ସରକାରୀ ଖାତାରୁ କୁଆଡ଼େ ଗଲା ଦେଓମାଳି ? ରାଜସ୍ୱ କି ଜଙ୍ଗଲ ବିଭାଗ ଖାତାରେ ନାହିଁ ରେକର୍ଡ । ବିଧାନସଭାରେ ପର୍ଯ୍ୟଟନ ମନ୍ତ୍ରୀଙ୍କ ତଥ୍ୟରୁ ବିବାଦ ।
ପପୁ ଓ ଗିଟୁଙ୍କୁ ଦୋଷମୁକ୍ତ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ତଦନ୍ତ ପ୍ରକ୍ରିୟାକୁ ନେଇ ଉଠିଲା ପ୍ରଶ୍ନ ।
ନିର୍ବାଚନ କମିଶନଙ୍କ ୱେବସାଇଟ୍ରେ ଏନେଇ ବ୍ୟବସ୍ଥା ରହିଛି । ଏହାଛଡ଼ା ବୁଥ୍ସ୍ତରରେ ନିୟୋଜିତ କର୍ମଚାରୀ ମଧ୍ୟ ଅଫଲାଇନରେ କାମ କରୁଛନ୍ତି ।
ଶିକ୍ଷୟତ୍ରୀ ବିଦ୍ୟାଳୟରେ ପହଞ୍ଚିଲେ, ଆଉ ପିଲାମାନେ ଯେତେବେଳେ ଜାଣିଲେ ଆଜି ଶିକ୍ଷୟତ୍ରୀଙ୍କ କାର୍ଯ୍ୟ କରିବାର ଅନ୍ତିମ ଦିନ, ଆରମ୍ଭ ହୋଇଗଲା ସେଇ ଭାବପ୍ରବଣ ମୁହୂର୍ତ୍ତ । ପିଲାମାନେ ଏକାଠି ହୋଇ ଦିଦିଙ୍କୁ ପ୍ରଣାମ ଜଣାଇଲେ। ଆଉ ତା’ ପରେ କାନ୍ଦିବା ଆରମ୍ଭ କଲେ।
ନିର୍ଦ୍ଦୋଷରେ ଖଲାସ ପରେ ପପୁ ସାଂଘାତିକ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ମିଛ ଥିଲା। ପୋଲିସ ପ୍ରେସରରେ ଗିରଫ କରିଥିଲା। ମୋତେ ଖାଲିଟାରେ ୪୩ ଦିନ ଜେଲ୍ରେ ରଖାଗଲା।’
ବହୁ ଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲାରେ ଓଡ଼ିଆ ଅଭିନେତା ପପୁ ପମ୍ପମ୍ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ୨୦୧୬ରେ ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଥିଲା।
ଯୌନ ନିର୍ଯାତନା ସହ ଦୁଷ୍କର୍ମ କରିଥିବା ଛାତ୍ରୀ ଜଣଙ୍କ ଲିଖିତ ଅଭିଯୋଗ କରିଥିଲେ।
ଦେଓମାଳି ରାଜସ୍ୱ ବିଭାଗ ଓ ଜଙ୍ଗଲ ବିଭାଗ ରେକର୍ଡରେ ନ ଥିବାବେଳେ କିଭଳି ରେକର୍ଡକୁ ଅଣାଯିବ ତାହା ଉପରେ ପଦକ୍ଷେପ ଗ୍ରହଣ କରାଯିବ। ଖୁବ୍ଶୀଘ୍ର ବୈଠକ ବସି ସମାଧାନ କରାଯିବ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।
ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୁତଳ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ କରାଯାଇଥିଲା। ସର୍ଭେ ପରେ ଗୋପ ବ୍ଲକର ୨ଟି ସ୍ଥାନରୁ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିଥିବା ନେଇ ଅଏଲ୍ ଇଣ୍ଡିଆ କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଫସଲ ବଞ୍ଚେଇବାକୁ ଜମିକୁୁ ପାଣି ବୋହୁଛି ଚାଷୀ । ୬ରେ ଲଘୁଚାପ, ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ।
