• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Heavy Rainfall Alert
୫ ପରେ ଆସିବ ଲଘୁଚାପ !

୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

Padma Shri Kamala Pujari
ମୋତେ ଜୋର୍ କରି ନଚା ଯାଇଥିଲା: କମଳା ପୂଜାରୀ

କଟକ SCB ମେଡିକାଲ୍‌ରୁ ଡିସଚାର୍ଜ ବେଳେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ସହ ଜଣେ ସମାଜସେବୀ ମମତା ବେହେରା ନାଚୁଥିବା ଭିଡିଓ ଭାଇରାଲ୍ ହୋଇଥିଲା।

Horse Died
ପାଣି ଟୋପାଏ ଦେଉନଥିଲା ମାଲିକ, ଶେଷରେ ପାଣି ଖୋଜିବାକୁ ଦୌଡ଼ିଲା ଘୋଡ଼ା ! ଚାଲିଗଲା ଜୀବନ..

ଅକ୍ଲାନ୍ତ ପରିଶ୍ରମ କରିବା ପରେ ଘୋଡ଼ାଟି ହାଲିଆ ମଧ୍ୟ ହୋଇଯାଇଥିଲା । ହେଲେ ମାଲିକ ତାକୁ ପାଣି ଟୋପାଏ ବି ପିଇବାକୁ ଦେଇନଥିଲା ।

Subhashree Death Case: Police Get Big Clue
ଶେଷ କଲ୍‌ ୨୭ ସେକେଣ୍ଡ ! ମୃତ୍ୟୁର ଅଧ ଘଣ୍ଟା ପୂର୍ବରୁ ଶୁଭଶ୍ରୀଙ୍କ ଫୋନ୍‌ ନମ୍ବରରୁ ଯାଇଥିଲା କଲ୍‌

ମୃତ୍ୟୁର ଅଧ ଘଣ୍ଟା ପୂର୍ବରୁ ଶୁଭଶ୍ରୀଙ୍କ ଫୋନ୍‌ ନମ୍ବରରୁ ସମ୍ପୃକ୍ତ ଯୁବକଙ୍କ ପାଖକୁ ଶେଷ କଲ୍ ଯାଇଥିଲା। ଏହି କଲ୍‌ର ଅବଧି ମାତ୍ର ୨୭ ସେକେଣ୍ଡ ଥିଲା।

Special story
କେନାଲ ଅଛି ହେଲେ ପାଣି ଆସୁନି, ଜଳକର ଦେଇ ଚାଷୀ ହନ୍ତସନ୍ତ

ନା କେହି କେନାଲର ଯତ୍ନ ନେଉଛି ନା କେହି ମରାମତି କରୁଛି

Special story
ଘୋର ଅନ୍ୟାୟ : ୪୦ ବର୍ଷ ଖଟିଲେଣି, ହେଲେ ସ୍ଥାୟୀ ହେଉନି ନିରଞ୍ଜନଙ୍କ ଚାକିରି

ମୋରି ଆଖି ସାମ୍ନାରେ କେତେ ଡିଏଫଓ ସାର୍ ଆସିଲେଣି, କେତେ ଗଲେଣି । ହେଲେ ମୋର ଚାକିରି କେହି ସ୍ଥାୟୀ କଲେ ନାହିଁ ।

Trainee SI Dies In Road Accident In Nuapada
SIଙ୍କୁ ଧକ୍କା ଦେଲା ଟ୍ରକ୍‌, ନୂଆଁଖାଇ ପାଇଁ ଛୁଟିରେ ଘରକୁ ଆସିଥିଲେ...

