ଗଣମାଧ୍ୟମ ଜରିଆରେ ଖବର ଦେଖିବା ପରେ ଗଞ୍ଜାମର ୭୦ବର୍ଷର ବୃଦ୍ଧ ମଧୁସୂଦନ ପାତ୍ର ଅନାଥଙ୍କୁ ସାହାଯ୍ୟର ହାତ ବଢ଼ାଇଛନ୍ତି ।
ସାଇବର ଲୁଟେରାଙ୍କୁ ଚୂନ ଲଗାଇ ଦେଲେ ଏଇ ଯୁବକ। ଫୋନ୍ କରି ୫ ମିନିଟ୍ ପାଇଁ ୟୁପିଆଇକୁ କଲେ ଆକ୍ଟିଭ୍...ଫେରି ପାଇଲେ ୨୨ ହଜାର ଟଙ୍କା।
ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ଓ ପାସପୋର୍ଟ ଜମା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ । ପ୍ରତି ୧୫ ଦିନରେ ତଦନ୍ତ ଅଧିକାରୀଙ୍କୁ ସାକ୍ଷାତ ପାଇଁ ମଧ୍ୟ କଡ଼ା ନିର୍ଦ୍ଦେଶ ରହିଛି ।
ବିମାନ ବନ୍ଦରରୁ ନବୀନ ନିବାସ ଯାଏ ବିଶାଳ ଶୋଭାଯାତ୍ରା
‘ଯିଏ ଓଡ଼ିଶା ବାବଦରେ ଜାଣି ନାହାଁନ୍ତି, ତାଙ୍କୁ ଆୱାର୍ଡ ଓଡ଼ିଶାକୁ ବାଧକ’
ବୃଦ୍ଧି ପାଇଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୪୦୦ ରହିଛି
ଗତ ୨୬ ତାରିଖରେ ସୁକଦେବ ପ୍ରେମିକାଙ୍କୁ ଭେଟ କରିବାକୁ ଜଣେ ସାଙ୍ଗଙ୍କ ସହ ବାଇକ ଯୋଗେ ପୁଟକିମାଲ ଯାଇଥିଲେ।
ରାଜଧାନୀରେ ବିଜେଡି ସମର୍ଥକଙ୍କ ଭିଡ, ଚାରିଆଡ଼େ ଟ୍ରାଫିକ୍ ଜାମ୍ ପରିସ୍ଥିତି
ସାତଜନ୍ମ ତ ଦୂରର କଥା କିଛି ମାସ ମଧ୍ୟରେ ସମ୍ପର୍କରେ ଫାଟ ପଡିଗଲା।
ଏୟାରପୋର୍ଟରୁ ନବୀନ ନିବାସ ଯାଏଁ ଛାଇ ଗଲାଣି ନବୀନଙ୍କ ବଡ଼ବଡ଼ ହୋଡିଂ। ପ୍ରସ୍ତୁତ ହୋଇଛି ମଂଚ। ଆୟୋଜନରେ ଯେମିତି କିଛି କମ୍ ରହିନଯାଏ ତାର ତଦାରଖ କରୁଛି ବିଜେଡିର ଏକ ଟିମ୍।
ଆସନ୍ତା ୪ରୁ ୫ ଦିନ ଯାଏଁ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସିଏ ଅଫେରା ରାଇଜର ଅତିଥି ହୋଇ ବି ଅମର । ବଖାଣିବା ଦରକାର ନାହିଁ ତାଙ୍କ ପରିଚୟ । ବିଷମ ପରିସ୍ଥିତିରେ ବି ଏମାନେ ଶିକ୍ଷାଦାନ ଭଳି ମହତ ଲକ୍ଷ୍ୟରୁ ବିଚ୍ୟୁତ ହୋଇନାହାଁନ୍ତି।
ଆତ୍ମହତ୍ୟା ଜନିତ ମୃତ୍ୟୁ ଘଟଣା ଏବେ କମିଶନରେଟ ପୋଲିସ ପାଇଁ ଚିନ୍ତା ବଢାଇଛି।
