ଜଗନ୍ନାଥଙ୍କ ସଂପତ୍ତିକୁ ଭୋଗ ଦଖଲ କରୁଥିବା ସେବାୟତଙ୍କ ନାଁରେ କରିବା ଲାଗି ଦାବି । ତେବେ ସମାଧାନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲ୍ୟାଣ୍ଡ ସବ୍ କମିଟି ଗଠନ ହୋଇଥିଲେ ବି ଏଯାଏ କୌଣସି ପଦକ୍ଷେପ ନିଆଯାଇନାହିଁ ।
ବେଆଇନ୍ ମଦ କାରବାର ଅଭିଯୋଗରେ ତହସିଲଦାର ଚଢ଼ାଉ କରିଥିଲେ
ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଗିରଫ ହୋଇଛନ୍ତି। ଆଜି ଭୋର୍ରେ ଚର୍ଚ୍ଚିତ ଭୁବନେଶ୍ୱର ସ୍ଥିତ ସିବିଆଇ ଅଫିସରେ ହାଜର ହୋଇଥିଲେ।
ଲଘୁଚାପ ପ୍ରଭାବରେ ୧୦ ଯାଏ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୮ ଏବଂ ୯ ତାରିଖ ମଧ୍ୟରେ କିଛ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର CBI କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଲାଞ୍ଚ କାରବାର ମାମଲାର ଅଭିଯୁକ୍ତ ତାଲିକାରେ ଚର୍ଚ୍ଚିତଙ୍କ ନାଁ ରହିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରସଗୋଲା କୋଲକାତାର ନୁହେଁ ବୋଲି ଦାଦା ରୋକ୍ଠୋକ୍ କହିଦେଇଛନ୍ତି।
ଦୁଇ ଦୁଇ ଜଣଙ୍କ ବିୟୋଗ ପରେ ନିଃସଙ୍ଗ ସାନଝିଅ ଓ ବାପା, ରୋଜଗାର ନଥିବାରୁ ବଢ଼ିଲା ଚିନ୍ତା…
ଘରୋଇ କମ୍ପାନିକୁ ଅହେତୁକ ଅନୁକମ୍ପା ଅଭିଯୋଗରେ ଚିଫ୍ ମେକାନିକାଲ ଇଞ୍ଜିନିୟର ସରୋଜ ଦାସ ଗିରଫ, OSL DGMଙ୍କ ସହ ଆଉ ୩ ଜଣଙ୍କୁ ବାନ୍ଧିଲା ସିବିଆଇ...
ରାୟଗଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି..
ପୋଲିସ୍ ଆଖିରୁ ନିଦ ହଜାଇ ଦେଉଥିବା ମାଓନେତାଙ୍କ ପରିବର୍ତ୍ତନ ସ୍ୱାଗତଯୋଗ୍ୟ । ତାଙ୍କୁ ଦେଖି ଲୋକେ କହୁଛନ୍ତି ଦସ୍ୟୁ ରତ୍ନାକରରୁ ସେ ବାଲ୍ମିକୀରେ ପାଲଟିଯାଇଛନ୍ତି।
ବୋଲବମ୍ ପାଣି ନେଇ ପୁରୀ ଆସିଥିଲେ ବାପା, ହେଲେ ଅସ୍ଥି ପାଲଟିଗଲେ...
ପ୍ରେମାନନ୍ଦ କେବଳ ଗୀତ ଗାଇ ପାରନ୍ତିନି, ବିଭିନ୍ନ ସିନେ କଳାକାରଙ୍କ ଡାଇଲଗକୁ ମଧ୍ୟ ଅବିକଳ ନକଲ କରିପାରନ୍ତି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱରକୁ ନକଲ କରିବାରେ ସେ ବେଶ୍ ମାହିର।
ଘୋଡ଼ାଟି ବର୍ତ୍ତମାନ ବାର୍ଦ୍ଧକ୍ୟ ଅବସ୍ଥାରେ। ତା’ ପଛ ଗୋଡ଼ରେ ଏକ ଘା’ ହୋଇଯାଇଛି। ଫଳରେ ଘୋଡ଼ାଟି ଆଉ ଚାଲିବା ପାଇଁ ସକ୍ଷମ ନାହିଁ।
ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି...
ପତ୍ନୀର ମାନ୍ୟତା ଦାବି ନେଇ ଦେଢ ବର୍ଷର ଶିଶୁକୁ ଧରି ଶାଶୁ ଘର ଆଗରେ ଧାରଣାରେ ବସି ରହିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏହି ଘଟଣା ଘଟିଛି।
ସିବିଆଇ ନୋଟିସ୍ ପରେ ଆଜି ସେ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ।
ମାସେ ହେଲାଣି ୧୩ ବର୍ଷର ନାବାଳିକା ନିଖୋଜ। ମହିଳା ଓ ତାଙ୍କ ପୁଅ ଥାନାକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଫଳ ଶୂନ୍। ଶେଷରେ ଝିଅକୁ ଉଦ୍ଧାର ଲାଗି ମହିଳା ଜଣକ ପୋଲିସ କମିଶନରଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ପାରାଦୀପ ବନ୍ଦର ଗେଷ୍ଟ ହାଉସ୍ରେ ମହିମା ମିଶ୍ର ଓ ତାଙ୍କ ପୁଅ ଚନ୍ଦନଙ୍କୁ ସିବିଆଇ ୬ ଘଣ୍ଟା ଜେରା କରିଥିଲା। ଗତକାଲି ସକାଳୁ ସିବିଆଇ ଟିମ୍ ମହିମାଙ୍କ କଟକ ସ୍ଥିତ ଘର, ଅଫିସ୍ ଓ ପାରାଦୀପ ଅଫିସ୍ରେ ରେଡ୍ କରିଥିଲା।
ରାଜ୍ୟରେ ସକ୍ରିୟ ଥିବା ମୌସୁମୀ ବାୟୁ ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଉପକୂଳରେ ବର୍ଷା ଆରମ୍ଭ ହୋଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆଉ ଏ ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ, ତାହା କୌଣସି ସାଧାରଣ ମଣିଷ ପକ୍ଷେ ଦେଖିବା କଷ୍ଟକର । ନରମ ହୃଦୟବାନ ଲୋକ ଏହା ଦେଖିବା ମନା ।
ନିଯୁକ୍ତି ମିଳୁନଥିବାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ସଜବାଜ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଉପରେ ବିଚାର କରାଯାଉଛି କହିଲେ ମନ୍ତ୍ରୀ ।
୩ ମାସରେ ଖର୍ଚ୍ଚ ହେଲାଣି ୧୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା । ଭିତ୍ତିଭୂମି ସବଳ ନକରି ପ୍ରଚାର ପ୍ରସାର ଜୋର୍ କହିଲେ ବିରୋଧୀ । ସରକାରଙ୍କ ପ୍ରଚାର ପ୍ରସାର ନୁହେଁ, ସଚେତନତା ବଢ଼ାଉଛନ୍ତି କହିଲେ ମନ୍ତ୍ରୀ ।
ଆକ୍ରୋଶର ନିଆଁରେ ଜଳୁଥିବା ଅମର କିନ୍ତୁ ଥିଲେ ନଛୋଡ଼ବନ୍ଧା।