ଏଏସ୍ଆଇକୁ ଦୋଷ ଦେଲେ ସେବାୟତ ଓ ଭକ୍ତ । ଏତେ ଗୁରୁତର ଘଟଣା ନୁହଁ କହିଲେ ଏଏସ୍ଆଇ ଅଧିକାରୀ । ଆଗକୁ ପୁଣି ଏମିତି ପ୍ଲାଷ୍ଟର ଖଣ୍ଡ ଖସିବନି ତ ?
ରାଜ୍ୟ ବିକାଶ ଲାଗି ସହଯୋଗ ଲୋଡ଼ିଲେ ବିଧାୟକ । ଭବ୍ୟ ରାଷ୍ଟ୍ରପତି ଭବନ ବୁଲି ଦେଖିବା ସହ ଦେଶର ପ୍ରଥମ ନାଗରିକଙ୍କ ସହ ଉଠାଇଲେ ଫଟୋ ।
ଏବେ ସବୁଠୁ ଅଧିକ ହେଉଛି ନ୍ୟୁଡ୍ କଲ୍ ଠକେଇ । ଲୋକଲଜ୍ଜାକୁ ଡରି ଥାନାକୁ ଆସୁନାହାନ୍ତି ପୀଡ଼ିତ । ତୁରନ୍ତ ଏତଲା ଦେବାକୁ ଭୁବନେଶ୍ୱର ଡିସିପିଙ୍କ ପରାମର୍ଶ ।
ଆଇଏଏସ୍ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର ।
ସାରା ଦେଶରେ ଅନେକ ଚାଷୀ ରହିଛନ୍ତି । ହେଲେ ଆଜି ଆମେ ଏଭଳି ଏକ ଚାଷୀ କଥା କହୁଛୁ, ଯିଏ ବି-ଟେକ ପାଠ ପଢି ସାରିଲା ପରେ ଏଲଆନ୍ଟି ଭଳି କଂପାନୀର ଚାକିରି ଛାଡି ଗାଁକୁ ଆସି ଚାଷ କାମରେ ମାତିଛନ୍ତି । ଆଜି ସେ ଚାଷ କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ।
ସୋସିଆଲ ମିଡିଆରେ ତାଙ୍କ ଆକାଉଣ୍ଟ ଭେରିଫାଏ ହେବା ପୂର୍ବରୁ ତାଙ୍କୁ ଏତେ ମାତ୍ରାରେ ଲୋକ ଫଲୋ କରିଛନ୍ତି ଯେ, ତାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ।
ସାଇବର କ୍ରାଇମ ନେଇ ଲୋକଙ୍କୁ ସତର୍କ ହେବା ନେଇ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ।
ଦୁର୍ବଳ ହୋଇଯାଇଥିବା ମୌସମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଛି। ଏହାଫଳରେ ଅଗଷ୍ଟ ୫ ତାରିଖ (ଶୁକ୍ରବାର)ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ଡ୍ରପ୍ ଆଉଟ୍ ରୋକିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିବ।
ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ପ୍ରଥମ ଥର ପାଇଁ ଏତେ ନିକଟରୁ ତାଙ୍କୁ ଦେଖି ସମସ୍ତେ ଖୁସିରେ ବିଭୋର ହୋଇଛନ୍ତି।
ବାଲେଶ୍ୱର ସିମୁଳିଆ ଥାନା ଦଧିବାମନପୁର ଗାଁରେ ବାସିଖାଦ୍ୟ ଖାଇ ଗୋଟିଏ ପରିବାରର ୬ ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି ।
ଏକ ଘରୋଇ ITI କଲେଜରେ ଜଣେ ଛାତ୍ରଙ୍କୁ ପ୍ରିନ୍ସପାଲ୍ଙ୍କ ସାନ ଭାଇ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଛାତ୍ରମାନଙ୍କୁ କଲେଜ ପ୍ରିନ୍ସିପାଲଙ୍କ ସାନ ଭାଇ ମାଡ଼ ମାରିବା ଭିଡିଓ ଭାଇରାଲ୍ ହୋଇଛି।
ଏଥର ଯାଜପୁରର ରାକ୍ଷୀ ବାନ୍ଧିବେ ଯବାନ। ସୀମାରେ ମୁତୟନ ଥିବା ଯବାନଙ୍କ ପାଇଁ ଦିନରାତି ଏକ କରି ତିଆରି ହୋଇଛି ରାକ୍ଷୀ। ସୀମାରେ ଦେଶର ସୁରକ୍ଷା କରୁଥିବା ଭାଇଙ୍କ ପାଇଁ ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରିବା ପରେ ସ୍ୱତନ୍ତ୍ର ଡାକରେ ପଠାଗଲା ରାକ୍ଷୀ। ଛାତ୍ରଛାତ୍ରୀ କହିଲେ, ଆମେ ତ ସେନାରେ କାର୍ଯ୍ୟରତ ଥିବା ଭାଇଙ୍କୁ କିଛି ଦେଉନୁ, ବାସ୍ ଟିକିଏ ସ୍ନେହ ଦେଉଛୁ..
