ମନରେ ଅନେକ ଦୁଖଃ କଷ୍ଟ ଥାଏ ତଥାପି ଛାତିରେ ପଥର ରଖି ପରୀକ୍ଷା ଦେଇଥିଲା ଝିଅ। ଏବେ ମାଟ୍ରିକ ପରୀକ୍ଷାରେ ପାସ୍ କରିଛି ଝିଅ। ମା’ଙ୍କ ସ୍ୱପ୍ନ ପୂରଣ କରିଛନ୍ତି, ହେଲେ ପାଖରେ ମାଆ ନାହିଁ।
ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା...
ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ..
ମାଙ୍କଡ଼ଙ୍କ ପାଇଁ ବ୍ରିଜ୍ । କେବଳ ମାଙ୍କଡ଼ ନୁହେଁ ଜଙ୍ଗଲରେ ରହୁଥିବା ଅନ୍ୟ ପଶୁଙ୍କ ପାଇଁ ତିଆରି ହୋଇଛି ସେତୁ...
କଟକ ଅଡ଼ଶପୁରର ଏକ କଲେଜରୁ ୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଛାତ୍ର ଓ ବାକି ୨୬ ଜଣ ଛାତ୍ରୀ ରହିଛନ୍ତି।
ମିଶିକି ପରୀକ୍ଷାରେ ପାସ୍ କଲେ ମାଆ ଓ ପୁଅ...
ବାଙ୍ଗିରିପୋଷି ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ନାବାଳକ ଆହତ ହୋଇଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ର(DIC)ର ଲାଞ୍ଚୁଆ ସୁପରଭାଇଜର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସେ ଜଣେ ହିତାଧିକାରୀଙ୍କୁ ସରକାରଙ୍କ ଠାରୁ ମିଳିବାକୁ ଥିବା ସବ୍ସିଡି ଟଙ୍କା କରାଇଦେବାକୁ ଲାଞ୍ଚ ନେଉଥିଲେ।
ସରକାରୀ କାର୍ଯ୍ୟକ୍ରମରେ ଶଙ୍ଖ ଚିହ୍ନ ଓ ନବୀନ ପଟ୍ଟନାୟକ ଜିନ୍ଦାବାଦ୍ ନାରା
ବିଜେପି ଟାର୍ଗେଟରେ ୬ ରାଜ୍ୟ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ ଓ ତାମିଲନାଡୁ । ଆଉ ସେଥିମଧ୍ୟରୁ ସ୍ୱତନ୍ତ୍ର ଫୋକସରେ ରହିଛି ଓଡ଼ିଶା । ବିଜେପିର ଲକ୍ଷ୍ୟ ହେଉଛି ରାଜ୍ୟରେ ସରକାର ଗଠନ କରିବା । ଏନେଇ ଦଳ ପ୍ରସ୍ତୁତ କରୁଛି ମାଷ୍ଟରପ୍ଲାନ୍ ।
ଦୁର୍ଘଟଣାରେ ମୃତାହତ ସମସ୍ତେ ଗୋଟିଏ ପରିବାରର ବୋଲି ଅନୁମାନ କରାଯାଉଛି।
ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବାଠୁ ରହିଛି ମହାପ୍ରଭୁଙ୍କ ରତ୍ନଭଣ୍ଡାର।
ମାତୃଭାଷା ଓଡ଼ିଆ ଓ ଇଂରାଜୀରେ କେମିତି ଆସିଲା ଶହେରୁ ଶହେ ନମ୍ବର...ମହାମାରୀ ପାଇଁ ଧାର୍ଯ୍ୟ ନୂଆ ମୂଲ୍ୟାୟନ ପଦ୍ଧତିକୁ ଦାୟୀ କଲେ ଶିକ୍ଷାବିତ୍...
ସେ ଏକ ଲୁଗା ଦୋକାନର ସେଲ୍ସମ୍ଯାନ୍। କଳା କାରିଗରି ସହ ତାଙ୍କର କୌଣସି ସଂପର୍କ ନଥିଲା। ଦିନେ ରାତିରେ ସ୍ୱପ୍ନ ଦେଖିଲେ, ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗଢୁଛନ୍ତି। ରାତି ପାହିଲା, ହଠାତ୍ ତାଙ୍କ ମନରେ ସାହସ ଆସିଲା, କିଛି ନଜାଣି ମଧ୍ୟ ସେ ସେବେଠୁ ଗଢ଼ିବା ଆରମ୍ଭ କଲେ କାଳିଆର ମୂର୍ତ୍ତି। ସେଦିନର ସେ ଅନୁଭୂତି ଥିଲା ଦେହ ଥରାଇ ଦେଲାପରି। ଆସନ୍ତୁ ଭେଟିବା ସେଲ୍ସମ୍ୟାନ୍ରୁ ମହାପ୍ରଭୁଙ୍କ କାରିଗର ପାଲଟି ଯାଇଥିବା ଏହି ବ୍ୟକ୍ତିଙ୍କୁ।
ଜାଣନ୍ତୁ କେଉଁ ରଥରେ ହୁଏ ନାହିଁ ଦକ୍ଷିଣ ମୋଡ଼...
ଗୋଟଟିଏ କଲେଜ୍ରୁ ୨୭ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ହୋଇଥିବା ସୂଚନା...
ଅଫିସିଆଲ ସିକ୍ରେଟ ଆକ୍ଟ ଲାଗିଲେ କେନ୍ଦ୍ରରୁ ପ୍ରସିକ୍ୟୁସନ ସାଙ୍କସନ୍ ଆଣିବା କଥା କିନ୍ତୁ...
କୁମ୍ଭୀର ମୁହଁରୁ ମୁକୁଳିଲେ ନିତ୍ୟାନନ୍ଦ, ଆଉ ଏବେ ଲୋମଟାଙ୍କୁରା କାହାଣୀ ବଖାଣୁଛନ୍ତି...
ସୂତା ଖିଅରେ ଝୁଲିଛି ସୂତାକଳର ଭାଗ୍ୟ । ୧୯୯୯ ମସିହା ପରଠାରୁ ବନ୍ଦ ହୋଇଗଲାଣି କାମ । ଋଣ ଭାର ୪ କୋଟି ଉପରେ । କାରଖାନା ଖୋଲିବାକୁ ବାରମ୍ବାର ଦାବି କରୁଛନ୍ତି ଲୋକେ । ହେଲେ ସରକାରଙ୍କ ଆନ୍ତରିକତା ନଥଖିବାରୁ ଅନ୍ଧାରରେ ୧୨ ଶ୍ରମିକଙ୍କ ଭବିଷ୍ୟତ।
ମୁଁ ସ୍ୱାଧୀନ ବିଧାୟକ ଅଛି ବୋଲି କହିଛନ୍ତି ଗୋପାଳପୁର ବିଧାୟକ।
ଆସନ୍ତାକାଲି ଓଡ଼ିଶା ଆସିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ...
ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ ପାଇଁ ଆସନ୍ତା କାଲି ଅପରାହ୍ନ ୪ ଟାରୁ ଦର୍ଶନ ବନ୍ଦ ରହିବ...
ରାଜ୍ୟ ସରକାରଙ୍କ ବନ ମହୋତ୍ସବ କାର୍ଯ୍ୟକ୍ରମରେ ନିମନ୍ତ୍ରଣ କରାଯାଇନଥିବା ନେଇ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।
ରାଜ୍ୟରେ ଚିନ୍ତା ବଢ଼ାଉଛି କରୋନା ଆକ୍ରାନ୍ତ ସଂଖ୍ୟା...