Advertisment

ଭୁବନେଶ୍ୱରରେ ୧୮୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୧୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୪୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୩୮ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସେହିପରି ଆଜି BMCରେ କରୋନାରୁ ୨୭୬ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି ବିଏମ୍‌ସି। ଅନ୍ୟପଟେ ଆଜି ରାଜ୍ୟରେ ଦିନକରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୫ କରୋନା ରୋଗୀଙ୍କ […]

ଭୁବନେଶ୍ୱରରେ ୧୮୨ କରୋନା ପଜିଟିଭ ଚିହ୍ନଟ

coronavrus-1

Advertisment

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୧୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୪୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୩୮ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ସେହିପରି ଆଜି BMCରେ କରୋନାରୁ ୨୭୬ ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି ବିଏମ୍‌ସି।

Advertisment

ଅନ୍ୟପଟେ ଆଜି ରାଜ୍ୟରେ ଦିନକରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୨୨୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