ନୂଆଁଖାଇ ପାଇଁ ଛୁଟିରେ ଘରକୁ ଆସିଥିବା ବେଳେ ଜଣେ ଟ୍ରେନି SIଙ୍କ ମୃତ୍ୟୁ ଘଟିଛି।

Special story
କୁଆଖାଇ ନଦୀରେ ୨ ଛାତ୍ର ନିଖୋଜ ଘଟଣା : ଆଜି ଅନ୍ୟ ଜଣକର ମୃତଦେହ ଉଦ୍ଧାର

ଗତକାଲି ଗୋଟିଏ ମୃତଦେହ ଉଦ୍ଧାର ହୋଇଥିଲା

Two Minor Boys Drown In Pond In Nayagarh
ଗଣେଶ ପୂଜାରେ ଅଘଟଣ, ପୋଖରୀରେ ବୁଡ଼ି ୨ ଭାଇ ମୃତ

ପୋଖରୀରେ ଗାଧୋଇବାକୁ ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ ହୋଇଛି। ଗାଧୋଇବା ବେଳେ ଦୁଇ ଭାଇଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ଉଭୟ ପାଣିରେ ବୁଡ଼ି ଯାଇଥିଲେ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 01 September 2022

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Thursday, 01 September 2022
Nuakhai
ମାଆ ସମଲେଇଙ୍କ ପାଖରେ ପହଞ୍ଚିଲା ପାହୁର ଭାର, ଏଥର ଧୁମ୍‌ଧାମ୍‌ରେ ପାଳନ ହେବ ନୂଆଁଖାଇ

ସମଲେଇଙ୍କ ପାଖରେ ନବାନ୍ନ ଲାଗି ପରେ ନୂଆଁଖିଆ । ମାଆଙ୍କ ପାଖରେ ପହଁଚିଲା ପାହୁର ଭାର ।

Ganesh Puja
ଟ୍ୱିନ୍‌ ସିଟିରେ ୫୦ ଫୁଟ୍‌ର ଗଜାନନ, ମୁଖ୍ୟ ଆକର୍ଷଣ ମୁମ୍ବାଇର ଲାଲ୍‌ବାଗରାଜା ଗଣେଶ

ଟ୍ୱିନ୍ ସିଟି ସାଙ୍ଗକୁ ଜଟଣୀ ଓ ତାଳଚେରରେ ବ୍ୟାପକ ଆୟୋଜନ । ଅଗ୍ରପୂଜ୍ୟଙ୍କ ଆଗମନରେ ଉତ୍ସବମୁଖର ପୁରପଲ୍ଲୀ । ୧୨ ଦିନିଆ ମହୋତ୍ସବକୁ ନେଇ ଉଠୁଛୁ ପଡ଼ୁଛି ମୁମ୍ବାଇ ।

JP Nadda
ବିଜେପି ଫୋକସ୍‌ରେ ଓଡ଼ିଶା, ଶାହଙ୍କ ଗସ୍ତର ମାସେ ପରେ ଆସୁଛନ୍ତି ନଡ୍ଡା ! କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଅଗଷ୍ଟରେ ଆସିଥିଲେ ଶାହା । ଏବେ ଆସିବେ ନଡ୍ଡା । ୨୦୨୪ରେ କ୍ଷମତା ଦଖଲ ଲାଗି ରଣନୀତି ପ୍ରସ୍ତୁତ କରିବ ବିଜେପି ।

Padma Shri Kamala Pujari
ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ନଚାଇ ଭିଡିଓ ସୁଟିଂ କଲେ ଆତ୍ମଘୋଷିତ ସମାଜସେବୀ

ଆଗାମୀ ଦିନରେ ପରଜା ସମାଜ ରାଜରାସ୍ତାକୁ ଓହ୍ଲେଇବେ ବୋଲି ଚେତାବନୀ ଦେଇଛି।

OJS-OAS
ବଡ଼ ସମସ୍ୟା, ଚିନ୍ତାରେ ପରୀକ୍ଷାର୍ଥୀ ! OCS-OJS ପରୀକ୍ଷା ଖାତା ଦେଖିବାକୁ ନାହାନ୍ତି ଏକ୍‌ଜାମିନର..

