ସ୍କୁଲ ଛାତର ପ୍ଲାଷ୍ଟର ପଡ଼ି ୪ ବିଦ୍ୟାର୍ଥୀ ଓ ଜଣେ ଅଭିଭାବକ ଆହତ। ବିଦ୍ୟାର୍ଥୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଥିବା ବେଳେ ଅଭିଭାବକଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଛି।
ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଦିନ ଗୋଟାଏରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ଘୋଷଣା ହେବ ।
ତାଳଧ୍ୱଜ ରଥର ପଡ଼ିନାହାକା ଚକରେ ଫାଟ । ଫାଟିଛି ଦର୍ପଦଳନ ରଥର ବଡ଼ଉଛୁଳା ଚକ । ରଥନିର୍ମାଣ ବୈଷୟିକ ଟିମ୍ ପକ୍ଷରୁ ଆଜି ଯାଞ୍ଚବେଳେ ଜଳ ଜଳ ଦିଶିଥିଲା ବଡ଼ଠାକୁର ବଳବଦ୍ରଙ୍କ ରଥ ଚକରେ ଫାଟ ।
ବିବାହ ବିଚ୍ଛେଦ ମାମଲାରେ ଆଜି କଟକ ପାରିବାରିକ ଅଦାଲତରେ ସାକ୍ଷ୍ୟ ଦେଇଛନ୍ତି ଅନୁଭବ । ଏହି ସମୟରେ ବର୍ଷାଙ୍କ ଓକିଲ ଅନୁଭବଙ୍କୁ ଦୀର୍ଘ ସମୟ ଧରି ଜେରା କରିଥିଲେ ।
୩ ବର୍ଷ ଭିତରେ ୨୫୯୭୩ ମହିଳା ନିଖୋଜ ହୋଇଛନ୍ତି । ସେଥିରୁ ୯୯୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବାକି ୧୬,୦୫୩ ମହିଳା ଏବେବି ନିଖୋଜ ଅଛନ୍ତି ।
ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ କୋର୍ଟ ଲଗାଇଥିଲେ ରୋକ୍ । SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଥିଲେ କଟକ ଜିଲ୍ଲା ଜଜ୍ ।
କୋମନା ନିକଟସ୍ଥ କ୍ରିଷ୍ଣା ଗାଁ ଛକରେ ବାଇକକୁ ଧକ୍କା ଦେଇଥିଲା ସମ୍ମୁଖରୁ ଆସୁଥିବା ଟ୍ରକ୍ । ଘଟଣା ସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା ।
ମୋବାଇଲ ଗେମ୍ରେ ଲକ୍ଷାଧିକ ଟଙ୍କା ହରାଇ ଜୀବନ ହାରିଦେଲେ ଯୁବକ ।
ଆସନ୍ତା କିଛି ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ । ଏବେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।
ଜାପାନୀଜ୍ ପଦ୍ଧତିରେ ଚାଲିଛି ମିୟାୱାକି ବନୀକରଣ। ମାତ୍ର ୩୦ ବର୍ଷ ଭିତରେ ସୃଷ୍ଟି ହେବ ଘଂଚ ଜଙ୍ଗଲ। ଏମିତି ପଦ୍ଧତିରେ ତିଆରି ହେଉଥିବା ବନୀକରଣ ଅଂଚଳରେ ପ୍ରବଳ ବର୍ଷା ହେବ, ପାଣିର କୌଣସି ସମସ୍ୟା ହେବନି। ପରିବେଶ ପ୍ରଦୂଷଣରୁ ମିଳିବ ମୁକ୍ତି, ସୃଷ୍ଟି ହେବ ପ୍ରବଳ ଅମ୍ଲଜାନ ।
