ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ, ବୁଧବାର। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ବାଙ୍ଗିରିପୋଷି ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ବୋଲେରୋ ଉପରେ ଓଲଟି ପଡ଼ିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି।
ଯାଜପୁର ଭଗବାନପୁର ଗାଁରେ କରାଯିବ ଅନ୍ତିମ ସତ୍କାର
ATMରୁ ଟଙ୍କା ବାହରିଲା ଭଳି ଏଣିକି ରାସନ୍ ବାହାରିବ। ପାଇଲଟ ପ୍ରୋଜେକ୍ଟ ଭାବେ ରାଜଧାନୀ ଭୁବନେଶ୍ୱରରେ ଏହି ଯୋଜନା ଆରମ୍ଭ ହେବ।
୫୦ ପ୍ରତିଶତ ନମୁନାରେ ମାରାତ୍ମକ ଭିବ୍ରିଓ କୋଲେରା ବୀଜାଣୁ
ଗୃହ ବିଭାଗ ପକ୍ଷରୁ ଜାରି ଶ୍ୱେତପତ୍ର -୨୦୨୧ରେ ତଥ୍ୟ ପ୍ରକାଶ
ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୫୦ ପ୍ରତିଶତ ନମୁନାରେ ମାରାତ୍ମକ ଭିବ୍ରିଓ କଲେରା ଜୀବାଣୁ । ପୁଣି ମନେ ପଡ଼ିଲା ୨୦୦୭ର ଝାଡ଼ାବାନ୍ତି ଭୟାବହତା ।
ଧରାପଡ଼ିଲା ଚାଉଳ ଓଜନ ପରେ ସତ । ବେଧଡ଼କ୍ ଚାଲିଛି ମଧ୍ୟାହ୍ନ ଭୋଜନ ଚାଉଳ ହରିଲୁଟ୍ । ଉପଜିଲ୍ଲାପାଳ କହିଲେ ଯୋଗାଣ ବିଭାଗକୁ ମାଗିବୁ ରିପୋର୍ଟ ।
ଆଗ୍ରହୀ କମ୍ପାନିକୁ ନିବେଶ ଅର୍ଥର ୨୫ ପ୍ରତିଶତ ଦେବେ ରାଜ୍ୟ ସରକାର । ସରକାରଙ୍କୁ ଉଦ୍ୟୋଗୀ କହିଲେ ଯୋଗାଇ ଦିଅ ମାଗଣା ଜମି ।
ମୋକିମ୍ କହିଲେ କଂଗ୍ରେସରେ ଅଛି ରହିବି । କାର୍ଯ୍ୟାନୁଷ୍ଠାନ ଦାବି କଲେ ତାରା-ସୁର । ଶରତ କହିଲେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା ।
କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍କୁ ହ୍ରାସ କରାଯାଇଥିଲା । ୭୦ ପ୍ରତିଶତ ସିଲାବସରେ ପାଠ ପଢା ସହ ପରୀକ୍ଷା ବି ହୋଇଥିଲା ।
ମାଟିର ଝିଅ କଥାକୁ ଖଣ୍ଡନ କଲେ ତାରାପ୍ରସାଦ ବାହିନୀପତି । ଯଶୱନ୍ତ ସିଂହ୍ନା ବିହାରର, ତାଙ୍କୁ ବିଜେପି ଭୋଟ ଦେଲା କି ?
IT କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ବିଶେଷ ପ୍ରୋତ୍ସାହନ ଘୋଷଣା । ସ୍ଥାୟୀ ପୁଞ୍ଜିନିବେଶ ନିମନ୍ତେ କଂପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ ।
କାଶୀପୁର ଘଟଣାକୁ ନେଇ କଂଗ୍ରେସର ଉଦବେଗ୍ । ରାଜ୍ୟ ସରକାରଙ୍କୁ ନରସିଂହ ମିଶ୍ରଙ୍କ ଟାଗେର୍ଟ ।
ଗାଁକୁ ସଂଯୋଗ କରୁଥିବା ରାସ୍ତାରେ ନାଳ ଥିବାରୁ ଆମ୍ବୁଲାନ୍ସ ଆସି ପାରିନଥିଲା, ୫ କିମି ଖଟିଆରେ ବୁହା ହୋଇ ବିଳମ୍ବରେ ହସ୍ପିଟାଲ ନିଆଯାଇଥିଲା
ରାୟଗଡ଼ା ଜିଲ୍ଲାର ୧୫ ପଞ୍ଚାୟତ, କୋରାପୁଟର ୩୧ ପଞ୍ଚାୟତକୁ ମିଳିବ ପାଣି
ପ୍ରେମିକକୁ ଦେଖା କରିବାକୁ ଭୁବନେଶ୍ୱରରୁ ଯାଇଥିଲା ପ୍ରେମିକା। ରାସ୍ତା ଉପରେ ଉଭୟଙ୍କ ମଧ୍ୟରେ ହେଲା ଯୁକ୍ତିତର୍କ । ରାଗିଯାଇ ନଈକୁ ଡେଇଁ ପଡ଼ିଲା ପ୍ରେମିକା । ବାସ୍...ପ୍ରେମିକା ପଛେ ପଛେ ନଈକୁ ଡେଇଁଲା ପ୍ରେମିକ । ଆଉ ପ୍ରେମିକାଙ୍କୁ କଲେ ଉଦ୍ଧାର।
ଶସ୍ତା ହେଲା ସୁନ-ରୂପା ଦର..
ଇଏ ଏମିତି ଏକ ଗାଁ ଯେଉଁଠାରେ ୧୦୦ ବର୍ଷ ହେଲାଣି କେହି ପାସ୍ କରିନାହାନ୍ତି ମାଟ୍ରିକ୍। ଅଧାରୁ ପାଠ ଛାଡ଼ି ଜଙ୍ଗଲରେ କାଠ ହାଣିବା ଆଉ ଗାଈ ଚରାଇବାରେ ବ୍ୟସ୍ତ ଏଠିକା ପିଲା। କିନ୍ତୁ ପଙ୍କରେ ପଦ୍ମ ପରି ମନଦେଇ ପାଠ ପଢି ମାଟ୍ରିକ ପାସ୍ କଲେ ସନ୍ଦୀପ ମାଝୀ। ଗାଁରେ ଖୁସିର ମାହୋଲ। ଇଂଜିନିୟର ହେବାକୁ ଦେଖୁଛନ୍ତି ସୁନେଲୀ ସ୍ୱପ୍ନ।
ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ...ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି ।
ଆଜି ୯୪୫ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, କେବଳ ଖୋର୍ଦ୍ଧାରୁ ୩୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି...
ପୂର୍ବରୁ ଚାଷୀଙ୍କଠୁ ଗୋବର ସଂଗ୍ରହ କରୁଥିଲେ ରାଜ୍ୟ ସରକାର
ଆଉ ନାହାନ୍ତି ILS ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା..