'ସୁଭଦ୍ରା' ଆବେଦନ ବେଳେ ଆପଣ ଦେଇଥିବା ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍ ଅଛି କି ? ଗୋଟିଏ ମୋବାଇଲ ନମ୍ବରରେ ଅଧିକ ଆକାଉଣ୍ଟ ଲିଙ୍କ୍ ଥିଲେ ଦେଖାଉଛି ମିସ୍ ମ୍ୟାଚ୍ ।
ଯାଜପୁର ବୁଢ଼ାପୋଲ ଛକ ଉପରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଏଭଳି ମରଣାନ୍ତକ ଆକ୍ରମଣ ପଛର କାରଣ କ'ଣ ? ଯାଜପୁରରେ ଗଡ଼ ଭୁଶୁଡ଼ିବା ପରେ ରକ୍ତମୁଖା ହୋଇଛି କି ବିଜେଡି ?
ଚାରିଆଡ଼େ ସବୁଜିମାର ଆସର...ବିସ୍ତୀର୍ଣ୍ଣ ଜଳରାଶି ସାଙ୍ଗକୁ ମନମୋହୁଛି ବଣ ପାହାଡ଼ । କେଉଁଠି ପରିବା ବାଡ଼ି ତ ଆଉ କେଉଁଠି ମାଣ୍ଡିଆ ଚାଷ ମନମୋହୁଛି ।
ମଟନ, ଚିକେନ, ପନିର, ଛତୁ, ବୈଡ୍, ବିରିୟାନୀ... କୌଣସି ଖାଦ୍ୟ ବାଦ୍ ପଡିନି ବାସି ଲିଷ୍ଟରୁ ।
ବଦ୍ରି ଖୋଲିଲେ ନିଜ ଦଳ ବିଜେଡି ନେତାଙ୍କ ଗୁମର । ସରକାରକୁ ପୁଣି ବିଜେଡି ଫେରିବା ଦମ୍ଭୋକ୍ତିକୁ କଲେ କଡ଼ା ସମାଲୋଚନା । ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ ଓ ଅତନୁ ସବ୍ୟସାଚୀଙ୍କ ବୟାନକୁ କହିଲେ ଅବାସ୍ତବ ।
ଜଟଣୀ ବଜାରରେ କାହିଁକି ଘଟୁଛି ବାରମ୍ବାର ଅଗ୍ନିକାଣ୍ଡ? ଗତ ୫ ଦିନ ଭିତରେ ହେଲାଣି ଦୁଇ ଦୁଇଟି ଅଗ୍ନିକାଣ୍ଡ ।
ହତ୍ୟା ପାଇଁ ଅଢେଇ ଲକ୍ଷ ଟଙ୍କାର ସୁପାରି ଦେଇଥିଲା ଅଭିଯୁକ୍ତ ।
ବୈକୁଣ୍ଠ ଧାମ ଆଶ୍ରମ ଭିତରେ ଆସର ବସୁଥିଲା, ଲୋକେ ଦୂର ଦୂରାନ୍ତରୁ ଆସୁଥିଲେ । ବାବା ଗାଦିକୁ ଆସୁଥିଲେ ଆଉ ତାଙ୍କୁ ଦେଖିବାକୁ ଭିଡ଼ ଜମୁଥିଲା ।
ମହାନଦୀର ନୀଳ ଜଳରାଶିରେ ବିଭିନ୍ନ ପ୍ରକାର ଜଳକ୍ରୀଡ଼ାର ମଜା ନେଉଛନ୍ତି ଲୋକେ ।
ସମସ୍ତଙ୍କ ପାଇଁ ଡିଜିଟାଲ୍ ଶିକ୍ଷାକୁ ସୁଗମ କରିବା ପାଇଁ ଏକ ଅତ୍ୟାଧୁନିକ କମ୍ପୁଟର ଲ୍ୟାବ ରହିଛି ।
ବିଧାୟକଙ୍କ ପିଏସ୍ଓଙ୍କ ଏତଲା ଆଧାରରେ ୧୦ ଜଣ ଗିରଫ ହୋଇଛନ୍ତି । ଗିରଫ ପରେ ଯାଜପୁର SDJM କୋର୍ଟରେ ହାଜର ହୋଇଥିଲେ ।
ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟକୁ ନେଇ ପୋଲିସ ଡିଜିଙ୍କ ବଡ଼ ସୂଚନା । ଛତିଶଗଡ଼ରୁ ନଦୀ ପାର ହୋଇ ଓଡ଼ିଶାରେ ପଶୁଥିଲେ ମାଓବାଦୀ ।
ପ୍ରେସମିଟ କରି ଘଟଣାକୁ ନିନ୍ଦା କରିବା ସହ ପୋଲିସକୁ ସହଯୋଗ ଏବଂ ଶାନ୍ତି ବଜାୟ ରଖିବାକୁ ଅପିଲ କରିଛନ୍ତି ହିମାଂଶୁ । ପ୍ରଣବ ପ୍ରକାଶ ଦାସଙ୍କ ନାଁ ନେଇ କହିଛନ୍ତି, ଯାଜପୁରରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଚଳିବ ନାହିଁ ।
ବିଜେଡି ସରକାରକୁ ଫେରିବା ବୟାନବାଜିକୁ ନେଇ ବଦ୍ରି ପାତ୍ରଙ୍କ କଟାକ୍ଷ । ଯେଉଁମାନେ କହୁଛନ୍ତି ସେମାନଙ୍କର ମତି ବିଭ୍ରାଟ ହୋଇଛି ଏବଂ ସେମାନେ ଅଧିକ ନିନ୍ଦିତ ହେଉଛନ୍ତି ବୋଲି ବଦ୍ରି ପାତ୍ର କହିଛନ୍ତି ।
