ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ୍ ଚିଲିଜ୍ ଦୋକାନକୁ BMC(ଭୁବନେଶ୍ୱର ମହାନଗର ନିଗମ) ସିଲ୍ କରିଛି। ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପରିବେଷଣ କରାଯାଉଥିବାରୁ ବିଏମ୍ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
ରାସ୍ତା କଡ଼ରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମମତା ଲୋକଙ୍କୁ ଗୁପଚୁପ୍ ପରଷୁଥିବାର ଭିଡିଓ ଭାଇରାଲ
ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଅଞ୍ଚଳର ଚିତ୍ର
ଆଜି ସକାଳେ ଯୁବତୀ ଜଣକ ସାଇକେଲରେ ଯୋକଡିଆ ବ୍ରିଜ୍ ନିକଟରେ ପହଞ୍ଚି ନିକଟସ୍ଥ ଜଳଖିଆ ଦୋକାନରୁ ପାଣି ପିଇଥିଲେ। ପରେ ବ୍ରିଜ୍ ଉପରକୁ ଯାଇ ସାଇକେଲ ରଖି ନଦୀକୁ ଡେଇଁ ପଡିଥିଲେ।
ଦୁର୍ବୃତ୍ତ ସେଠାରୁ ଫେରାର ହୋଇଯାଇଥିବା ବେଳେ ରିନାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯାଇଥିଲେ।
୧୦ ବର୍ଷ ଭିତରେ ୧୦ କୋଟିରୁ ଅଧିକ ଟଙ୍କାର ଜାଲି ନୋଟ୍ ଜବତ ହୋଇଛି।
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ। ଇଂରାଜୀରେ ୧୩ ତାରିଖ ବୁଧବାର
ଉତ୍ସବର ସହର ପୁରୀ। ଏଠି ବର୍ଷତ ସାତା ଆୟୋଜିତ ହୋଇଥାଏ ଅନେକ ଯାତ୍ରା। ତା ଭିତରେ ସାହିଯାତ ଅନ୍ୟତମ। ଆସନ୍ତୁ ଜାଣିବା ଏହି ସାହିଯାତ କ’ଣ ଆଉ କେବେଠାରୁ ଆରମ୍ଭ ହୋଇଛି ଏହି ସାହିଯାତ ପରଂପରା?
ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଉପକୂଳ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏତେ ସଂଖ୍ୟକ ପିଲାଙ୍କ ସ୍ୱପ୍ନ ଏବେ ଆଶଙ୍କା ଭିତରେ । ନାକଚ୍ ହୋଇଯିବା ପରେ ହତୋତ୍ସାହିତ ହୋଇପଡିଥିବା ଆଶାୟୀ ଏବେ ଅପେକ୍ଷା କରି ରହିଛନ୍ତି କମିଶନଙ୍କ ନିଷ୍ପତ୍ତିକୁ ।
ମାଟି ଅତଡା ଖାଇଛି। ମାଟିରେ ମିଶିଛି ବାସସ୍ଥଳ। ଜୀବନ ବିକଳରେ ଘର ଛାଡି ପଳାଇଛନ୍ତି ଗାଁ ଲୋକେ। ଲଗାଣ ବର୍ଷା ଫଳରେ ଉପରମୁଣ୍ଡରେ ଥିବା ପାହାଡରୁ ମାଟି ଧସି ବର୍ଷା ପାଣି ସହ ଗାଁ ଭିତରେ ପଶିଛି।
ସୋନପୁର-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ବଡ଼ବାହାଲି ଛକ ନିକଟରେ ଆଜି ସକାଳ ପ୍ରାୟ ୬ଟା ବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।
ସାଇବର ବିଶେଷଜ୍ଞ, ଟେକନିକାଲ୍ ଏକ୍ସପର୍ଟ ଓ ସାଇଣ୍ଟିଫିକ୍ ଟିମ୍ର ସହାୟତା ନେଲା ପୋଲିସ । ତଥାପି ମିଳିଲାନି ପ୍ରମାଣ ।
ଦୁର୍ଘଟଣା ଘଟାଇ ଆହତଙ୍କୁ ହସ୍ପିଟାଲ ନେବା ପରିବର୍ତ୍ତେ ଖସି ପଳାଇଥିଲେ ଇନ୍ସପେକ୍ଟର ।
ସିକ୍ୟୁରିଟି ଗାର୍ଡ଼ ଓ ୨ କର୍ମଚାରୀଙ୍କୁ ଛାଡ଼ି ଫେରାର ମାରିଥିଲା ଭ୍ୟାନ୍ ଡ୍ରାଇଭର । ପରେ ଭ୍ୟାନିଟି ପରିତ୍ୟକ୍ତ ଅବସ୍ଥାରେ ଭରୁଆକାନୀ ଜଙ୍ଗଲରୁ ଉଦ୍ଧାର ହୋଇଥିଲା ।
ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସୁବିଧାର ଫାଇଦା ଉଠାଇ ପାରିବେ ବୋଲି ସୂଚନା ରହିଛି ।
ଏହିସବୁ ବେଆଇନ୍ ଲୋନ୍ ଆପ୍କୁ ଦେଢ଼ ଲକ୍ଷରୁ ଅଧିକ ଲୋକ ଡାଉନଲୋଡ୍ କରି ଠକେଇର ଶିକାର ହୋଇଛନ୍ତି ।
ମଞ୍ଚେଶ୍ୱର ଥାନା ଅଞ୍ଚଳର ସରକାରୀ ଜାଗାରେ ଘର ଥିଲା । ଆଜି ପୋଲିସ ପ୍ରଶାସନ ଆସି ବୁଲ୍ଡୋଜରରେ ଭାଙ୍ଗିଲା ଘର ।
ଜାମୁଗଣ୍ଡ ଉପରେ ଗୋଟିଏ ଲୁହା ପୋଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ଗଞ୍ଜାମ ଜିଲ୍ଲାପାଳ କହିଛନ୍ତି ।
କଲେଜରେ ରାଗିଂ ହେବା ନେଇ କେହି ସ୍ୱୀକାର କରିନାହାନ୍ତି । କଲେଜରେ ରାଗିଂ ହେଉଥିବା ନେଇ କୌଣସି ପିଲା କହିନାହାନ୍ତି ।
ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ, ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।
ଜଗା ପ୍ରେମ ଆଗରେ ବୟସ ବି ହାର ମାନିଲା.. ମହାପ୍ରଭୁଙ୍କ ଦର୍ଶନ ଲାଳସାରେ ନୀଳମାଧବଙ୍କ ପୀଠରୁ ସାଇକେଲ ଧରି ଚାଲିଆସିଲେ ୭୫ ବର୍ଷୀୟ ବୃଦ୍ଧ..
ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଗଜପତି ଜିଲ୍ଳା ନୂଆଗଡ ବ୍ଲକର ନୂଆପଲ୍ଲୀ ଗାଁରେ ମାଟି ଅତଡା ଖସି ବ୍ୟାପକ କ୍ଷୟକ୍ଷତି ହୋଇଛି । ମାଲକାନଗିରି ଜିଲ୍ଲାରେ ଗତ ପ୍ରବଳ ବର୍ଷା ଲାଗି ରହିଛି । ଏଥିଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।