SIଙ୍କ ସମେତ ୫ ପୋଲିସ କର୍ମଚାରୀଙ୍କ ନାଁରେ ଏତଲା
ଏବର୍ଷ ଏ ଗାଁର ଶେଷ ନୂଆଖାଇ। ଦିନ କେଇଟା ପରେ ଏଇ ପଡା ପୂରା ପାଣିରେ ବୁଡିଯିବ। ପ୍ରତିବର୍ଷ ପରି ଏଥର ଉତ୍ସାହ ନାହିଁ, ହେଲେ ବି ପରମ୍ପରାକୁ ବଜାୟ ରଖିବା ପାଇଁ ଘର ଲିପା ଚାଲିଛି…ଧୁଆ ପଖଳା ବି ହେଉଛି। ଦେଖନ୍ତୁ ଗ୍ରାଉଣ୍ଡ ଜିରୋରୁ କେମିତି ଶେଷ ନୂଆଖାଇ ପାଇଁ ଚାଲିଛି ପ୍ରସ୍ତୁତି…
ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ବ୍ଲକରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ବିନା ଫଳକରେ ଚାଲିଛି
ବିଭିନ୍ନ ସ୍ଥାନରେ ଓ କାନ୍ଥ ବାଡ଼ରେ କ୍ରୀଡାବିତ୍ ହିଁ ଦେଶର ବା ଜାତିର ଭବିଷ୍ୟତ ବୋଲି ବଡ଼ ବଡ଼ ହୋଡିଂ ଲଗାଇ ପ୍ରଚାର କରାଯାଉଛି। ହେଲେ ବାସ୍ତବ ସ୍ଥିତି କିନ୍ତୁ ଓଲଟା।
ବହୁରୂପୀ ଏଣ୍ଡୁଅକୁ ଦେଢ଼ ଲକ୍ଷ ଟଙ୍କାରେ ବିକ୍ରି ପାଇଁ ଯୋଜନା ହୋଇଥିଲା। ବାଣୀବିହାରରେ ଡିଲ୍ ଚାଲିଥିବା ବେଳେ ଖବର ପାଇ ଭୁବନେଶ୍ୱର ଏବଂ ମଞ୍ଚେଶ୍ୱର ରେଞ୍ଜ୍ର ଟିମ୍ ମିଳିତ ଭାବେ ଚଢ଼ଉ କରିଥିଲେ।
୨୦ ଦିନ ହେଲାଣି ଭୁଆଶୁଣି ୟାର୍ଡକୁ ଯାଇପାରୁନି ଆବର୍ଜନା
ବରିଷ୍ଠ ଆଇପିଏସ୍ ଅଫିସର ଦମ୍ପତିଙ୍କ ଝିଅର ଏଭଳି ବିରଳ ଅପରେସନ୍ ହୋଇଛି ।
କଟକରେ ବିଡ଼ାନାସି ପେଟାନାଳ ବସ୍ତି ଉଚ୍ଛେଦ ବେଳେ ବିକ୍ଷୋଭ
ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ତାଙ୍କ ଆଗରେ ଶାରୀରିକ ଅକ୍ଷମତା ଫିକା ପଡ଼ିଛି। ଫୁଟବଲ୍ କହିଲେ ତାଙ୍କ ଜୀବନ। ଫୁଟବଲ ଖେଳିବାକୁ ପ୍ରତିଦିନ ସକାଳୁ ସେ ଦୌଡ଼ି ଆସନ୍ତି।
ଜି. ଉଦୟଗିରି ଥାନା ଅଧିକାରୀ ରେବତୀ ଶବରଙ୍କୁ ବଦଳି କରାଯାଇଛି। ଏନେଇ କନ୍ଧମାଳ ଏସ୍ପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।
ଗାଁ ମଝିରେ ଖଣ୍ଡା, ବାଡ଼ି, ଲାଠି ଧରି ଦୁଇ ଗୋଷ୍ଠୀର ଲୋକେ ଜଣେ ଅନ୍ୟ ଜଣଙ୍କ ଉପରକୁ ଆକ୍ରମଣ କରିଥିଲେ। ସର୍ବସମ୍ମୁଖରେ ଗାଁ ମଝିରେ ଏହି ଆତଙ୍କରାଜ ଚାଲିଥିଲା।
ମନରେ ଅସୁମାରୀ ସ୍ୱପ୍ନ ଓ ଦୃଢ ଇଛାଶକ୍ତି ତାଙ୍କୁ କରିଛି ସ୍ୱାବଲମ୍ବୀ। ତାଙ୍କ ହାତ ସ୍ପର୍ଶରେ ରୂପନେଉଛି ସୂକ୍ଷ୍ମ କାରିଗରୀ। ଏସବୁ କେବଳ ସମ୍ଭବ ହୋଇପାରିଛି କାଦମ୍ବରୀ ମଲ୍ଲିକଙ୍କ ଉଦ୍ୟମ ଯୋଗୁ। ଏହି ବାଉଁଶ ଏବଂ ବେତରେ ନିଜର କଳା ଓ କୌଶଳକୁ ଉପଯୋଗ କରି ଅନେକ ମହିଳାଙ୍କୁ ଆଜି ରୋଜଗାରକ୍ଷମ କରାଇ ପାରିଛନ୍ତି ସେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବିଧାନସଭାରେ ଶିଳ୍ପମନ୍ତ୍ରୀ ରଖିଥିବା ତଥ୍ୟ ଅନୁଯାୟୀ, ଏ ଦୁଇ ମେକ୍ ଇନ୍ ଓଡିଶା କନକ୍ଲେଭ୍ ଆୟୋଜନ ପାଇଁ ଖର୍ଚ୍ଚ ହୋଇଥିଲା ୫୫ କୋଟି।
