ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁକୁ ନେଇ ବଢ଼ିଛି ସସ୍ପେନ୍ସ । ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା କରିଥିବାର କହିଲେ ଭୁବନେଶ୍ୱର ଡିସିପି ।
ଗୋପନୀୟ ଓ ସଂବେଦନଶୀଳ ପ୍ରସଙ୍ଗ ଛାଡ଼ି ଅନ୍ୟ ସବୁ RTIକୁ ଆସିବ
୨ ପରିବାରକୁ ସାମାଜିକ ବାସନ୍ଦ ! ନା ସେମାନେ ଦୋକାନରୁ ସଉଦା କିଣୁଛନ୍ତି, ନା କାହା ସହ କଥା ହେଉଛନ୍ତି। ଗାଁ ଲୋକଙ୍କ ସହ କଥା ହେଲେ ୫ ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ଗାଁ କମିଟି ଚେତାବନୀ ଦେଇଛି।
କେବେ ପିଇଛନ୍ତି କି ମାଣ୍ଡିଆ ଚା’ ? ସମ୍ପୂର୍ଣ୍ଣ ଭାବେ ମାଣ୍ଡିଆରେ ପ୍ରସ୍ତୁତ ହେଉଛି ଏହି ଚା’। ଦିନେ ମାଣ୍ଡିଆକୁ ନାକ ଟେକୁଥିବା ସୌଖିନ ମଣିଷ ଆଜି ମାଣ୍ଡିଆର ମହତ୍ତ୍ୱକୁ ବି ବୁଝୁଛି।
ଯିଏ ଦିନେ ଶହଶହ ଲୋକଙ୍କୁ ଉଦ୍ଧାର କରୁଥିଲେ...ବନ୍ୟା ହେଉ କି ବାତ୍ୟା କି ଘରପୋଡ଼ି..ଖବର ପାଇବା ମାତ୍ରେ ସାଙ୍ଗେ ସାଙ୍ଗେ ପହଞ୍ଚି ଯାଉଥିଲେ ଆଉ ପ୍ରାଣ ରକ୍ଷା କରୁଥିଲେ...ରାସ୍ତା ଉପରେ ଗଛ ନେଇଗଲା ତାଙ୍କ ଜୀବନ। ରାସ୍ତାରେ ଯାଉ ଯାଉ ବିରାଟ ଡାଳ ପଡ଼ିଲା କିନ୍ତୁ ବଂଚିବାକୁ ସଂଘର୍ଷ କରୁଥିଲେ..ହେଲେ ଉଦ୍ଧାର ତ ହୋଇଗଲେ କିନ୍ତୁ ଜୀବନ ଫେରିପାରଲେନି ବାହାଦୁର ଅଗ୍ନିଶମ କର୍ମଚାରୀ
ଶାବର ଶ୍ରୀକ୍ଷେତ୍ରରେ ତିନି ଠାକୁର ଆଦିବାସୀ ସେବକଙ୍କ ଗୁପ୍ତ ସେବା ପାଉଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ତାଙ୍କର ଆଦି ପୂଜକ ଆଦିବାସୀଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନିବିଡ଼ରୁ ନିବିଡ଼ତର କରାଇବାରେ ଶାବର ଶ୍ରୀକ୍ଷେତ୍ର କୋରାପୁଟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।
ରାହାମା-ଖୋସାଲପୁର ସେତୁରେ ଉଜ୍ଜ୍ୱଳ ଆଲୋକୀକରଣ ପ୍ରକଳ୍ପର ଉଦ୍ଘାଟନ କରିବା ବେଳେ ବିଧାୟକ ହଟହଟା ହୋଇଛନ୍ତି ।
ଓଡ଼ିଶାରୁ ହିମାଚଳ ବୁଲିବାକୁ ଯାଇଥିଲେ, ଆଉ ସେଠାରେ ଚାରି ଜଣଙ୍କ ଜୀବନ ରକ୍ଷାକଲେ ଦୁଇ ସମ୍ପର୍କୀୟ ଭଉଣୀ ।
ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତଦେହ ମିଳିବା ପରେ ସନ୍ଦେହ ସୃଷ୍ଟି ହୋଇଛି। ଝିଅର ମୃତ୍ୟକୁ ନେଇ ରଶ୍ମିରେଖାଙ୍କ ବାପା ମଧ୍ୟ ସନ୍ଦେହ ପ୍ରକାଶ କରିଛନ୍ତି।
ନିଷ୍ଠା ନା ଅନ୍ଧବିଶ୍ୱାସ , ସ୍ୱାମୀଙ୍କୁ ବାବାଜୀଙ୍କ ଅଭିଶାପରୁ ରକ୍ଷା କରିବାକୁ ମନ୍ଦିରରୁ ଆଣ୍ଠେଇ ଆଣ୍ଠେଇ ଆସିଲେ ମହିଳା
ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ ବାୟୁ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ଦୁଇ ସମ୍ପର୍କୀୟ ଭାଇ ଭଉଣୀ ପରସ୍ପର ମଧ୍ୟରେ ପ୍ରେମ କରି, ଶେଷରେ ସେମାନଙ୍କର ଜୀବନ ଚାଲି ଯାଇଛି। ଜଙ୍ଗଲ ଭିତରୁ ସନ୍ଦେହଜନକ ଅବସ୍ଥାରେ ଉଭୟଙ୍କ ମୃତଦେହ ମିଳିବା ପରେ ମୃତ୍ୟୁକୁ ନେଇ ଏବେ ପ୍ରଶ୍ନ ସୃଷ୍ଟି ହୋଇଛି।
ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଅନାଦିଙ୍କର ୫ଟି ଘରେ ରେଡ୍ କରାଯାଇଛି ।
୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ମହାପ୍ରଭୁ। ଶ୍ରୀଜିଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି।
ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ, WFP ପକ୍ଷରୁ ରୋମ୍ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା ।
ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତଦେହ ମିଳିଛି। ଘର ମାଲିକ ରଶ୍ମିରେଖାଙ୍କ ମୃତଦେହ ଫ୍ୟାନ୍ରେ ଝୁଲନ୍ତା ଅବସ୍ଥାରେ ଦେଖିବା ପରେ ପୋଲିସ୍କୁ ଖବର ଦେଇଥିଲେ।
ପ୍ରାଣୀ ଚିକିତ୍ସାଳୟର କୁକୁରର ଗୋଡ଼, ବେକକୁ ମାଡ଼ି ବସି ଚାଲିଛି ଷ୍ଟିଜ୍। କୁକୁରଟି କଷ୍ଟ ସହି ନପାରି ଚିତ୍କାର କରୁଛି, ହେଲେ ଯେମିତି କାନ ବୁଜି ଦେଇଛନ୍ତି ଡାକ୍ତର ଓ ହସ୍ପିଟାଲ କର୍ମଚାରୀ।
ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ସୋମବାର । ତିଥି – ୭ମୀ ରାତ୍ରି ୦୯/୦୧ ଗତେ ୮ମୀ, ଚନ୍ଦ୍ର – କୁମ୍ଭ ରାତ୍ରି ୧୦/୩୬ ଗତେ ମୀନ, ଘାତ ଚନ୍ଦ୍ର- ମିଥୁନ, ମୀନ ରାଶିର ରାତ୍ରି ୧୦/୩୬ ଗତେ ଧନୁ ରାଶିର, ଘାତ ବାର - ମିଥୁନ ରାଶିର, ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ, ୨ ପାଦ - ପଶୁ ଓ ବଂଶହାନି- ତିଳକାଞନ ଦାନ ରାତ୍ରି ୦୯/୦୧ ଗତେ ୧ପାଦ କୁଟୁମ୍ଭ ହାନି ତିଳ କାଞନ ଦାନ ନିଶାନ୍ତ ୦୪/୩୫ ପର୍ଯ୍ୟନ୍ତ ।
ପଥର ଖଣି ଭିତରୁ ତଣ୍ଟିକଟା ସହ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମିଳିଥିବା ବୀଭତ୍ସ ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାସ ହୋଇଛି। ଅନୈତିକ ପ୍ରେମ ସମ୍ପର୍କ କାରଣରୁ ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ ସୂଚନା ଦେଇଛି।
ଆସନ୍ତା ୫ ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ।
ଅଗ୍ନିପଥ ଯୋଜନାକୁ ବିରୋଧ କରି ଦେଶ ଭିତରେ ହିଂସକାଣ୍ଡ ଭିଆଇବା ଅଭିଯୋଗରେ ଏପର୍ଯ୍ୟନ୍ତ ୮୦୪ ଅଭିଯୁକ୍ତ ଗିରଫ ହେଲେଣି । ଅଗ୍ନିପଥ ଯୋଜନାକୁ ବିରୋଧ କରି ଆଜି ବିଭିନ୍ନ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
୨ ସପ୍ତାହରେ କମାଇଲେ ୬ କିଲୋ ଓଜନ । ଚର୍ଚ୍ଚାରେ ବ୍ରହ୍ମପୁର ଫିିଜିକାଲ୍ ଏକାଡେମୀ ।
୬ ମାସ କାଳ ପୁଅକୁ ନପାଇ ଶୁଦ୍ଧି ସାରିଦେଲେ ପରିବାର । ଜେଲ୍ କର୍ତ୍ତୃପକ୍ଷଙ୍କ ସନ୍ଦେହରୁ ଖୋଲିଲା ଗୁମର, ମିଳିଲା ମୁକ୍ତି ।