ଅଦ୍ୟତନ ହୋଇଛି
coronavirus
Advertisment
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Advertisment
ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
/odishatv-khabar/media/post_attachments/wp-content/uploads/2020/10/Capture-18.jpg)
/odishatv-khabar/media/post_attachments/wp-content/uploads/2020/10/Capture-୧-2.jpg)
/odishatv-khabar/media/post_attachments/wp-content/uploads/2020/10/Capture-୨-3.jpg)
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ରେ ପହଞ୍ଚିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/coronavirus-6_1625215173.jpg)