ଏବେ ସମସ୍ତଙ୍କ ମୁହଁରେ ଟୁଙ୍ଗୁରୁ ଭୋଳ ଆଉ ବର୍ଷାଙ୍କ ପ୍ରେମ କାହାଣୀ। ସୋସିଆଲ୍ ମିଡିଆ ଖୋଲୁ ଖୋଲୁ ଆଖି ସାମ୍ନାକୁ ଚାଲିଆସୁଛି ଟୁଙ୍ଗୁରୁ ଭୋଳ ଭିଡିଓ। ଏହାକୁ ନେଇ ତିଆରି ହେଉଛି କ୍ଷୁଦ୍ର ଚଳଚ୍ଚିତ୍ର ଏବଂ ଆଲବମ୍। ଅତି ସାଧାରଣ ବ୍ୟକ୍ତି ହୋଇଥିବା ବେଳେ କିଏ କଲା ଏମାନଙ୍କୁ ଏତେ ପ୍ରସିଦ୍ଧ। ସମସ୍ତେ ମିଡିଆକୁ ଦାୟୀ କରୁଥିବା ବେଳେ ପ୍ରକୃତ କଥା କ’ଣ ଆସନ୍ତୁ ଜାଣିବା।
ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ଓ ରାଧେଙ୍କ ସମ୍ପୃକ୍ତି ଥିଲା। ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତ ନଥିବା ତଦନ୍ତରୁ ଜଣାପଡ଼ିଛି।
୨୦୧୯ରୁ ୨୦୨୨ ଭିତରେ ୧୦, ୧୨୯ଟି ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଗୃହରେ ଉତ୍ତର ରଖି ଏହି ତଥ୍ୟ ପ୍ରଦାନ କରିଛନ୍ତି।
ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।
ଏହି ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ...
ଭେଜାଲ ବିହନ ଯୋଗୁଁ କ୍ଷତିରେ ପଡ଼ିଲେ ଚାଷୀ...
ଫିଟ୍ ଆଣ୍ଡ ଫାଇନ ପାଇଁ ଏକ ନୂଆ ଦିଶା ଦେଇଛି ବନ ବିଭାଗ..ଭଳିକି ଭଳି ଔଷଧୀୟ ବୃକ୍ଷ ସହ ବିଭିନ୍ନ କିଷମର ଫଳ ଉଦ୍ୟାନ ସୃଷ୍ଟି କରି ସାଉଁଟିଛି ପ୍ରଶଂସା...
ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ବିବାହ ଭୋଜିରେ ଅଭାବନୀୟ ଘଟଣା । ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ...
ମହଙ୍ଗା ପଡିଲା ମୀନାବଜାର ବ୍ରେକ୍ ଡ୍ୟାନ୍ସ । ଖେଳିବା ସମୟରେ ହଠାତ୍ ଅଚେତ୍ ହୋଇ ୧୩ ବର୍ଷର ଝିଅ ମୃତ୍ୟୁ...
ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ଭୁବନେଶ୍ୱରରେ ଟେଷ୍ଟିଂ ସେଣ୍ଟରକୁ BMC ବଢ଼ାଇଛି। ଏବେ ଭୁବନେଶ୍ୱରର ୨୫ଟି UPHC ଓ UCHCରେ କୋଭିଡ୍ ଟେଷ୍ଟ ବ୍ୟବସ୍ଥା ରହିଛି।
ଗୁପ୍ତ ନୀତି ପାଇଁ ଆଜି ୪ ଘଣ୍ଟା ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ହେବେ ।
ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ଓଜେଇଇ । କମ୍ପ୍ୟୁଟର ବେସ୍ଡ ମୋଡ୍ରେ ପରୀକ୍ଷା..
ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାର ୩୬ ଘଣ୍ଟା ପରେ ବି ପୋଲିସ ହାତ ଖାଲି। ସୁଇସାଇଡ୍ ନୋଟ୍ରେ ଲେଖାଥିବା ୩ ସିନିୟର ଛାତ୍ରୀ କିଏ ? ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।
ଦୁର୍ଘଟଣା ପରେ ଜଳିଗଲା ଜଳିଗଲା ଯାତ୍ରୀବାହୀ ବସ୍...