ପରିବାର ଲୋକେ ପୁଅକୁ ଭେଟି ଶିକ୍ଷାନୁଷ୍ଠାନକୁ ଯାଇଥିଲେ ଏବଂ ସେଠାରେ କର୍ତ୍ତୃପକ୍ଷଙ୍କ ସହ ପାଟିତୁଣ୍ଡ କରିଥିଲେ।
ଏହା କେତେଶୀଘ୍ର ଲୋକଙ୍କ ପାଖରେ ପହଞ୍ଚିବ, ତାହା ହିଁ ସବୁଠୁ ବଡ଼ ଆହ୍ବାନ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଇତିହାସ ପାଲଟିଲା ଉତ୍ତରପ୍ରଦେଶ। ନୋଏଡ଼ାସ୍ଥିତ ବହୁଚର୍ଚ୍ଚିତ ସୁପରଟେକ୍ ଟ୍ୱିନ୍ ଟାଓ୍ୱାର୍। ସେକ୍ଟର ୯୩ରେ ଥିବା ଏହି ଆପେକ୍ସ ଓ ସେୟାନ୍ ଟାଓ୍ୱାର୍ ନିର୍ମାଣକୁ ସୁପ୍ରିମ୍କୋର୍ଟ ବେଆଇନ ଦର୍ଶାଇବା ପରେ, ଏହାକୁ ନିୟନ୍ତ୍ରିତ ବିସ୍ଫୋରଣ ଜରିଆରେ ମାଟିରେ ମିଶାଇ ଦେଇଛି ପ୍ରଶାସନ।
ଗତ କିଛିଦିନ ହେଲା, ଗଞ୍ଜାମରେ ବୋହୂ ଏବଂ ପତ୍ନୀର ମାନ୍ୟତା ଦାବିରେ ଏକାଧିକ ମହିଳାଙ୍କ ଧାରଣାକୁ ନେଇ ଲାଗିରହିଛି ଚର୍ଚ୍ଚାା
ଗଣେଶ ପୂଜାକୁ ଆଉ ମାତ୍ର ଦୁଇ ଦିନ। ନା ମୂର୍ତ୍ତି କାରିଗରଙ୍କୁ ତର ଅଛି ନା ପୂଜା କମିଟିକୁ ସମୟ ଅଛି। ଏହାରି ଭିତରେ କଟକରେ ସାମ୍ନାକୁ ଆସିଛି ନୂଆ ବିବାଦ। ଗଣେଶ ମୂର୍ତ୍ତିକୁ ବିକୃତ କରିବା ଅଭିଯୋଗରେ କିଛି ଶିଳ୍ପୀଙ୍କୁ ଥାନାକୁ ଡାକି ପୋଲିସ ତାଗିଦ କରିବା ସହ ମୂର୍ତ୍ତି ଭାଙ୍ଗିବାକୁ କହିଛି। କଥା ଏତିକିରେ ଅଟକିନି, ଏହି ମୂର୍ତ୍ତି ବିବାଦ ହାଇକୋର୍ଟରେ ବି ପହଞ୍ଚିଛି।
ନାରାୟଣ ମୁଦୁଲି ନାମକ ଶିଳ୍ପୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି । ପୁରୀଘାଟ ଥାନା ପୋଲିସ ନିର୍ମାଣ କରାଯାଉଥିବା ମୂର୍ତ୍ତିଗୁଡିକ ନଦେଖି ତଦାରଖ ନକରି ଭାଂଗିବାକୁ କହି ଏକ ଅଣ୍ଡରଟେକିଂ ଲେଖାଇ ନେଇଛନ୍ତି ।
ଗଞ୍ଜାମ NACର ମଧ୍ୟ ଖଣ୍ଡସାହିରେ ସକାଳୁ ସକାଳୁ ଅଘଟଣ ଘଟିଛି ।
ଓଡ଼ିଶାର ନୂଆଁଖାଇ ପର୍ବ ପାଇଁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୋଦି
ମଶାଙ୍କ କବଳରୁ ମିଳିବ ମୁକ୍ତି। ଇଏ ଏମିତି ସେମିତି ମଶାରୀ ନୁହେଁ ବଂର ଏଇ ମଶାରୀରେ ଥରେ ମଶା ପଡ଼ିଲେ ଆଉ ପଦାକୁ ଆସିପାରିବେନି। ବରଂ ଚାହୁଁ ଚହୁଁ ସବୁ ମଶାଙ୍କ ଜୀବ ପ୍ରାଣ...ଦାମ୍ ମାତ୍ର ଏତିକି ଟଙ୍କା
ଗତ ୨୫ ତାରିଖରେ କେନ୍ଦୁଝର ସଦର ରେଂଜ ଅନ୍ତର୍ଗତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ବିଦ୍ୟୁତ ତାର ଲାଗି ଦୁଇଟି ମାଈ ହାତୀଙ୍କ ମୃତ୍ୟୁ ହୋଇଥିଲା ।
୨୬ଟି ଦୋକାନ ପାଇଁ ୨୩ ଲକ୍ଷ ୪୦ ହଜାର ଟଙ୍କାର ଟଙ୍କା ଅଟକଳ ହୋଇଥିଲା । ହେଲେ ଦୋକାନ ଗୁଡିକୁ ଦେଖିଲେ ମନେ ହେବ ଯେମିତି ୨୦ ହଜାରରୁ ଅଧିକ ଖର୍ଚ୍ଚ ହୋଇନି ।