ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ୧୦ଟି ମୋ’ ଇ-ବସ୍ ଓ ୫୦ଟି ଇ-ଅଟୋ। ପ୍ରଥମ ପର୍ଯ୍ୟାୟରେ ୪ଟି ରୁଟ୍ରେ ୧୦ଟି ମୋ’ ଇ-ବସ୍ ଚାଲିବ। ଇ-ବସ୍ରେ ଗାଇଡ୍ ଭାବେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତି ମିଳିବ।
ରାଜ୍ୟ ସରକାରଙ୍କ ବାଘ ବଂଶବୃଦ୍ଧି ପ୍ରକଳ୍ପ ଫେଲ୍ । ନନ୍ଦନକାନନ ଚିଡ଼ଇାଖାନା କର୍ତ୍ତୃପକ୍ଷଙ୍କ ନୂଆ ଯୋଜନା । ରି-ୱାଇଲ୍ଡିଂ କରି ବଂଶ ବିସ୍ତାର ଲାଗି ବ୍ଲୁ-ପ୍ରିଣ୍ଟ ।
ଜୀବିକା, ଧର୍ମ ଓ ଇତିହାସ ସହ ଯୋଡ଼ି ହୋଇଛି ମୁଙ୍ଗେ ପାହାଡ଼ । ଐତିହାସିକ ପାହାଡ଼ ସୁରକ୍ଷା ପାଇଁ ତେଜିଲା ଅଞ୍ଚଳବାସୀଙ୍କ ଦାବି ।
ଯନ୍ତ୍ରଣା ଭୋଗୁଛନ୍ତି କାମାକ୍ଷାନଗରର ୪୫ ବର୍ଷିଆ ମହିଳା । ଏସସିବି ମେଡିକାଲର ତ୍ରୁଟିପୂର୍ଣ୍ଣ ନିଦାନ ରିପୋର୍ଟକୁ ଦୋଷ ଦେଲେ ପୁଅ । ପ୍ରଶାସନିକ ଅଧିକାରୀଙ୍କୁ ଫେରାଦ ।
ଦୀର୍ଘ ସମୟ ଧରି ସାମ୍ବାଦିକ ମାନେ ତାଙ୍କ ଘର ସାମ୍ନରେ ରହିଥିବାରୁ, ଅଯଥା କଷ୍ଟ ନକରି ଘରକୁ ଫେରିଯିବାକୁ ସେ ଅନୁରୋଧ କରିଥିଲେ । ନିଜ ନିଜ ଘରକୁ ଫେରିଯାଇ ବିଶ୍ରାମ ନେବାକୁ ସାମ୍ବାଦିକଙ୍କୁ ଅନୁରୋଧ କଲେ ।
ଓଡ଼ିଆ ଷ୍ଟାରଙ୍କ ଘର କଳିର ଫିଟିବ କି ସମାଧାନର ବାଟ ? ବାବୁସାନ-ତୃପ୍ତି-ପ୍ରକୃତି କଳିରେ ପଡ଼ିବ କି ଯବନିକା ? ପୁଣି ଥରେ ସ୍ୱାଭାବିକ ହେବ କି ବାବୁସାନ-ତୃପ୍ତିଙ୍କ ଦାମ୍ପତ୍ୟ ଜୀବନ ?
