ଆୟକର ଫାଙ୍କି ଅଭିଯୋଗରେ ରେଡ୍ ସୂଚନା । ଘର, ଅଫିସ ଓ କ୍ରସର ୟୁନିଟ୍ରେ ରେଡ୍ ।
ଚାହିଦାରେ ଆକାଶଗଙ୍ଗା, ୧୦୧ ଭେରାଇଟି । କାରଣ ଇଡଲି, ଦୋସା ଲାଗି କୁଆଡ଼େ ବେଶ୍ ଉତ୍ତମ ଏହି ଦୁଇ ଭେରାଇଟି ଧାନର ଚାଉଳ ।
ଶେଷ ପର୍ଯ୍ୟାୟ ଖନନ ବେଳେ ରାହୁଲ ଉପରେ ପଥର ଖଣ୍ଡ ପଡ଼ିବାର ଆଶଙ୍କା ଥିଲା । କେମିତି ସେଥିରୁ ତାକୁ ସୁରକ୍ଷା ଦେଇହେବ, ସେଥିପାଇଁ ଏକ ଦେଶୀ ଯୁଗାଡରେ ଆଇଡିଆ ଜୁଟିଥିଲା
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର ।
ଛତିଶଗଡ ଉରଣ୍ଡାବେଡା ଥାନା ଅଞ୍ଚଳରେ ଘଟଣା । ହାତବାନ୍ଧି ଗାଁ ଦାଣ୍ଡରେ ବୁଲାଇବା ସହ ଦେଲେ ଶାରିରୀକ ନିର୍ଯାତନା ।
ଆଠଗଡ ବନଖଣ୍ଡ ବଡମ୍ବା ରେଞ୍ଜର ଖାରଡ଼ ଓ ଜେନାପାଳ ଗାଁ ମାଟିତଳୁ ଦୁଇଟି ହାତୀ କଙ୍କାଳ ମିଳିଥିଲା।
ମୃତଦେହ ଆଣିବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି , ବାଧ୍ୟ ହୋଇ ପରିବାର ଲୋକ ଅଟୋରେ ଆଣିଲେ ।
କରୋନାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସତର୍କ ସୂଚନା । କହିଲେ ସତର୍କ ହୁଅ, ମାସ୍କ ପିନ୍ଧ...
ରଜର ତୃତୀୟ ଦିନକୁ ବସୁମତୀ ସ୍ନାନ କୁହାଯାଏ ...ହେଲେ କାହିଁକି ?
ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ ।
ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ।
ବଲାଙ୍ଗିର ଜିଲ୍ଲା ମହାଦେବ ମନ୍ଦିର ଛକଠାରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରରେ ପିଟି ହୋଇ ପରେ ରାସ୍ତାକଡ଼ରେ ଥିବା ଦୋକନ ଉପରେ ମାଡ଼ି ଯାଇଛି।
ଯେଉଁ ଦିନ ଶ୍ରୀଜିଉଙ୍କ ଦେବସ୍ନାନ ନୀତି ଚାଲିଥିଲା, ସେହିଦିନ ହିଁ ମୋ ପୁଅକୁ ମହାପ୍ରଭୁ ଜଗନ୍ନାଥ ଆସି ଗାତ ଭିତରୁ ଉଦ୍ଧାର କରିକି ଆଣିଦେଲେ। ୮୦ଫୁଟ ଗଭୀର ବୋରୱେଲ୍ ଭିତରୁ ୧୦୪ ଘଣ୍ଟା ପରେ ୧୦ ବର୍ଷର ବାଳକ ରାହୁଲ ସୁରକ୍ଷିତ ଭାବେ ଉଦ୍ଧାର ହେବା ପରେ ତାଙ୍କ ବାପା ପ୍ରତିକ୍ରିୟା ରଖିଛନ୍ତି।
