ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପାଣି...ପାଣି...ଆଉ ପାଣି । ଯୁଆଡ଼େ ଆଖି ବୁଲାଇଲେ ଜଳାର୍ଣ୍ଣବ ସ୍ଥିତି । ଘର ଭିତରେ ପାଣିର ସୁଅ ।
ପିଏମ୍ ଆବାସ ଯୋଜନା ଟଙ୍କା ଆତ୍ମସାତ ଅଭିଯୋଗ । ଶ୍ରମିକ କାର୍ଡ କରିବାକୁ କହି ଆକାଉଣ୍ଟ ଖୋଲି ଟଙ୍କା ହଡପ ଅଭିଯୋଗ ।
୨୦୨୫ ଶିଳ୍ପ କନକ୍ଲେଭ-ଉତ୍କର୍ଷ ଓଡ଼ିଶା ପୂର୍ବରୁ ଆମ୍ବାସଡର୍ସ ମିଟ । ଦିଲ୍ଲୀରେ ଆମ୍ବାସଡର୍ସ ମିଟରେ ୩୪ ଦେଶର ପ୍ରତିନିଧିଙ୍କ ସହ କଥା ହେଲେ ସିଏମ୍ ।
ଇସ୍ତଫା ଦେବାର ପ୍ରଶ୍ନ ଉଠୁନି । ଆଉ ପ୍ରଣବ ପ୍ରକାଶ ଉପ-ନିର୍ବାଚନ ଲଢ଼ିବାର ନାହିଁ କହିଲେ ସୁଜାତା ।
ରାଜ୍ୟରେ ଏବେ ୬୯୬ ଲିଓପାର୍ଡ, ୨ ବର୍ଷରେ ବଢ଼ିଛନ୍ତି ୧୨୮ ।
ଆସନ୍ତା ଏକ ସପ୍ତାହ ମଧ୍ୟରେ ସଠିକ ଭାବରେ ସମସ୍ତ ରାସ୍ତାଘାଟର ମରାମତି କାମ ଶେଷ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୋୟାବଡି ପାଇଁ ଲାଇସେନ୍ସ ନେଇ ଖୋଲିଥିଲେ ନକଲି ଘିଅ କାରଖାନା । ରେଡ୍ ବେଳେ ମିଳିଲା ବିପୁଳ ନକଲି ଘିଅ ଓ ଅନ୍ୟ ସାମଗ୍ରୀ ।
ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ଘଟୁଛି... ସହିବାର ଧୈର୍ଯ୍ୟର ବନ୍ଧ ଭାଙ୍ଗିବା ପରେ ତେଜିଛି ଅସନ୍ତୋଷ । ସରକାରୀ ଚାକିରି ଖଣ୍ଡିକ ଆଶାରେ ଥିବା ମଧ୍ୟବିତ୍ତ ପିଲାଙ୍କ ମଧ୍ୟରେ ବଢ଼ିଛି ଉତ୍ତେଜନା ।
ନୂଆ ଡିସିପି ଭାବେ କାର୍ଯ୍ୟଭାର ଗ୍ରହଣ କଲେ ପିନାକ ମିଶ୍ର । ପ୍ରତୀକ ସିଂଙ୍କ ବଦଳି ପରେ ଭୁବନେଶ୍ୱର ଡିସିପି ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ୨୦୧୧ ବ୍ୟାଚ ଆଇପିଏସ ଅଫିସର ପିନାକ ।
ଓଡ଼ିଶାରେ ଅଛନ୍ତି ମୋଟ୍ ୬୯୬ କଲରାପତରିଆ ବାଘ । ରାଜ୍ୟର ପ୍ରଥମ କଲରାପତରିଆ ଗଣନା ରିପୋର୍ଟରୁ ଆସିଛି ଏହି ତଥ୍ୟ ।
ଯିଏ ଦୁର୍ନୀତି କରିଥିବ ସିଏ ନିଶ୍ଚିତ ବନ୍ଧା ହେବ । ବବି ଦାସଙ୍କୁ ଟାର୍ଗେଟ କରି ଏଭଳି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ ।
ବାରମ୍ବାର ପରୀକ୍ଷାରେ ସାମ୍ନାକୁ ଆସୁଛି ସାଂଘାତିକ ଅବ୍ୟବସ୍ଥାର ଚିତ୍ର। କଟକରେ ମଧ୍ୟ ଆରଆଇ ଓ ଅମିନ ପରୀକ୍ଷାରେ ଅନୟମିତତା ଅଭିଯୋଗ ହୋଇଛି । ପରୀକ୍ଷା ବାତିଲ ଦାବିରେ ଆନ୍ଦୋଳନ କରିଛନ୍ତି ଚାକିରି ଆଶାୟୀ।