ପରୀକ୍ଷାର ୮ମାସ ପରେ ବି ବାହାରିପାରୁନି OCS ଓ OJS ଫଳ । ମୂଲ୍ୟାୟନକାରୀ ନଥିବାରୁ ଉଚ୍ଚଶିକ୍ଷା ବିଭାଗକୁ OPSCର ଚିଠି  ।

NCRB
NCRB ଦେଲା ସାଂଘାତିକ ତଥ୍ୟ ! ରାଜ୍ୟରେ ବର୍ଷକରେ ହଜିଲେଣି ୪,୧୩୩ ଶିଶୁ, କୁଆଡ଼େ ଯାଉଛନ୍ତି ପତ୍ତା ନାହିଁ

ରାଜ୍ୟରେ ଦିନକୁ ଗାଏବ୍ ହେଉଛନ୍ତି ୧୧ ଶିଶୁ, ବର୍ଷକରେ ଶିଶୁ ନିଖୋଜ ଘଟଣାରେ ୪୨% ବୃଦ୍ଧି ।

Odisha Crime
ରାଜଧାନୀରେ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ, ପୁଅ ଯେତେ ଚୁଟି ଭିଡ଼ିଲେ ବି ଉଠିଲାନି ମାଆ..

ଘରୁ ଭିତରୁ କେମିତି ମିଳିଲା ମୃତଦେହ ? ପୁଅକୁ ଟ୍ୟୁସନରେ ଛାଡିବା ପରେ ଘରେ କେମିତି ହେଲା ମୃତ୍ୟୁ ? କଣ ରହିଛି କାରଣ ?

Woman leader in farmer field
କ୍ଷେତରେ ନେତ୍ରୀ, ଭୋଟ୍ ପାଇଁ ହାଇ ଡ୍ରାମା ନୁହେଁ କି

ନେତାଙ୍କୁ ଘାରିଛି ଚାଷୀଙ୍କ ଭୋଟ୍ ମୋହ। ଓଡିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ମହିଳା ନେତୃତ୍ୱଙ୍କୁ ଚାଷୀମାନଙ୍କ ଗହଣରେ କ୍ଷେତରେ ଦେଖିବାକୁ ମିଳୁଛି। ନିର୍ବାଚନ ସମୟ ଆସିଗଲେ ଏମିତି ଲୋକ ଦେଖାଣିଆ ଭାବ ହାଇଡ୍ରାମା ନୁହେଁ କି…

Special story
ଗଣେଶ ପୂଜା ଦିନ ଅଘଟଣ : କୁଆଖାଇ ନଦୀରେ ବୁଡ଼ି ୨ ଯୁବକ ନିଖୋଜ

ପ୍ରତାପନଗରୀ କୁଆଖାଇ ବ୍ରିଜ ତଳେ ଗାଧୋଉଥିବା ବେଳେ ଅଘଟଣ ଘଟିଛି ।

Special story
ରାଜଧାନୀରେ ବିଳମ୍ବିତ ରାତିରେ ନୃଶଂସ ହତ୍ୟାକାଣ୍ଡ : ଜବରଦଖଲକୁ ନେଇ ହତ୍ୟା

୨ ଅଭିଯୁକ୍ତଙ୍କୁ ଗିରଫ କରି ଚାଲିଛି ତଦନ୍ତ

  • Wednesday, 31 August 2022
  • Murder
J P Nadda
ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

୨୦୨୪ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି ଚାଲିଛି । ଏନେଇ ସେପ୍ଟେମ୍ବର ମାସରେ ଓଡିଶା ବିଜେପି ପକ୍ଷରୁ ହେବ ପ୍ରଶିକ୍ଷଣ ଶିବିର ।

Lovers Death
ଜଙ୍ଗଲରେ ଝୁଲିଛି ପ୍ରେମୀଯୁଗଳଙ୍କ ମୃତଦେହ

ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଦୁବୁଲୁଣ୍ଡା-ମରେଇପାଟ ଗାଁ ନିକଟ ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

Special story
ମା’ କୋଳକୁ ଫେରିବ ତ ପିହୁ ? ଦୁଇ ବର୍ଷ ପରେ ଏବେ ପୋଲିସ ତତ୍ପର

ଏବେ ପିହୁର ସନ୍ଧାନ ପାଇଁ ପୋଲିସ ତତ୍ପର