ପୋଲିସ ମହିଳାଙ୍କ ସ୍ୱାମୀଙ୍କୁ ବାରମ୍ବାର ଥାନାକୁ ଡକାଉଥିବାରୁ ମାନସିକ ନିର୍ଯାତନାର ଶିକାର ହେଉଥିବା ବ୍ୟକ୍ତି ଜଣକ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ନ୍ୟାୟ ନପାଇବା ଯାଏ ଥାନା ଆଗରେ ଧାରଣା ଦେବାକୁ ମହିଳାଙ୍କ ସ୍ୱାମୀ ଓ ତାଙ୍କ ସମ୍ପର୍କୀୟ ଚେତାବନୀ ଦେଇଛନ୍ତି।
ନଦୀ ପାର ହେଲା ବେଳେ ପାଣିରେ ଫସି ରହିଲେ ମାଆ ପୁଅ । ୩ ଘଣ୍ଟା ଧରି ଫସି ରହିବା ପରେ କିଛି ଯୁବକ ତାଙ୍କୁ ଉଦ୍ଧାର କରିଥିବାର ସୂଚନା ମିଳିଛି ।
ଓଡ଼ିଶାରେ ବଢ଼ି ବଢ଼ି ଚାଲିଛି ବୁଲା କୁକୁରଙ୍କ ସଂଖ୍ୟା । ଏବେ ରାଜ୍ୟରେ ଅଛନ୍ତି ୧୭ ଲକ୍ଷ ବୁଲା କୁକୁର।
ହଠାତ୍ ଆକାଶରେ ଘୋଟି ଆସିଲା କଳା ବାଦଲ, ଏହାପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ରର ଜଳରାଶିକୁ ଛୁଇଁଲା। ହଠାତ୍ ଏଭଳି ଦୃଶ୍ୟ ଦେଖି ଲୋକମାନେ ଆଚମ୍ବିତ ହେବାସହ ଭୟଭୀତ ହୋଇଯାଇଥିଲେ।
ଗଛରେ ଝୁଲୁଛି ମୃତଦେହ, ରାସ୍ତାରେ ଫୁଲରେ ସଜେଇ ଲେଖା ହୋଇଛି ‘LOVE U’। ରାସ୍ତାକଡ଼ ନିମ୍ବ ଗଛରୁ ଝୁଲୁନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ଗର୍ଭଗୃହରେ ପ୍ରାୟ ଦେଢ କିଲୋଗ୍ରାମ ଓଜନର ଏକ କେମିକାଲ ଯୁକ୍ତ ପ୍ଳାଷ୍ଟର ଖସିଥିବା ଜଣାପଡ଼ିଛି। ପ୍ଳାଷ୍ଟରଟିକୁ ବଡ଼ଠାକୁର ବଳଭଦ୍ରଙ୍କ ପଛପଟ ପରିକ୍ରମାରୁ ଠାବ କରାଯାଇଛି।
ନକ୍ସଲ ସଂଗଠନର ଡାକରା ଦେବା ମାତ୍ରେ ବନ୍ଦ ହୋଇଯାଉଛି ସରକାରୀ ବସ୍ ଚଳାଚଳ। ଲାଲ୍ବାହିନୀ ସହିଦ ସପ୍ତାହ ପାଳନ କରୁଥିବାରୁ ଏବେ ସରକାରୀ ବସ୍ ଚଳାଚଳ ବନ୍ଦ ରହିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୨୦୧୩-୧୪ରୁ ୨୦୧୭-୧୮ ମଧ୍ୟରେ ରାଜ୍ୟରେ ୪୮୫ଟି ବୃକ୍ଷରୋପଣ କାର୍ଯ୍ୟକ୍ରମରୁ ୧୯୧ଟି ସଂପୂର୍ଣ୍ଣ ବିଫଳ ହୋଇଛି । ଏଥିପାଇଁ ୧୩ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲେ ବି କିଛି ଲାଭ ମିଳିନାହିଁ ।
ଦାରିଦ୍ର୍ୟତା ଯୋଗୁଁ ବିଧବା ମାଆ, ଝିଅ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ଅନୁମାନ କରାଯାଉଛି ।
ଫୁଟବଲ ମ୍ୟାଚ୍ ବେଳେ ଅଭାବନୀୟ ସ୍ଥିତି। ଦୁଇ ଦେଶର ଖେଳାଳିଙ୍କ ମଧ୍ୟରେ ମୁଥ ମରାମତି, ଠେଲାପେଲା ଓ ଧସ୍ତାଧସ୍ତି।