ବାବୁସାନଙ୍କ ଘର ଫେରିବା ନେଇ ସମ୍ପର୍କୀୟ ଭଉଣୀ ତୃପ୍ତି ମହାନ୍ତି ନିଜର ପ୍ରତିକ୍ରିୟା ରଖିଛନ୍ତି ।
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ
ପୁଅ ପାଇଁ ଆଗକୁ ଆସିଲେ ଅପରାଜିତା । ପୁଅ ଫେରିବା ପରେ ସମସ୍ତଙ୍କ ଧନ୍ୟବାଦ ଜଣାଇଛନ୍ତି ।
ଅନାଥ ଶିଶୁକୁ ମିଳିଗଲା ନୂଆ ମା’ କୋଳ। ଜଣେ ସ୍ପେନୀୟ ମହିଳା ଗଜପତିର ଏକ ଅନାଥ ଶିଶୁକୁ କୋଳେଇ ନେଇଛନ୍ତି।
ଭୁବନେଶ୍ୱର ବିମାନ ବନ୍ଦରରୁ ସିଧାସଳଖ ଏକ କାର୍ ଯୋଗେ ବାବୁସାନ ଭୁବନେଶ୍ୱର ଜଗନ୍ନାଥ ବିହାର ସ୍ଥିତ ଘରକୁ ଯାଇଥିଲେ। ପ୍ରଥମେ ବାପା, ମା’ଙ୍କ ପାଖକୁ ଯିବି। ଯେତେବେଳେ ଯାହା ଦରକାର ପଡିବ ତାହି କହିବି ବୋଲି ସେ କହିଛନ୍ତି।
ହାଡ଼ିଗୁଡ଼ା ପଞ୍ଚାୟତ କୁଗୁପୁଟରେ ଜଣେ ମହିଳା ଆକ୍ରାନ୍ତ ଓ ଟିକିରି ପଞ୍ଚାୟତ ଜାମୁଗୁଡ଼ରେ ଆଉ ଜଣେ ମହିଳା ଆକ୍ରାନ୍ତ ମୃତ ।
ବାନ୍ତି କରିବା ଆଳରେ କନଷ୍ଟେବଲ୍କୁ ଚକ୍ମା ଦେଖାଇ ଥାନାରୁ ଚମ୍ପଟ ମାରିଲା ଅଭିଯୁକ୍ତ। ନାବାଳକଙ୍କୁ ହତ୍ୟା ଅଭିଯୋଗରେ କୋରାପୁଟ ସଦର ଥାନାରେ ପର୍ଶୁରାମ ପରଜାଙ୍କୁ ପୋଲିସ୍ ଅଟକ ରଖିଥିଲା।
www.ojee.nic.inରେ ରେଜଲ୍ଟ ଉପଲବ୍ଧ
୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାକୁ ଲକ୍ଷ୍ୟ।
ଲାଞ୍ଚ ନେବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ଭୁବନେଶ୍ୱରରେ ପହଞ୍ଚିଲେ ଅଭିନେତା ବାବୁସାନ ମହାନ୍ତି। ଚେନ୍ନାଇରୁ ବିମାନ ଯୋଗେ ଆସି ଆଜି ସକାଳେ ଭୁବନେଶ୍ୱରରେ ପହଞ୍ଚିଛନ୍ତି।
ଆଜି ପ୍ରକାଶ ପାଇବ ଯୁକ୍ତ ୨ ଓ OJEE ରେଜଲ୍ଟ। ଅପରାହ୍ଣ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ OJEE ରେଜଲ୍ଟ ବାହାରିବ।
