ରାଜ୍ୟରେ ଆହୁରି ତିନିଦିନ ବର୍ଷା ଲାଗି ରହିବ...ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭାରତୀୟ ଗଣତାନ୍ତ୍ରିକ ଇତିସାହରେ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବାର ଗୌରବ ଅର୍ଜନ କରିବାକୁ ଯାଉଛନ୍ତି ଦ୍ରୌପଦୀ ମୁର୍ମୁ ।
ଟେଲି ଅଭିନେତ୍ରୀ ରାଜେଶ୍ୱରୀଙ୍କ ପରଲୋକ । ଭୁବନେଶ୍ୱରର ଘରୋଇ ହସ୍ପିଟାଲ୍ରେ ରାଜେଶ୍ୱରୀଙ୍କ ପରଲୋକ । ସିନେମା ଓ ସିରିୟଲ ଜଗତରେ ଶୋକର ଛାୟା ।
ଡୁମରପଦର ଗାଁରେ ଆହୁରି କିଛି ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ଥିବା ଜଣାପଡିଛି ।
ପ୍ରାୟ ୩ କିଲୋମିଟର ପାହାଡ଼ ଉପରୁ ତଳକୁ କାନ୍ଧରେ ବୋହି ବୋହି ଆଣିଛନ୍ତି ପୋଲିସ ବାବୁ । ଏଭଳି ଏକ ନିଆରା ଓ ହୃଦୟକୁ ଛୁଇଁଗଲା ଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର ଫୁଲଝର ନିକଟ ଗୀନିଆ ଜଙ୍ଗଲରେ ।
ରାଜଧାନୀର ଓଟିଡିସି ରେଷ୍ଟୁରାଂଟ୍ ନିମନ୍ତ୍ରଣର ମ୍ୟାନେଜର ଓ ଆସିଷ୍ଟାଣ୍ଟ ମ୍ୟାନେଜର ମିଶି ଚଳୁକରିଦେଲେ ସାଢେ ୧୭ ଲକ୍ଷ ଟଙ୍କା...
ଅଖ୍ୟାତ ଆଦିବାସୀ ପଲ୍ଲୀର ପ୍ରଖ୍ୟାତ ଝିଅଙ୍କ ପାଇଁ ଚାରିଆଡ଼େ ସେଲିବ୍ରେସନ୍...
୫-ଟି ସ୍କୁଲରେ ଭୟଙ୍କର ଦୁର୍ନୀତି। ଉନ୍ନତିକରଣରେ ଲକ୍ଷ ଲକ୍ଷ ଲୁଟ୍....ଗୋଟିଏ ପଟେ କାମ ସରିନି ଅନ୍ୟପଟେ ଉଠିଗଲାଣି ଟାଇଲ୍ସ। ୪ ମାସ ହେଲାଣି ଏମିତି ଉନ୍ନତିକରଣ ହେଉଛି ଯେ ଏ ପର୍ଯ୍ୟନ୍ତ କାମ ସରୁନି। ସମସ୍ତଙ୍କ ମିଲିଭଗତରେ ଚାଲିଛି ମହାଦୁର୍ନୀତି
ଏ ସମ୍ପର୍କରେ ପୌରଧ୍ୟକ୍ଷା ନିକଟକୁ କୌଣସି ନୋଟିସ ଆସିନଥିବା କହିଛନ୍ତି।
ପେସା ଡାକ୍ତର, କିନ୍ତୁ ନିଶା ରିଲ୍ସ । ସରକାରୀ ମେଡିକାଲରେ ଚାକିରି କରିଛନ୍ତି । ଦରମା ଟଙ୍କାରେ ପେଟ ପୂରୁନଥିଲା ଯେ, ଦସ୍ତଖତ ଟିକିଏ କରିବା ପାଇଁ ୧୧ ହଜାର ମାଗୁଥିଲେ। ଭିଜିଲାନ୍ସ ହାତରେ ଧରାପଡ଼ି ଏବେ ଗିରଫ ହେଲେ। କିନ୍ତୁ ବାବୁଙ୍କ ରିଲ୍ସ ଦେଖି ଆପଣ ହୋଇଯିବେ କାବା । କଳା ଚଷମା ସାଙ୍ଗକୁ ଟାଇଟ୍ ଜିନ୍ସରେ କରୁଛନ୍ତି ରିଲ୍ସ ଭିଡିଓ ।
୬ ମାସରେ ୧୭ ଲକ୍ଷ ୫୦ ହଜାର ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।