ଯାହା ସବୁ ପ୍ରଚାର ଚାଲିଛି ସେଥିରେ କୌଣସି ସତ୍ୟତା ନାହିଁ ବୋଲି ସୁଜାତା ସାହୁ କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ‘ମୁଁ ଇସ୍ତଫା ଦେବି କହିନି କି ମୋ ନେତା ଉପନିର୍ବାଚନ ଲଢ଼ିବେ ବୋଲି କହିନାହାନ୍ତି ।
ସାରା ଭାରତରେ ବିଜେଡି ଏକ ବଡ଼ ଆଞ୍ଚଳିକ ଦଳ । ଏ ଭାଡ଼ି ଖାଲି କରିବାର ତାକତ୍ ଅଛି କି ବୋଲି ବଦ୍ରି ପାତ୍ର କହିଛନ୍ତି ।
ବନ ବିଭାଗର ଏହି କେନ୍ଦୁପତ୍ର ଫଡ଼ି ଅର୍ଥାତ ଗୋଦାମରେ ଗତକାଲି ରାତିରେ ମୁଖା ପିନ୍ଧା ୧୦ ଜଣ ଡକାୟତ ପଶିଥିଲେ ।
ଆସନ୍ତା ଜାନୁଆରୀରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ହେବାକୁ ଥିବା ବେଳେ କନକ୍ଲେଭକୁ ଆସିବା ଲାଗି ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିବା କାର୍ଯ୍ୟକ୍ରମ ରହିଛି ।
ଏ କୁନି ହାତ ତତଲା କଡେଇରୁ ବାହାରକରୁଛି ଗରମ ଗରମ ପୁରି... ପାଖରେ ମାଆ ଅଟା ଦଳି ପୁରି ବେଲି ଝିଅକୁ ବଢ଼ାଇ ଦେଉଛନ୍ତି... ଗରମ କଡେଇ ପାଖରେ ଛିଡା ହୋଇ ପୁରି ସାଙ୍ଗକୁ ସିଙ୍ଗଡ଼ା, ବରା, ଚାଓମିନ୍ ରୋଲ ଭଳି ବିଭିନ୍ନ ଖାଦ୍ୟ ଜିନିଷ ତିଆରି କରୁଛନ୍ତି ଏ ମା’ ଝିଅ ।
ବଡ଼ ବୋହୂ ପ୍ରତି ଗ୍ରହମାନଙ୍କ ଅଶୁଭ ଦୃଷ୍ଟି ପଡ଼ିଛି। ଏହାର ପ୍ରତିକାର କଲେ ଶୁଭ ଫଳ ମିଳିବ। ଏଭଳି ପ୍ରବର୍ତ୍ତାଇ ଲକ୍ଷାଧିକ ଟଙ୍କାର ସୁନା ଚେନ୍ ଲୁଟିନେଲେ ଜଣେ କିନ୍ନର।
ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
‘ଯେତେବେଳେ ପୁଅ ମାଆ ପାଖକୁ ଆସେ କୌଣସି ଶକ୍ତି ଅଟକାଇ ପାରିବନି । ଆପଣମାନଙ୍କୁ ଦେଖି ଶତ ସିଂହର ବଳ ଆସିଛି, ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ ।’
ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରସ୍ତୁତ ସ୍ବତନ୍ତ୍ର ଶିଶୁଖାଦ୍ୟ । ମୂଷାଙ୍କ ଠାରେ ଉପାଦେୟ ସାବ୍ୟସ୍ତ ହେଲା 'ନ୍ୟୁଟ୍ରିନେଷ୍ଟ୍' ।
କାହିଁକି ବଦଳିଲା ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ସ୍କୁଲ ୟୁନିଫର୍ମର ରଙ୍ଗ ? ଏହାର ଉତ୍ତର ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଅଲଟ୍ରାସାଉଣ୍ଡ, ଆମ୍ବୁଲାନ୍ସ ଓ ପରିମଳରେ ବି ଅବ୍ୟବସ୍ଥା ! ଅଭିଯୋଗକୁ ନେଇ ଜିଲ୍ଲା ପରିଷଦ ବୈଠକରେ ଉଦବେଗ ।