Advertisment

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି। ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିଲା। […]

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

Bhubaneswar Corona Update

Advertisment

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି।

Advertisment

ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିଲା।

ଭୁବନେଶ୍ୱରରେ ଏଯାବତ୍‌ ୧୦୩ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

publive-image

Odisha Corona Update OTV Khabar Odisha Corona News Bhubaneswar Corona Update Corona Update In Odia Coronavirus Latest News In Odia Odisha Corona News In Odia Odisha News In Odia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