ସପ୍ତାହକ ମଧ୍ୟରେ ଲୁଟି ନେଲେ ୨୫ ଲକ୍ଷ ଟଙ୍କା । ସାଇବରଥାନାରେ ଅଭିଯୋଗ ପରେ ତନାଘନା ।
ଦରମା ୧ ଲକ୍ଷରୁ ୩ ଲକ୍ଷକୁ ବଢ଼ାଇବାକୁ ଦାବି । ପୂର୍ବତନ ବିଧାୟକ କହିଲେ ପେନ୍ସନ୍ ୫୦ହଜାର ଦିଅ ।
ରାଜ୍ୟ ସରକାରଙ୍କ ଚାକିରି କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥାରେ ମହିଳାଙ୍କ ସଂଖ୍ୟା ଅଧିକ ରହୁଥିବାରୁ ଦୁର୍ନୀତି ତାଲିକାରେ ସେମାନଙ୍କ ନାଁ ବି ଅଧିକ ରହୁଛି ।
ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବାଡ଼ ର୍ନିମାଣରେ ପାଣ୍ଠିର ଅନିୟମିତତା ଓ ଆବଣ୍ଟନରେ ୪୦ କୋଟି ୮୨ ଲକ୍ଷ ଅଧିକ ବ୍ୟୟ ହୋଇଛି ।
ପରିବାରରେ ଉତ୍ତମ ବୁଝାମଣା ଦ୍ୱାରା ଉନ୍ନତି ଲାଭ କରିବେ ।
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ଉମା ପଞ୍ଚାୟତ ରେଘାମୁଣ୍ଡାରେ ରହିଛି ଏହି ଦେଢ଼ଶୁର-ଭାଇବୋହୂ ଭୀମ ପାହାଡ଼ ।
ଗୋପାଳପୁର ବନ୍ଦର ପାଖରେ ବନ୍ଧ ବନ୍ଧାଯିବା ଦ୍ୱାରା ବଡ଼ ଲହଡ଼ି ମାଡ଼ ହୋଇ କୂଳ ଖାଉଛି।
ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼ ସମେତ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ....ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଇଥାଏ...
ନରସିଂହପୁର ବାଇସିଙ୍ଗାରେ ଗୁଳିବିଦ୍ଧ ହାତୀ ମୃତ୍ୟୁ ଘଟଣାରେ କିଛି ଜଣଙ୍କୁ ଅଟକ ରଖି ଚାଲିଛି ତଦନ୍ତ...
ନାୟିକା ଜଣକ ପ୍ରଥମେ WhatsAppରେ ‘Hi’ ମେସେଜ କରିଥିଲେ। ଏହାପରେ WhatsAppରେ ନ୍ୟୁଡ୍ ଭିଡିଓ କଲ୍ କରି ସେ ଇଞ୍ଜିନିୟରଙ୍କୁ ଟ୍ରାପ୍ କରିଥିଲେ।
୧୨ ଲକ୍ଷର ମାଛକୁ ଦେଖି ଲୋଭ ସମ୍ଭାଳିପାରିଲା ନାହିଁ ଡ୍ରାଇଭର। ୧୨ ଲକ୍ଷ ବଦଳରେ ୭ ଲକ୍ଷରେ ମାଛ ବିକ୍ରି କଲା...ଜଙ୍ଗଲ ଭିତରକୁ ଗାଡ଼ି ପୂରାଇ ନିଆଁ ଲଗାଇ ଦେଲା। ମାଲିକଙ୍କୁ କହିଲା, ଦୁର୍ଘଟଣାରେ ଜିଳିଗଲା ଟ୍ରକ୍। ଏବେ ତଦନ୍ତରେ କିନ୍ତୁ ସବୁ ସତ ଓଗାଳି ଦେଲା ଡ୍ରାଇଭର।
ବିଜେପି ଦେଇଥିବା ମୁଲତବି ପ୍ରସ୍ତାବ ଅଗ୍ରାହ୍ୟ ନେଇ ବାଚସ୍ପତିଙ୍କ ଘୋଷଣା ...ଗୃହରେ ଆଲୋଚନା ଦାବିରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ...
୬/୭ରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା...
ଜଗତସିଂହପୁର ବାଲିକୁଦା ବ୍ଲକ ଅଢଙ୍ଗା ପଞ୍ଚାୟତରେ ଏବେ ନଡ଼ଇା ଚାରା ଘୋଟାଲାକୁ ନେଇ ହଇଚଇ