ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷିଛି,ଝାଡ଼ଖଣ୍ଡରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି
ଜଳର ପ୍ରଖର ସ୍ରୋତ ପାଇଁ ରାଜ୍ୟରେ ବିଭିନ୍ନ ଅଘଟଣ ଘଟୁଛି ।
ବୁଢାବଳଙ୍ଗ ନଦୀର ପାଣି ଯୋଗୁଁ ବାଲେଶ୍ୱର ସହର ତଳି ଅଞ୍ଚଳ ଜଳମଗ୍ନ ହୋଇପଡିଛି । ଫୁଲାଡ଼ି, ଚାନ୍ଦମାରିପଡ଼ିଆ, କଣ୍ଟାବଣିଆ, ପସିମିଳାରେ ବନ୍ୟାଜଳ ପଶିଛି ।
ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ନକଟିପାଲି ନାଳରେ ଶନିବାର ସନ୍ଧ୍ୟାରେ ଭାସି ଯାଇଥିବା କାର୍ ଆଜି ମିଳିଥିବା ବେଳେ ସେଥିରୁ ଦୁଇ ଜଣଙ୍କ ମୃତଦେହ ମିଳିଛି।
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ତିଥି – ୧୦ ମୀ ରାତ୍ରି ୦୩/୩୬ ଗତେ ୧୧ଶୀ, ଚନ୍ଦ୍ର – ବୃଷ ସନ୍ଧ୍ୟା ୦୬/୦୯ ଗତେ ମିଥୁନ, ଘାତ ଚନ୍ଦ୍ର- ବିଛା ସନ୍ଧ୍ୟା ୦୬/୦୯ ଗତେ କନ୍ୟା, ଘାତ ବାର – ମେଷ ରାଶିର, ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ
ଓଭରୱେଟ୍ ଏବଂ ଅଣ୍ଡରୱେଟ୍ ଉଭୟ ହିଁ ସ୍ୱାସ୍ଥ୍ୟ ପ୍ରତି ବିପଦ। ଆପଣ ଯଦି ଅଣ୍ଡରୱେଟ୍ ଅଛନ୍ତି ଏବଂ ଓଜନ ବଢେଇବା ନେଇ ଅନେକ ଚେଷ୍ଟା କରି ବିଫଳ ହେଲେଣି, ତେବେ ଏହି ଟିପ୍ସକୁ ଅନୁସରଣ କରନ୍ତୁ। ନିଶ୍ଚିତ ଲାଭ ମିଳିବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଦିନଠୁ ବଳି ରାତିର ଦୁଃଖ। ପାଣିରେ ଘରଦ୍ୱାର ବୁଡ଼ିଛି, ଜରିପାଲ ପାଲଟିଛି ସାହାରା। ଗୃହପାଳିତ ପଶୁ ସହ ନଦୀବନ୍ଧ ଓ ଉଚ୍ଚସ୍ଥାନରେ କଟୁଛି ବିପନ୍ନଙ୍କ ରାତି। ରାତି ହେଲେ ବଇରି ସାଜୁଛି ପେଟର ଭୋକ, ଆଖିର ନିଦ।
ଭୟଙ୍କର ଦୁର୍ଦ୍ଦଶା ଆଣିଛି ଲଘୁଚାପ ବର୍ଷା। ଦିନ ଦିନ ଧରି ବତୁରି ରହିଥିବା କାନ୍ଥ ଭୁଶୁଡ଼ି ଜୀବନ ଯାଇଛି। ପାଞ୍ଚ ଜଣଙ୍କ ପ୍ରାଣହାନୀ ହୋଇଥିବା ଅଭିଯୋଗ ହେଉଛି। ଲଗାଣ ବର୍ଷାରେ ରାସ୍ତାଘାଟ ଧୋଇଯାଇ ବହୁ ଗାଁ ବିଚ୍ଛିନ୍ନ ହୋଇଛି।
୪ ବର୍ଷ ବିଳମ୍ବରେ ହୋଇ ବି ବାରମ୍ବାର ତ୍ରୁଟିକୁ ନେଇ ଅସନ୍ତୋଷ । ଆୟୋଜକ ଓ ପରିଚାଳକଙ୍କୁ ଦାୟୀ କଲେ ପରୀକ୍ଷାର୍ଥୀ । ୧୫ ଦିନ ଭିତରେ ପୁଣି ପରୀକ୍ଷା ପାଇଁ OPRBର ନିଷ୍ପତ୍ତି ।
ପଲିଥିନ ପାଇଁ ତହସିଲହଦାରଙ୍କ ଗୋଡ଼ତଳେ ପଡ଼ିଲେ ଜନ ପ୍ରତିନିଧି । ରାଜ୍ୟ ସରକାରଙ୍କ ଆବାସ ପ୍ରତିଶ୍ରୁତିକୁ ନେଇ ଘେରିଲେ ବିରୋଧୀ ।
ଆଶ୍ରମ ଇଡି ହେପାଜତ୍ରେ ଥାଇ ବି କେମିତି ହେଉଛି କାର୍ଯ୍ୟକ୍ରମ ? ପୂର୍ବ ମୁଦ୍ରାକୁ ଫେରିବାକୁ ଅନୁଗାମୀଙ୍କ ଜରିଆରେ ଚାଲ୍ ଚର୍ଚ୍ଚା ।
