କାହିଁକି ପୂର୍ବତନ ମନ୍ତ୍ରୀ ସମୀର ଦେ ରାଜନୀତିରେ ଚଢି ଚାଲିଥିଲେ ସଫଳତାର ଶିଡି । ବିରୋଧୀଙ୍କୁ କେମିତି ଦେଉଥିଲେ ମାତ୍ । ଏଇ ବିଶେଷ ଗୁଣ ପାଇଁ ସେ ହୋଇଯାଇଥିଲେ ଅଜାତଶତ୍ରୁ ।
ବୈକୁଣ୍ଠ ଧାମକୁ ନେଇ ଦିନକୁ ଦିନ ଖୋଲୁଛି ଗୋଟିଏ ପରେ ଗୋଟିଏ ଗୁମର । ଏହାରି ଭିତରେ ଆଜି ବାବାଙ୍କ ଦରବାରର ଭିଡିଓ ସାମ୍ନାକୁ ଆସିଛି । କେମିତି ଚାଲିଥିଲା ବାବାଙ୍କ ପୂଜା ।
ପ୍ରତି ସଫଳତା ପଛରେ ଥାଏ ସଂଘର୍ଷର କାହାଣୀ । ସେହି ସଂଘର୍ଷର ସୋପାନ ଅତିକ୍ରମ କରି, ୨୦୧୯ ୟୁପିଏସସି ସିଭିଲ୍ ସର୍ଭିସ ପରୀକ୍ଷାରେ ସଫଳତାର ସହ ୩୧ ରାଙ୍କ୍ ହାସଲ କରିଛନ୍ତି ସିମି କରନ ।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର । ଇଂରାଜୀରେ ୧୮ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
୧୪୦ ଡିସିମିଲ୍ ସରକାରୀ ଜମିରେ ଅବସ୍ଥିତ ଅଛି ଆଶ୍ରମ । ତେବେ ଏନେଇ ସରକାରଙ୍କୁ ରିପୋର୍ଟ ଦିଆଯାଇଛି, ସେହି ଅନୁସାରେ ପଦକ୍ଷେପ ନିଆଯିବ ବୋଲି ଜିଏ ବିଭାଗର ସହକାରୀ ନିର୍ଦ୍ଦେଶକ କହିଛନ୍ତି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଟିଭିକୁ ମିଳିଲା ସମ୍ମାନ । ଯୋଗଦେଲେ ଓଟିଭି ଏମଡି ଜଗି ମଙ୍ଗତ ପଣ୍ଡା ।
କେଜିଏ ସୁନା ଗହଣା, ବିଡ଼ା ବିଡ଼ା ଟଙ୍କା, ପୁଳା ପୁଳା ଦାମୀ ପ୍ଲଟ୍ ଓ ଫ୍ଲାଟ୍ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଏକାଦିନରେ ତିନି ତିନି ଜଣ ସରକାରୀ ବଡ଼ ବାବୁଙ୍କ ଘରୁ ଆଜି ଏମିତି ଆଖି ତରାଟିଲା ଭଲି ସଂପତ୍ତି ଠାବ କରିଛନ୍ତି ଭିଜିଲାନ୍ସ ।
ସଞ୍ଜୀବ ମିଶ୍ରଙ୍କ ପରେ ମନୋଜ ସାହୁ । ସପ୍ତାହକରେ ଓଡ଼ିଶାକୁ ଆସିଲେଣି ଦୁଇ IAS ଅଫିସର ।
ପ୍ରାୟ ଦୁଇଘଣ୍ଟା ଯାଏଁ ବନ୍ଦ ହୋଇଯାଇଥିଲା ହାର୍ଟ ବିଟ୍ । ହୃତପିଣ୍ଡ ଜମାରୁ କାମ କରୁ ନଥିଲା ।
ଚିକିତ୍ସାଧୀନ ଅବସ୍ଥାରେ କଟକର ଘରୋଇ ହସ୍ପିଟାଲରେ ଦେହାନ୍ତ । ସମୀରଙ୍କ ଦେହାନ୍ତରେ ରାଜନୈତିକ ମହଲରେ ଶୋକର ଛାୟା ।
ବିଶ୍ୱାସ ଆଉ ଗୁରୁଶିଷ୍ୟ ପରଂପରା ନାଁରେ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ବୈକୁଣ୍ଠଧାମ ଆଶ୍ରମରେ ଚାଲିଥିଲା କି ଭାଣ୍ଡାମୀ?
