Advertisment

୨ ମୁଣ୍ଡ ନେଲା ନୟାପଲ୍ଲୀ ଓଭରବ୍ରିଜ୍: ମୃତକ ଏଥର ଦେଇଥିଲେ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଟ୍ରକ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ନୟାପଲ୍ଲୀ ଓଭରବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ମୃତାହତମାନେ ବାଇକ୍‌ରେ ଯାଉଥିବା ବେଳେ ଟ୍ରକ୍‌ଟି ସେମାନଙ୍କୁ ଧକ୍କା ଦେଇଥିଲା। ଏମାନେ ସମସ୍ତେ ଏଥର ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ ବୋଲି ଜଣାପଡ଼ିଛି। ଗୁରୁତର ଭାବେ ଆହତ ଛାତ୍ରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେ ଟ୍ରକ୍‌ର ପଛ ଚକା ତଳେ ପଡ଼ିଥିବା ଅବସ୍ଥାରେ ଉଦ୍ଧାର ହୋଇଥିଲେ। ଏ […]

୨ ମୁଣ୍ଡ ନେଲା ନୟାପଲ୍ଲୀ ଓଭରବ୍ରିଜ୍: ମୃତକ ଏଥର ଦେଇଥିଲେ ଯୁକ୍ତ ଦୁଇ ପରୀକ୍ଷା

news

Advertisment

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଟ୍ରକ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ନୟାପଲ୍ଲୀ ଓଭରବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି।

Advertisment

ମୃତାହତମାନେ ବାଇକ୍‌ରେ ଯାଉଥିବା ବେଳେ ଟ୍ରକ୍‌ଟି ସେମାନଙ୍କୁ ଧକ୍କା ଦେଇଥିଲା। ଏମାନେ ସମସ୍ତେ ଏଥର ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ ବୋଲି ଜଣାପଡ଼ିଛି। ଗୁରୁତର ଭାବେ ଆହତ ଛାତ୍ରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେ ଟ୍ରକ୍‌ର ପଛ ଚକା ତଳେ ପଡ଼ିଥିବା ଅବସ୍ଥାରେ ଉଦ୍ଧାର ହୋଇଥିଲେ।

ଏ ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ତେବେ ଏ ଦୁର୍ଘଟଣା କେମିତି ଘଟିଲା, ସେ ନେଇ ପୁଲିସ୍ ଖୋଳତାଡ଼ କରୁଛି।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