଁ ସଜେଇ ହୋଇଛି ରାଜଧାନୀ

ଆସୁଛନ୍ତି ପିଏମ୍ ମୋଦି । ସେଇଥି ପାଇଁ ସାଜସଜା । ରାଜଧାନୀ ସାରା ଛାଇଗଲାଣି ପ୍ରଧାନମନ୍ତ୍ରୀ ମୋଦି ଓ ଗୃହମନ୍ତ୍ରୀ ଶାହଙ୍କ କଟ୍ ଆଉଟ୍ । ଏୟାରପୋର୍ଟ ନିକଟରେ ଛିଡ଼ା ହୋଇଛି ମୋଦିଙ୍କ ବିଶାଳ କଟଆଉଟ୍ ।

Tight Security in Bhubaneswar
Tight Security in Bhubaneswar: ପୋଲିସ ମୁଖିଆମାନଙ୍କ ମାନସ ମନ୍ଥନ, ପନ୍ନୁର ଧମକ ପରେ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ

ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ ।

କୋହଳ ହେଲା ଆବାସ ଯୋଜନା ଯୋଗ୍ୟତା ମାନଦଣ୍ଡ। ଏଣିକି ବାଇକ୍, ଫ୍ରିଜ୍ କିମ୍ବା   ଲ୍ୟାଣ୍ଡଫୋନ୍ ଥିଲେ ବି ମିଳିବ ଆବାସ।
PMAY: ଖୁସି ଖବର ! ବାଇକ୍-ଫ୍ରିଜ୍-ଲ୍ୟାଣ୍ଡଫୋନ୍ ଥିଲେ ବି ମିଳିପାରେ ଆବାସ..

ସବୁ ଜିଲ୍ଲାପାଳଙ୍କ ପାଖକୁ ପଠାଗଲା ନୂଆ ଗାଇଡଲାଇନ୍ । ଘରେ ଥାଇ ଅନଲାଇନରେ ଜାଣି ହେବ ଆବେଦନପତ୍ର ଷ୍ଟାଟସ୍ ।

PM'S Odisha Visit
PM'S Odisha Visit: ମୋଦି ଆସୁଛନ୍ତି ବୋଲି… ଫିଲ୍ମ ଦେଖୁଛନ୍ତି ବିଜେପି ନେତା

ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମନ୍ତ୍ରୀ, ସାଂସଦ, ବିଧାୟକ ଓ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରାୟ ଦୁଇଘଣ୍ଟା କଥାହେବେ। କାଳେ ମୋଦି କ'ଣ ପଚାରି ଦେବେ, ସେଇଥିପାଇଁ ସିନେମା ଦେଖି ନିଜକୁ ପ୍ରସ୍ତୁତ କରୁଛନ୍ତି ବିଜେପି ନେତା। କଥାଟି ଆପଣଙ୍କୁ ଅଡୁଆ ଲାଗୁଥିବ, କିନ୍ତୁ କ'ଣ ଏହା ପଛର ରହସ୍ୟ, ଓଡ଼ିଶା ବିଜେପି ନେତାଏ କେଉଁ ଫିଲ୍ମ ଦେଖୁଛନ୍ତି, ଜାଣିବାକୁ ପଢ଼ନ୍ତୁ ଏହି ଖବରଟି।

IT Raid at Julia Patnaik's Office
IT Raid at Julia Patnaik's Office: ଟିକସ ଫାଙ୍କିଥିବା ଅଭିଯୋଗରେ ଶିଳ୍ପପତି ଜୁଲିଆ ପଟ୍ଟନାୟକଙ୍କ ଅଫିସ୍‌ରେ ରେଡ୍

ଏସ୍‌.ଏନ୍‌ ମହାନ୍ତି କଂପାନୀଠାରୁ ଲୁହାପଥର କାରବାରରେ ହିଁ ଟିକସ ଫାଙ୍କିଥିବା ନେଇ ଅଭିଯୋଗ ପାଇଁ ଆଇଟି ରେଡ୍ ହୋଇଛି ।