ତଥାକଥିତ କଳକୀ ବାବାଙ୍କ ନାଁରେ ସାଘାଂତିକ ଅଭିଯୋଗ । ଝିଅଙ୍କ ସହ ବୁଲନ୍ତି, ଟଙ୍କା ଉଡ଼ାନ୍ତି ।
ଆଉ ନାହାନ୍ତି ସମୀର ଦେ । ୬୭ ବର୍ଷରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି ।
ବ୍ୟାସକବି ଫକୀର ମୋହନ ସେନାପତିଙ୍କ କୌଣସି ଲେଖାକୁ ପ୍ରଶ୍ନ କରିବାର ଧୃଷ୍ଟତା ମୋର ନାହିଁ । କାରଣ ବ୍ୟାସକବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ ବୋଲି ମନୋଜ ମିଶ୍ର କହିଛନ୍ତି ।
ସ୍ୱାମୀ ସ୍ତ୍ରୀଙ୍କ ଦର ୪୦ ହଜାର । ସତ ସତିକା ନୁହେଁ ପିତ୍ତଳର ସ୍ୱାମୀ ଓ ସ୍ତ୍ରୀଙ୍କ ମୂର୍ତ୍ତିର ଦର ହେଉଛି ୪୦ ହଜାର ଟଙ୍କା ।
ଯୁଗ ବଦଳିଯାଇଛି । କିନ୍ତୁ ଆଜି ବି ବଦଳିନାହିଁ, କିଛି ଲୋକଙ୍କ ମଧ୍ୟଯୁଗୀୟ ମାନସିକତା । ଜାତିପ୍ରଥା କବଳରେ କବଳିତ କିଛି ବ୍ୟକ୍ତି ଓ ସଂପ୍ରଦାୟ ।
କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ଯେଉଁ ସ୍ଥାନରେ ଆଶ୍ରମ ଅଛି ତାହା ସରକାରୀ ଜମି ନା ସ୍ଥିତିବାନ ଜମି ସେ ନେଇ ତଦାରଖ କରିଛୁ । ପ୍ରାଥମିକ ତଦନ୍ତରେ ଯାହା ଦେଖିଲୁ ସେ ଜମି ସରକାରୀ ଜମି ଆସିପାରେ GA ଡିପାର୍ଟମେଣ୍ଟ ଆସିଷ୍ଟାଣ୍ଟ ଡାଇରେକ୍ଟର କହିଛନ୍ତି।
ଆଜି ସକାଳୁ ହିଁ ତାଙ୍କ ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାସ ଚନ୍ଦ୍ର ପଣ୍ଡାଙ୍କ ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍ । ଆଉ ଘଣ୍ଟା କେଇଟା ମଧ୍ୟରେ ଯାହା ମିଳିଛି ତାହା ବୋଧେ ଆଗକୁ କେତେ ହେବ ତା’ର ଏକ ଝଲକ ।
କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ନ ଥିଲା । କାର୍ତ୍ତିକ ମାସ ଶେଷ ହୋଇଥିବାରୁ ଏଏସ୍ଆଇ ମରାମତି ଆରମ୍ଭ କରିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।
ଦେବ ଓ ଦାନଵଙ୍କ ଲଢେଇରେ ଦେବତାମାନେ କାହିଁକି ହାରୁଥିଲେ? ଏକ ଗୋପନ ମନ୍ତ୍ର ପାଇଁ ଜଣେ ଯୁବକ ଦାନଵମାନଙ୍କ ଦେଶରେ ପହଞ୍ଚିଛନ୍ତି ଏବଂ କାହିଁକି ଦୁଇ ଥର ମରିଛନ୍ତି ଓ ପୁଣି କେମିତି ଦୁଇ ଥର ଜୀବନକୁ ଫେରିଛନ୍ତି? କାହିଁକି ବୃହସ୍ପତିଙ୍କ ପୁଅ କଚ, ଶୁକ୍ରାଚାର୍ଯ୍ୟଙ୍କ ଝିଅ ଦେବଯାନୀଙ୍କ ପ୍ରେମକୁ ଏଡ଼ାଇ ଯାଇଛନ୍ତି ?
ହାତୀ ମଣିଷ ଲଢେଇ ଭିତରେ ପୁଣି ବଳି ପଡ଼ିଲେ ହାତୀ। କେତେବେଳେ ଦାନ୍ତ ପାଇଁ ତ ଆଉ କେତେବେଳେ ଟ୍ରେନ୍ ଚକା ତଳେ ହାତୀଙ୍କ ଜୀବନ ଯାଉଛି। ତେବେ ଆଜି ପୁଣି ଥରେ ବିଦ୍ୟୁତ ଆଘାତରେ ୩ଟି ହାତୀଙ୍କ ମୃତ୍ୟୁ ହୋଇଛି।
ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଭିଜିଲାନ୍ସ ଜାଲରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢାଉ ଚାଲିଛି।