ଉକ୍ତ ଯୁବକ ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି, କୁଟୁମ୍ବ କେହି ଶବକୁ କାନ୍ଧ ଦେଇ ନଥିଲେ।
ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସ୍ୱାମୀ ମୁକୁନ୍ଦାନନ୍ଦ ବନ୍ଦୀ କରି ରଖିଥିବା ଅଭିଯୋଗ ହୋଇଛି। ବାବାଙ୍କ ଆଶ୍ରମକୁ ଗଲେ, ସେମାନେ ଝିଅ ସହ ଭେଟିବାକୁ ଦେଉନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
ପତ୍ନୀଙ୍କୁ ସବୁଦିନ ପାଇଁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ରାଜେଶ୍ୱରୀଙ୍କ ସ୍ୱାମୀ। କୋହଭରା କଣ୍ଠରେ ସେ କହିଛନ୍ତି, ‘ମଝିରେ ମଝିରେ ତାଙ୍କ ଦେହ ଖରାପ ହେଉଥିଲା। ତେବେ ଚିକତ୍ସା ପରେ ପୁଣି ସେ ଠିକ୍ ହୋଇଯାଉଥିଲେ।
ଗର୍ଜନ କରି ମାଡ଼ି ଆସୁଛୁି ସମୁଦ୍ର ଜୁଆର । କୂଳ ଲାଙ୍ଘିବାକୁ ବସିଲାଣି ସମୁଦ୍ର । ରାଜ୍ୟ ପର୍ଯ୍ୟଟନ ଶିଳ୍ପର ଅନ୍ୟତମ ଆକର୍ଷଣ କୁହାଯାଉଥିବା କୋଣାର୍କ ପୁରୀ ବେଳାମାର୍ଗ ନଷ୍ଟ ହେବାକୁ ବସିଲାଣି ।
ଖୋର୍ଦ୍ଧାରୁ ସର୍ବାଧିକ ୩୧୨ ଚିହ୍ନଟ ହୋଇଛନ୍ତି।
ପ୍ରେମିକାକୁ ବିଷ ଦେଇ ମାରିଲା ପ୍ରେମିକ। ଯୁବତୀଙ୍କ ମୃତ୍ୟୁ ପୂର୍ବର ଜମାନବନ୍ଦୀ ଭାଇରାଲ ହେବାରେ ଲାଗିଛି।
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର। ଆଜି ଆପଣଙ୍କ କେମିତି କଟିବ ଦିନ
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି।
ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ହୋଇଛି। ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ସେ ପ୍ରଶଂସା ସାଉଁଟିଥିଲେ।
ଡାକ୍ତରଙ୍କୁ କିଏ କହେ ଦ୍ୱିତୀୟ ଇଶ୍ୱର ତ ଆଉ କିଏ କହେ ପ୍ରାଣଦାତା। କିନ୍ତୁ ଲାଞ୍ଚ ନେଇ ନାଚଗୀତ ସହ ରିଲ୍ କରି ସୋସିଆଲ୍ ମିଡ଼ିଆରେ ବ୍ୟସ୍ତ ରହୁଥିବା ଏଭଳି ଡାକ୍ତରଙ୍କୁ ଆପଣ କଣ କହିବେ ସେ ବିଚାର ଆପଣଙ୍କର।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବିଜେଡି ସାଂସଦ ଅଚ୍ୟୁତ ସାମନ୍ତ କିଟ୍ ବିଶ୍ୱବିଦ୍ୟାଳୟର ମାଲିକ ହୋଇଥିବାରୁ ତାଙ୍କୁ ଅହେତୁକ ଅନୁକମ୍ପା ଦେଖାଇଛି କି ପ୍ରଶାସନ?
ବଲାଙ୍ଗିରରେ ବି ମଧ୍ୟାହ୍ନ ଭୋଜନ ଚାଉଳରେ ଦୁର୍ନୀତିର ଗନ୍ଧ । ଗୋଦାମରୁ ଉଠିଛି ହେଲେ ସ୍କୁଲରେ ପହଞ୍ଚିନି ଚାଉଳ ।