Advertisment

ପଥର ଖାଦାନରେ ବିସ୍ଫୋରଣ ଘଟି ୩ ମୃତ; ୬ ଗୁରୁତର

ରାୟଗଡ଼ା: ପଥର ଖାଦାନରେ ବିସ୍ଫୋରଣ ଘଟି ୩ ମୃତ। ରାୟଗଡ଼ା ଜିଲ୍ଲା ଗୁଣପୁର ଓକିଲଗୁଡାରେ ଥିବା ପଥର ଖାଦାନରେ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ। ହୋଇଛି। ଏଥିରେ ଆଉ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁଣପୁର: ଓକିଲଗୁଡ଼ାରେ ଥିବା ପଥର ଖାଦାନରେ ବିସ୍ଫୋରଣ. ୩ ମୃତ, ୬ ଗୁରୁତର, ୩ ମୃତକଙ୍କ ମଧ୍ୟରେ ୨ ମହିଳା ଶ୍ରମିକ ଥିବା ସୂଚନା, ପଥର ଫଟାଇବାବେଳେ ବିସ୍ଫୋରଣ ଘଟିଥିବା ଅନୁମାନ, ବିସ୍ଫୋରଣ […]

author-image
Abinash Pati
ପଥର ଖାଦାନରେ ବିସ୍ଫୋରଣ ଘଟି ୩ ମୃତ; ୬ ଗୁରୁତର

blast

ରାୟଗଡ଼ା: ପଥର ଖାଦାନରେ ବିସ୍ଫୋରଣ ଘଟି ୩ ମୃତ। ରାୟଗଡ଼ା ଜିଲ୍ଲା ଗୁଣପୁର ଓକିଲଗୁଡାରେ ଥିବା ପଥର ଖାଦାନରେ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ। ହୋଇଛି। ଏଥିରେ ଆଉ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ନିକଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Advertisment

୩ ମୃତକଙ୍କ ମଧ୍ୟରେ ୨ ମହିଳା ଶ୍ରମିକ ଥିବା ସୂଚନା ମିଳିଛି। ପଥର ଫଟାଇବାବେଳେ ବିସ୍ଫୋରଣ ଘଟିଥିବା ଅନୁମାନ କରାଯାଉଛି। ବିସ୍ଫୋରଣ ସ୍ଥଳରେ ଉଦ୍ଧାର କାର୍ଯ୍ୟା ଜାରି ରହିଛି।

Advertisment
Advertisment
Advertisment