ରାଷ୍ଟ୍ରପତି ନିର୍ବାଚନରେ ଓଡ଼ିଆ ଝିଅ ଦୌପ୍ରଦୀ ମୁର୍ମୁଙ୍କୁ ସମର୍ଥନ ଦେଇଥିଲେ ନବୀନ । ଦ୍ରୌପଦୀଙ୍କ ବିଜୟ ପରେ ରାଜ୍ୟବ୍ୟାପୀ ସେଲିବ୍ରେସନ କରିଥିଲା ବିଜେଡି । ମୁଖ୍ୟମନ୍ତ୍ରୀ ଗତକାଲି ଲେଖିଥିବା ଏ ମାଟିର କନ୍ୟା ଆର୍ଟକିଲ ଚର୍ଚ୍ଚା ସୃଷ୍ଟି କରିଥିବା ବେଳେ ନବୀନଙ୍କ ଅସଲ ଉଦ୍ଦେଶ୍ୟକୁ ନେଇ ଉଠିଛି ପ୍ରଶ୍ନ ।
ଜୀବ ବିଜ୍ଞାନରେ କୋଭିଡ୍-୧୯ ଓ ଭୂଗୋଳ ବହିର ସିଲାବସରେ ଜଳବାୟୁ ପରିବର୍ତ୍ତନ ସଂପର୍କିତ ଦୁଇଟି ନୂଆ ବିଷୟ ସ୍ଥାନ ପାଇଛି । ହେଲେ ଦୁଇ ମାସ ହେବ ପାଠ ପଢ଼ା ଆରମ୍ଭ ହୋଇସାରିଥିଲେ ବି ବହି ବଜାରକୁ ଆସିନି ।
ଖବରପାଇ ମେଡିକାଲର ବିଭାଗୀୟ ମୁଖ୍ୟ, ମେଡିକାଲ ଅଧୀକ୍ଷକ ଆସି ତଦନ୍ତ କରିଥିଲେ । ହେଲେ ଇଞ୍ଜେକସନ୍ର ତ୍ରୁଟି ନା ଚିକିତ୍ସାରେ ଭୁଲ ଭଟକା ଯୋଗୁଁ ଏଭଳି ଘଟଥିଲା ତାହା ଜଣାପଡ଼ିନଥିଲା ।
ଚିକିତ୍ସାଧୀନ ଅବସ୍ଥାରେ ଦନ୍ତାହାତୀଟିର ଆଜି ମୃତ୍ୟୁ ଘଟିଥିବା ସୂଚନା ଦେଇଛନ୍ତି ଡିଏଫ୍ଓ ।
ଆଜି ହେଉଛି ଆନ୍ତର୍ଜାତିକ ବ୍ୟାଘ୍ର ଦିବସ। ବାଘଙ୍କ ସୁରକ୍ଷା ନେଇ ବିଚାର ବିମର୍ଷ ଚାଲିଥିବା ବେଳେ ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଖୁସି ଖବର ଦେଇଛନ୍ତି।
ଛାତ ଉପରେ ପ୍ରକୃତି ତାଙ୍କ ସହ ବାପା ମନ୍ମଥ ମିଶ୍ରଙ୍କ ସହ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ।
ବାବୁସାନଙ୍କ ପାରିବାରିକ ବିବାଦକୁ ନେଇ ତୃପ୍ତିଙ୍କ ପ୍ରତିକ୍ରିୟା...
ପତି-ପତ୍ନୀଙ୍କ ବିବାଦକୁ ସମାଧାନ ପାଇଁ ଉଦ୍ୟମ କରାଯାଉଥିବା ଜଣାପଡ଼ିଛି।
ଭୁଲ କ୍ୟାନସର ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ
ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଉଦ୍ବେଗ ପ୍ରକାଶ...
ପ୍ରଶାସନ ଶୁଣିଲାନି, ଗାଁ ଲୋକ ତିଆରି କଲେ ପୋଲ...
ପୁଣି ଚିନ୍ତା ବଢ଼ାଉଛି କରୋନା...
'ତୋ ଗୋଡ଼ ଧରିକି ସରି'... 'I Love You ବାଏ'
ସତ୍ତା ହରାଉଛି କୋରାପୁଟର ଅପର କୋଲାବ ଇକୋ ଟୁରିଜମ ପାର୍କ...
ନରସିଂହପୁର ଅଂଚଳରେ ଗୁଳିମାଡ଼ରେ ହାତୀ ଆହତ ଘଟଣା । ଜଙ୍ଗଲରେ ବୁଲୁଥିବା ଦନ୍ତା ଦେହରେ ବାଜିଛି ୫ଟି ଗୁଳି...
ବାବୁସାନ-ତୃପ୍ତି ପରିବାର ବିବାଦ ପ୍ରସଙ୍ଗ, ଘର ବାହାରେ ଅପେକ୍ଷା ନକରି ସାମ୍ବାଦିକଙ୍କୁ ଫେରିଯିବାକୁ କହିଲେ ବାବୁସାନ୍
ରାସ୍ତାରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଫାଇନ୍....
ଲକଡାଉନରେ ଘରେ ଅନେକ ସମୟ ବିତୁଥିଲା, ମହମାରୀ ସମୟରେ ହିଁ ତାଙ୍କୁ ପ୍ରେରଣା ମିଳିଲା । ଆଜି ସେ ନିଜ ପାଇଁ ତଥା ନିଜ ପରିବାର ପାଇଁ ଏକ ବିମାନ ନିର୍ମାଣ କରିପାରିଛନ୍ତି ।