ହୀରାକୁଦର ଅନ୍ୟ ଗେଟ୍ ଆଜି ବନ୍ଦ କରିବାକୁ ଯୋଜନା ନାହିଁ, ପରିସ୍ଥିତି ଆସନ୍ତାକାଲି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ।
ଡଙ୍ଗାଟି ପାରାଦୀପରୁ ମହାକାଳପଡ଼ା ବାହାକୁଦ ଘାଟ ଅଭିମୁଖେ ଆସୁଥିଲା ।
ଏସିଆ କପ୍ରେ ଭାରତ ପାଖରେ କ୍ରମାଗତ ତୃତୀୟ ମୁକୁଟ ଜିତିବାର ସୁଯୋଗ ରହିଛି। ଅନେକ ପୂର୍ବତନ କ୍ରିକେଟର୍ ଏଥର ବି ଟିମ୍ ଇଣ୍ଡିଆକୁ ତା’ର ସାମର୍ଥ୍ୟ ଦୃଷ୍ଟିରୁ ଫେଭରିଟ୍ ବିବେଚନା କରୁଛନ୍ତି। ତେବେ ଗତ କିଛି ବର୍ଷ ହେଲା ପ୍ରଭାବଶାଳୀ ପ୍ରଦର୍ଶନ କରିଆସୁଥିବା ପାକିସ୍ତାନ ରୋହିତ ଶର୍ମାଙ୍କ ଟିମ୍ ପାଇଁ ବଡ଼ ଆହ୍ୱାନ ହୋଇପାରେ।
ନିଜର ଭୁଲ ସ୍ୱୀକାର କରିବା ସହ ପୁରା ଓନିଶାବାସୀଙ୍କୁ କ୍ଷମା ପ୍ରାର୍ଥନା କଲେ ଅଭିନେତା ବାବୁସାନ୍ । ଏକ ଭିଡିଓ ବାର୍ତ୍ତା ଜାରି କରି ବାବୁଶାନ୍ ଏଭଳି କହିଛନ୍ତି ।
ଜନ୍ମାଷ୍ଟମୀ ଓ ନନ୍ଦଉତ୍ସବ ଅବସରରେ ତାଙ୍କର କିଛି ଅନୁଗାମୀ ଓ ସମର୍ଥକ ଆଶ୍ରମ ଭିତରେ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଫଟୋକୁ ଆସ୍ଥାନରେ ରଖି ପୂଜାର୍ଚ୍ଚନା କରିଛନ୍ତି ।
ବାଲିଯାତ୍ରାର କଳେବର ନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି ।
ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।
କେଉଁ କାରଣ ପାଇଁ ଛାତରୁ ଡେଇଁଲେ ତାହା ଏଯାଏଁ ଅସ୍ପଷ୍ଟ ।
‘ଜରି ପାଲ ଖଣ୍ଡେ ଦିଅନ୍ତୁ ଆଜ୍ଞା, ନଚେତ ବର୍ଷାରେ ଭିଜି ଭିଜି ମରିଯିବୁ । ଜରିପାଲ ନ ଦେଲେ ଆପଣଙ୍କ ଗୋଡ଼ ତଳୁ ଉଠିବୁନି କି ଏଠୁ ଯିବୁନି ।’ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲଦାରଙ୍କ ଗୋଡ଼ ତଳେ ପଡ଼ି ଏପରି ଗୁହାରୀ କରିଛନ୍ତି ଖମ୍ବଶିରିପାଲି ଗାଁ ଲୋକେ ।
ଗୁରୁବାର ତଥା ଅଗଷ୍ଟ ୨୧ (ରବିବାର) ୨୦୨୨ରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ASO) ପରୀକ୍ଷା ୨୭ରେ ହେବ ବୋଲି OPSC ଅଧ୍ୟକ୍ଷ ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।
ଟେକ୍ନିକାଲ ସମସ୍ୟା ଯୋଗୁ ଓଡ଼ିଶା ପୋଲିସ SI ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି। ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପ୍ରଶ୍ନପତ୍ର ଡାଉନ୍ଲୋଡ୍ ହୋଇପାରୁନାହିଁ।
ତାଳଚେର ବ୍ଲକ୍ ଅନ୍ତର୍ଗତ ସମଲ ଥାନା ଅଞ୍ଚଳରେ ଥିବା ନଦୀବନ୍ଧ ବା ବ୍ୟାରେଜ ଉପରୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି ।
ଲଗାଣ ବର୍ଷା ପରେ ବଢୁଛି ଲୋକଙ୍କ ଦୁର୍ଦ୍ଦଶା। ବିଭିନ୍ନ ସ୍ଥାନରେ କାନ୍ଥ ପଡ଼ି ୫ ଜଣଙ୍କ ଜୀବନ ଚାଲିଛି।