Advertisment

ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୨,୦୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ରେ ପହଞ୍ଚିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୨,୦୧୯ ପଜିଟିଭ୍‌ ଚିହ୍ନଟ

coronavirus

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ରେ ପହଞ୍ଚିଛି।

Advertisment
Corona Update In Odisha
Advertisment
Advertisment