ରହସ୍ୟଜନକ ହୋଇପଡ଼ିଛି ପାରାଦୀପ ଗଣଦୁଷ୍କର୍ମ ମାମଲା । ଆଗରୁ ୨ ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେସନ୍ ବା ଟିଆଇ ପରେଡ୍ ସରିଥିବା ବେଳେ ବାକି ୨ ଅଭିଯୁକ୍ତଙ୍କ ଟିଆଇ ପରେଡ୍ ଶନିବାର ହେବାର ଥିଲା । ହେଲେ ଠିକ୍ ସେହି ଦିନ ହିଁ ପୀଡ଼ିତା ନିଖୋଜ ହୋଇଗଲେ ।
କାମୁଡିବା କ୍ଷଣି ଲାଲ ପଡିଯାଇ କୁଣ୍ଡେଇ ହୋଇ ଘାଆ ହୋଇଯାଉଛି।
ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ଆୱାର୍ଡ, ଜୋସ୍ରେ ବିଜେଡି କ୍ୟାମ୍ପ । ଗତକାଲି ଦିଲ୍ଲୀରେ ଗ୍ରାଣ୍ଡ ସେଲିବ୍ରେସନ୍ ପରେ ଆସନ୍ତାକାଲି ଭୁବନେଶ୍ୱରେ ଶକ୍ତି ପ୍ରଦର୍ଶନ କରିବ ଶଙ୍ଖ ।
ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଜାମୁକୋଳି ନିକଟରେ ଥିବା ଏକ ନର୍ସିଂ କଲେଜର ହଷ୍ଟେଲ୍ ରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହେବା ପରେ ଏକ ଚିଠି ମିଳିଛି ।
ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ ଓଡ଼ିଶାରେ ହେବ ବାୟୁସେନାର ସୂର୍ଯ୍ୟକିରଣ ସୋ।
ମାଆ ଚାଲିଯିବା ପରେ ଦଶ ତୁଠରେ ଚାଲିଥିଲା ଦଶାହ କର୍ମ। ଏତିକି ବେଳେ ତୁଠକୁ ଖବର ଆସିଲା ଚାଲିଗଲେ ବାପା। ବାସ୍…୧୦ ଦିନ ତଳେ ଯେଉଁ ଘରେ କାନ୍ଦ ବୋବାଳି ପଡିଥିଲା, ପୁଣି ଥରେ ଛାଇଗଲା ଶୋକ…ବନ୍ଧା ହେଲା କୋକେଇ..
ଜଗତସିଂହପୁର ଜିଲ୍ଲାରେ ଚାଷୀ ମୁଣ୍ଡରେ ଚଡ଼କ ।
ଆଜି ବି ଗୁରୁଦିବସରେ ଶିକ୍ଷକଙ୍କୁ ମିଳୁନି ରାଜ୍ୟ ସମ୍ମାନ,୨୦୧୭ ମସିହାରୁ ବନ୍ଦ ରହିଛି ରାଜ୍ୟ ଶିକ୍ଷକ ପୁରସ୍କାର
ତିନି ପିଢ଼ିର ଗୁରୁମା ମାଳତୀ ଦାସ। ବାପପୁଅ ଆଉ ପୁଅର ପୁଅଝିଅଙ୍କୁ ମଧ୍ୟ ସେ ପାଠ ପଢ଼ାଇଛନ୍ତି। ଗୁହାଳ ପାଲଟି ଯାଇଥିବା ତାଙ୍କର ଘରଟି ମଧ୍ୟ ଆଗରୁ ଖୁବ୍ ଗହଗହ ଥିଲା।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା,ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା
ମୃତଦେହ ଉଦ୍ଧାର ହୋଇଥିବା ହଷ୍ଟେଲ୍ ରୁମ୍ରୁ ହାତଲେଖା ଚିଠି ମିଳିଛି। ଯେଉଁଥିରେ ଲେଖା ହୋଇଛି ଯେ, ‘ନିଦ ହେଉନଥିବାରୁ ବହୁତ କଷ୍ଟ ଲାଗୁଛି। ଭଗବାନ ମୋତେ ନେଇଯାଅ Sorry, Sorry।’