• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

CM Mohan Majhi
ଝାଡ଼ଖଣଣ୍ଡରେ ଓଡ଼ିଆ ଅସ୍ମିତା ବିପଦରେ, ସ୍କୁଲରେ ବହି ନାହିଁ କି ଶିକ୍ଷକ ନାହାନ୍ତି !

୨ ଦିନିଆ ଗସ୍ତରେ ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ । ମାଗଣାରେ ବହି ସହ ଓଡ଼ିଆ ଶିକ୍ଷକଙ୍କୁ ଦୁଇଗୁଣା ଦରମା ଦେବାକୁ ଘୋଷଣା ।

  • Tuesday, 01 October 2024
Sambalpur Loot
ମୁଖାପିନ୍ଧା ଚୋର ଗ୍ୟାଙ୍ଗ ଆତଙ୍କ! ଭୟଭୀତ ଲୋକେ, ଟେର୍ ପାଉନି ପୋଲିସ

ସମ୍ବଲପୁରରେ ରାତିରେ ବୁଲୁଛନ୍ତି ମୁଖା ପିନ୍ଧା ଚୋର ଗ୍ୟାଙ୍ଗ । ବିଳମ୍ବିତ ରାତିରେ ସେମାନେ ବିଭିନ୍ନ ଘରକୁ ଘର ପଶୁଛନ୍ତି ।

Police Commissioner
ସ୍କାନରରେ ଗାଦିମଡ଼ା ପୁଲିସ ବାବୁ, ବଦଳି ପରେ ବଢ଼ିଲା ଚର୍ଚ୍ଚା

ଆଉ ଲବି ନୁହେଁ, କାର୍ଯ୍ୟଦକ୍ଷତା ଆଧାରରେ କମିଶନରେଟ୍ ପୋଲିସରେ ରହିବେ ଅଫିସର ।

How to get rid of cholera
ଜହ୍ନରେ ପାଣିର ସନ୍ଧାନ କରୁଛି ମଣିଷ, ହେଲେ ଏମିତି ବି ଗାଁ ଅଛି...ଆମ୍ବୁଲାନ୍ସ ଯାଇପାରୁନି

ଦେଶ ତଥା ରାଜ୍ୟର ହଜାର ହଜାର ଲୋକେ ଝାଡାବାନ୍ତିରେ ମରୁଛନ୍ତି? ଏଥିପାଇଁ କିଏ ଦାୟୀ ? ସରକାର ପରେ ସରକାର ବଦଳୁଛି ହେଲେ ଏ ଅଂଚଳର ଭାଗ୍ୟ ବଦଳୁନି କାହିଁକି? ଲୋକଙ୍କ ପାଖରେ ପିଇବା ପାଣି, ସ୍ୱାସ୍ଥ୍ୟସେବା ଓ ସଡକ ପହଂଚିବାକୁ ଆଉ କେତେ ବର୍ଷ ଲାଗିବ?

Monsoon Update
ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ; ଆଗକୁ ