Advertisment

ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୧,୮୭୬ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୧,୮୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୮୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୯୪ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୭ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

ଅଦ୍ୟତନ ହୋଇଛି
ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୧,୮୭୬ ନୂଆ କରୋନା ପଜିଟିଭ୍‌

coronavirus updates in odisha

Advertisment

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ୧,୮୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୮୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୯୪ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୯୭ ଜଣ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୦, ୬୭୨ରେ ପହଞ୍ଚିଛି।

Advertisment
Corona Updates Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