ବିଶେଷ କରି ୧୮, ୧୯ ଏବଂ ୨୦ ତାରିଖ ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସ୍କୁଲର MDM ସାମଗ୍ରୀ ଆବଶ୍ୟକ ଅନୁସାରେ ଖର୍ଚ୍ଚ ହୋଇପରେ । ପରେ ଏହାକୁ ଭରଣା ହେବ ।
ଚାଷୀ ମୁଣ୍ଡର ଝାଳ ତୁଣ୍ଡରେ ମାରି ସୁନାର ଫସଲ ଫଳାଇବ ବୋଲି ଆଶା ରଖିଥିଲା। ହେଲେ ଏବେ ପରିବା କିଆରୀ କହିଲେ ପାଣି ଉପରକୁ ମୁଣ୍ଡ ଟେକିଥିବା ଗଣ୍ଡାଗଣ୍ଡା ବାଉଁଶ ଖୁଣ୍ଟ, ଆଉ ଧାନବିଲ। ଯାହା ନଜରକୁ ଆସୁଛି, ତାକୁ ସହଜେ ବିଶ୍ୱାସ କରିବା କଷ୍ଟ।
ମହାନଦୀରେ ବଡ଼ ବନ୍ୟା। କ’ଣ ହୋଇପାରେ ଏହା ପଛର କାରଣ ? ଛତିଶଗଡ ଏକାଧିକ ବ୍ୟାରେଜ୍ ନିର୍ମାଣ ? ନା ହୀରାକୁଦ ଡ୍ୟାମ୍ ପଙ୍କରେ ପୋତି ହୋଇପଡୁଥିବାରୁ ସୃଷ୍ଟି ହେଉଛି ସମସ୍ୟା? ଆସନ୍ତୁ ଜାଣିବା…
ବନ୍ୟା କୋପରୁ ବାଦ୍ ପଡ଼ିନି ରାଜଧାନୀ ଭୁବନେଶ୍ୱର। ଦୟା ନଦୀର ପଛୁଆ ପାଣିରେ ଜଳମଗ୍ନ ହୋଇଛି ସହର ଉପକଣ୍ଠ। ସୁନ୍ଦରପଦା, କୁଆ କଣ୍ଟିଲୋ, ବାଲିପାଟଣା, ଧଉଳି ହୋଇଛି ଜଳମଗ୍ନ। ପ୍ରାକୃତିକ ଜଳାଶୟ ଜବରଦଖଲ ଓ ବେଆଇନ ନିର୍ମାଣ ସହରୀ ବନ୍ୟାର କାରଣ ବୋଲି କୁହାଯାଉଛି।
ବନ୍ୟାର ଆଁରେ ପୁରୀ-ଖୋର୍ଦ୍ଧା । ଖୋର୍ଦ୍ଧା ତିରିମଲ ପାଖରେ ଶହେ ଫୁଟ୍ର ଘାଇ । ଖୋର୍ଦ୍ଧା-ବଲାଙ୍ଗିର ଏନ୍ଏଚ୍ରେ ଗାଡ଼ି ଚଳାଚଳ ଠପ୍ ।
ଯାଏଁ ୬ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଥିବା କହିଲଷ SRC ।
ଘାଇ ମୁହଁରୁ ବିପନ୍ନଙ୍କୁ ବଞ୍ଚାଇବାକୁ ଚାଲିଛି ଉଦ୍ୟମ । ବନ୍ୟା ବିପନ୍ନଙ୍କୁ ଉଦ୍ଧାର କରୁଛି ଅଗ୍ନିଣମ ବାହିନୀ ।
୬ଟି ଗାଁରେ ଜଳ ବନ୍ଦୀ ଜୀବନ କାଟୁଛନ୍ତି ଗ୍ରାମବାସୀ । ରାଜଖମା ନିକଟ ଗଦାପୁର ନଦୀରେ ଜଳସ୍ତର ବୃଦ୍ଧି ।
ସରକାରଙ୍କ ଅବହେଳାରୁ ବନ୍ୟାସ୍ଥିତି ସଂଗୀନ । ନଦୀବନ୍ଧର ସୁରକ୍ଷା ପାଇଁ ୩ ବର୍ଷ ହେଲା ବୈଠକ ନାହିଁ ।
୧୫ ଦିନ ଯାଏଁ ବର୍ଷାଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଚନ୍ତି ହାଇକୋର୍ଟ ।
ଭାରତକୁ ୧ନଂ କରିବା ପାଇଁ କେଜ୍ରିଓ୍ୱାଲ ବିଜେପି ଓ କଂଗ୍ରେସ ଭଳି ରାଜନୈତିକ ଦଳକୁ ତାଙ୍କ ମିଶନରେ ସାମିଲ ହେବାକୁ ନିମନ୍ତ୍ରଣ କରଛନ୍ତିଁ ।
ଗତକାଲି ଦୁଇଟି ସ୍ଥାନରେ ଘାଇ ହୋଇଥିବା ବେଳେ ଆଜି ଆଉ ୨ଟି ସ୍ଥାନରେ ଘାଇ ହୋଇଛି କହିଲେ SRC ।