ଗତକାଲି ଚେନ୍ନାଇ ଏୟାରପୋର୍ଟରେ ଅଭିନେତା ବାବୁସାନ ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ହେଲେ ଏହାପରେ ବି ସେ ଭୁବନେଶ୍ୱର ଫେରି ନାହାନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଓଡ଼ିଆ ଫିଲ୍ମ ଜଗତକୁ ଗଲା କିଛି ବର୍ଷ ଧରି ସାହାରା ହୋଇ ଆସୁଥିବା ବାବୁସାନଙ୍କ ବିନା ଇଣ୍ଡଷ୍ଟ୍ରୀ ଆଗକୁ ଯିବ କେମିତି ? ଏମିତି ଏକାଧିକ ପ୍ରଶ୍ନ ଏବେ ଓଡ଼ିଆ ଦର୍ଶକ ଓ ସିନେ ପ୍ରେମୀଙ୍କୁ ବ୍ୟଥିତ କରିଥିବା ବେଳେ ସେପଟେ ବାବୁସାନ୍ ଏସବୁକୁ ଭୁଲି ତାଙ୍କ ଦକ୍ଷ ଅଭିନୟ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି ବହୁ କଳାକାର, ନିର୍ଦ୍ଦେଶକ ଓ ସିନେ ସମୀକ୍ଷକ ।
ଆଠଗଡ ବନଖଣ୍ଡରେ ମାଟିତଳୁ ହାତୀ କଙ୍କାଳ ଉଦ୍ଧାର ଘଟଣାର ରିପୋର୍ଟ ଦେବାକୁ ଆଉ ମାସେ ସମୟ ମାଗିଲା ଏସ୍ଆଇଟି
୩ ଦିନ ପରେ ଚେନ୍ନାଇରୁ ଫେରିଛନ୍ତି ଅଭିନେତ୍ରୀ ପ୍ରକୃତି ଏବଂ ଆଜି ତାଙ୍କ ଘରକୁ ଯାଇ ପଚରାଉଚରା କରିଛି ଖାରବେଳନଗର ଥାନା ପୋଲିସ । ତେବେ ବାବୁସାନ ଗଲେ କୁଆଡ଼େ ? ଚେନ୍ନାଇରେ ନା ଆଉ କେଉଁଠି ଅଛନ୍ତି ସେ ? ନୋଟିସ୍ ସତ୍ତ୍ୱେ ନଆସିଲେ ଆଉ କି ପଦକ୍ଷେପ ନେଇପାରେ ପୋଲିସ ?
ଚେନ୍ନାଇ ବିମାନ ବନ୍ଦରରେ ଓଲିଉଡ ଅଭିନେତା ବାବୁସାନ । ସାମ୍ନାକୁ ଆସିଲା ଚେନ୍ନାଇ ବିମାନବନ୍ଦରରେ ବାବୁସାନ୍ଙ୍କ ଭିଡିଓ । ବାବୁସାନ୍ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିବା ନେଇ ସୂଚନା ମିଳିଛି ।
ଚନ୍ଦ୍ରଗିରିର ସମୀର ପ୍ରଧାନୀଙ୍କ ଉଦ୍ଭାବନକୁ ନେଇ ଚର୍ଚ୍ଚା
ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର
କାଲି ଦିନ ୧୧.୩୦ ରେ ପ୍ରକାଶ ପାଇବ OJEE ରେଜଲ୍ଟ ।
କାଲି +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ
ତହସିଲଦାରଙ୍କୁ ଭେଟିବାକୁ ନ ଦେବାରୁ ତହସିଲ ଅଫିସ ଆଗରେ ହତ୍ୟା ଉଦ୍ୟମ କଲେ ଯୁବକ ।
ମହିଳା ପୋଲିସ ଅଧିକାରୀ ପ୍ରକୃତି ମିଶ୍ରଙ୍କୁ ୧ ଘଣ୍ଟା କାଳ ଜେରା କରିଛନ୍ତି।
କଟକ ନରସିଂହପୁର ଅଞ୍ଚଳରେ ପୁଣି ଏକ ହାତୀକୁ ଗୁଳିମାଡ ହୋଇଥିବା ସୂଚନା ।