ଯାଜପୁର ବିରଜା ହାଟକୁ ନେଇ ମୁହାଁମୁହିଁ ସପକ୍ଷବାଦୀ ବିପକ୍ଷବାଦୀ। ସ୍ଥିତି ବିଗିଡ଼ିବା ପରେ ସାମୟିକ ସ୍ଥଗିତ ରହିଲା ବିରଜା ହାଟ। ଯାଜପୁର ବିରଜା ହାଟକୁ ସାମୟିକ ଭାବେ ବନ୍ଦ କରିଛି ପ୍ରଶାସନ।
CSO ସୁରେଶ ପାଣିଗ୍ରାହୀଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି ।
ଖାଦ୍ୟସାମଗ୍ରୀର ଦରଦାମ ଅହେତୁକ ଭାବେ ବଢୁଥିବାବେଳେ ସେହି ଅନୁପାତରେ ମୁଣ୍ଡପିଛା ଖର୍ଚ୍ଚ ବଢୁନଥିବାରୁ ଏହା ପିଲାଙ୍କ ମଧ୍ୟାହ୍ନ ଭୋଜନ ଥାଳିକୁ ପ୍ରଭାବିତ କରେ । ଥାଳି ପିଁଛା ଖର୍ଚ୍ଚ ବଢାଇବାକୁ ଅନେକ ସମୟରେ ବିଭିନ୍ନ ଫୋରମରେ ଦାବି ହୋଇଆସିଛି ।
ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା ।
ଓଡ଼ିଶାର କୃଷିପ୍ରଧାନ ପର୍ବ ମଧ୍ୟରେ ମାଣବସା ଗୁରୁବାର ଓଷା ଗୋଟିଏ। ଏହାକୁ ଖୁବ ନୀତି ନିୟମରେ ପାଳନ କରାଯାଏ। ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ପୂଜା କରାଯାଏ। ତେବେ ଆସନ୍ତୁ ଜାଣିବା ଏହାର ବିଧି ବିଧାନ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏହି ଆକ୍ରମଣ ପରେ ଓଟିଭିକୁ ପ୍ରତିକ୍ରିୟା ଦେଇଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ସାହୁ । ସେ କହିଛନ୍ତି, ମୋ ସହ ମୋ ପିଏସ୍ଓଙ୍କୁ ମଧ୍ୟ ଆକ୍ରମଣ କରିଥିଲେ । ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ ।
କାର୍ତ୍ତିକ ସରିଗଲା, କେବେ ଲାଗୁ ହେବ ରାମ୍ପ ଦର୍ଶନ ବ୍ୟବସ୍ଥା ? କାହିଁକି ବିଳମ୍ବ ହେଉଳି ରତ୍ନଭଣ୍ଡାର ମରାମତି ଓ ଅଳଙ୍କାର ଗଣତି ମଣତି ? ସେବାୟତ କଲ୍ୟାଣ, ଗୁରୁକୂଳ ପ୍ରତିଷ୍ଠା ଅବା ୟୁନିଫର୍ମ ଲ୍ୟାଣ୍ଡ ପଲିସି କେଉଁ ପ୍ରତିବନ୍ଧକରୁ ଅଧାରେ ଲଟକିଛି ଏସବୁ ନିଷ୍ପତ୍ତି ?
୪ ଦିନ ଭିତରେ ୩-୩ଟି ହାତୀ ଏବଂ ଗୋଟେ କଲରାପତରିଆର ଜୀବନ ଯିବା ପରେ ଏମିତି କଠୋର ହୋଇଛି ବନ ବିଭାଗ । ମନ୍ତ୍ରୀ କହିଛନ୍ତି, ଡିଏଫ୍ଓ ହୁଅନ୍ତୁ ବା ଆଉ କିଏ, ହାତୀ ମୃତ୍ୟୁ ଘଟଣାରେ ଯିଏ ବି ଅବହେଳା କରିଥିବେ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ।
ନିଜ ରକ୍ତର ସନ୍ତାନକୁ ପର ହାତରେ ଟେକି ଦେବାର କଠୋର ମାନସିକତା, ସଭ୍ୟ ସମାଜକୁ ଦୋହଲାଇ ଦେଇଛି । ରାୟଗଡ଼ା ଚାନ୍ଦିଲି ଅଞ୍ଚଳରେ ମାତ୍ର ୯ ଦିନର ଶିଶୁକନ୍ୟାକୁ ୨୦ ହଜାରରେ ବିକ୍ରି ଅଭିଯୋଗ, ସାରା ରାଜ୍ୟରେ ଚହଳ ପକାଇଦେଇଛି ।
ଯାଜପୁରରେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ । ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ନେଇ ହୋଇଛି ଅଭିଯୋଗ । ବବି ଦାସଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।