ବନ୍ୟା ହେବା ଫଳରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ପ୍ରଭାବିତ ହୋଇଛି
ବର୍ତ୍ତମାନ ହୀରାକୁଦ ଗେଟ୍ ଆଉ ଖୋଲିବା କି ବନ୍ଦ ନେଇ ନିଷ୍ପତ୍ତି ହୋଇନି। ସ୍ଥିତି ଦେଖିଲା ପରେ ଗେଟ୍ ବନ୍ଦ କି ଖୋଲାହେବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି।
ଜୁଆ ନଦୀରେ ଗଡ଼ସାନପୁଟର ଲୋକାପାଳ ଓ ହଳଦୀଆପଡ଼ାରେ ଯେଉଁ ଘାଇ ହୋଇଥିଲା, ତାହା ୧୦୦ ମିଟର ଚଉଡା ହେଲାଣି। ଅନେକ ଲୋକ ଗାଁ ଛାଡି ନିରାପଦ ସ୍ଥାନରେ ଆଶ୍ରୟ ନେଇଛନ୍ତି।
ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ ପାଣି ପଶି ଯାଇଛି। ଫସି ରହିଥିବା ଲୋକମାନଙ୍କୁ ଓଡ୍ରାଫ୍ ଟିମ୍ ପକ୍ଷରୁ ଉଦ୍ଧାର କରାଯାଇଛି।
୩ ଦିନ ପୂର୍ବେ ବାପ, ପୁଅ ଛେଳି ଚରାଇବାକୁ ଯାଇଥିଲେ। ହଠାତ୍ ବନ୍ୟା ପାଣି ଆସିଯିବାରୁ ଉଭୟ ଫସି ଯାଇଥିଲେ।
ଆଗାମୀ ୨-୩ ଦିନ ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିବ। ବିପଦ ସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ଆବଶ୍ୟକ ରିଲିଫ୍ ଓ ମୌଳିକ ସୁବିଧା ଯୋଗାଇଦେବା ପାଇଁ କୁହାଯାଇଛି।
ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହେବ।
ନାରୀ ଆଜି ସଫଳତାର ଶୀର୍ଷରେ। ନିଜର ପରିଶ୍ରମ ଏବଂ ଉଦ୍ୟମ ବଳରେ ସେ ଆଜି ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟିକରିପାରିଛି। ଆମ ଭିତରେ ଏମିତି ଅନେକ ନାରୀ ଅଛନ୍ତି ଯେଉଁମାନେ ଓଡ଼ିଶାର କଳା, ସଂସ୍କୃତି ଓ ପରଂପରାକୁ ଆଗକୁ ନେବା ସହିତ ବିଶ୍ୱବନ୍ଦିତ ହୋଇପାରିଛନ୍ତି। ସେମିତି ଏକ ମହତ ଉଦ୍ଦେଶ୍ୟ ସହିତ ଆଗକୁ ବଢିଛନ୍ତି ରୂପଶ୍ରୀ ମହାପାତ୍ର।
ସ୍ୱାଧୀନତାର ୭୫ ବର୍ଷ ପରେ ରାସ୍ତାରେ ଚାଲିବାର ଅଧିକାର ଲୋକେ ଯେମିତି ହରାଇ ସାରିଛନ୍ତି। ଶୂନସାନ ରାସ୍ତାରେ ମୃତ୍ୟୁର ଭୟ, ଭିଡ ରାସ୍ତାରେ ଜୀବନ ଜାମ୍! ଗାଁ’ଠାରୁ ସହର-ସଦର ସବୁଠି ସଡକ ପ୍ରମୁଖ ସମସ୍ୟା ଭିତରେ ପରିଗଣିତ। ଏହା ରାଜ୍ୟ ସରକାରର ବିଫଳତା ନୁହେଁ କି?
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
କାଲି ସନ୍ଧ୍ୟା ୬ଟାରୁ ୯ଟା ଭିତରେ ପିକ୍ ଫ୍ଲୋ ସମୁଦ୍ରକୁ ଚାଲିଯିବ ବୋଲି କହିଛନ୍ତି SRC ପ୍ରଦୀପ ଜେନା ।