ସୋସିଆଲ ମିଡିଆରେ ୱାର୍ ପରେ ଏବେ ବର୍ଷାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)ରେ ଫେରାଦ୍ ହୋଇଛନ୍ତି ଅନୁଭବ। ବର୍ଷା ବିଭିନ୍ନ ସରକାରୀ ଦସ୍ତାବିଜ୍ରେ ନିଜର ଏକାଧିକ ଏବଂ ତ୍ରୁଟିପୂର୍ଣ୍ଣ ପରିଚୟ ଦେଇ ଟିକସ ଫାଙ୍କୁଥିବା ଏବଂ କଳାଟଙ୍କା ରଖିଥିବା ଅଭିଯୋଗ କରିଛନ୍ତି ଅନୁଭବ।
ଵିପର୍ଯ୍ୟନ୍ତ ଆଇନ ଶୃଙ୍ଖଳା, ଦିଵାଲୋକରେ ପ୍ରତିଦିନ ଚୋରି, ଛିନତାଇ, ରାହାଜାନୀ ସହ ଗୁଳିକାଣ୍ଡ ଜନଜୀବନକୁ ଆତଙ୍କିତ କରିଥିବା ଵେଳେ ପୋଲିସ ନୀରଵ ଦ୍ରଷ୍ଟା ସାଜିଛି। ଏହାର ପ୍ରତିଵାଦରେ ବିଭିନ୍ନ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି।
ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଗୁରୁବାର
ପାଗ ଅନୁକୂଳ ରହିଥିବାରୁ ଆଜି ଓ ଆସନ୍ତାକାଲି ମଧ୍ୟରେ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି।
ଡାକ୍ତରଙ୍କ ନାଁରେ ଥାନାରେ ଲିଖିତ ଅଭିଯୋଗ ହୋଇଛି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆଗକୁ ମଧ୍ୟ ଅର୍ଚ୍ଚିତାଙ୍କ ସହଭାଗିତା ତରଙ୍ଗ ବ୍ରାଣ୍ଡ୍କୁ ଆଦୃତ କରିବାରେ ଆହୁରି ଅଧିକ ସହାୟକ ହେବ।
କୋଦଳା ଥାନା ବେରୁହାବାଡ଼ି ଗାଁର ଦଣ୍ଡପାଣି ବେଳେହାଙ୍କ ଘରେ ବିସ୍ଫୋରଣ
ଗୋବରୀ ନଦୀ ପୁନରୁଦ୍ଧାର କାର୍ଯ୍ୟରେ କୋଟି କୋଟି ଟଙ୍କା ପାଣିରେ ପଡ଼ିଥିବାରୁ ସିଧାସଳଖ ଅସୁବିଧା ଭୋଗୁଛନ୍ତି ସ୍ଥାନୀୟ ଗ୍ରାମବାସୀ । ଲୋକଙ୍କ ଗାଧୋଇବା, ପାଣି ସାରବାର କରିବା, ଚାଷ ଜମିକୁ ପାଣି ମାଡ଼ିବା ସବୁ କାର୍ଯ୍ୟରେ ଅସୁବିଧା ହେଉଛି ।
ଗାଧୋଇବା ହେଲା କାଳ। ସ୍ନାନ ଯାତ୍ରା ଦେଖିବାକୁ ଯାଇ ନରେନ୍ଦ୍ର ପୋଖରୀରେ ଗାଧୋଇଲା ବେଳେ ବୁଡ଼ିଗଲେ ଯୁବକ ।
ରାହୁଲର ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି କହିଲେ ମୁଖ୍ୟ ଚିକିତ୍ସାଧିକାରୀ ।
୧୫ ବର୍ଷର ପୁଅକୁ ବାପା ଓ ସାବତ ମା’ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ୮/୧୦ ବର୍ଷ ତଳେ ମୃତକଙ୍କ ମା’ ସନ୍ଦେହଜନକ ମୃତ୍ୟୁ ହୋଇଥିଲା।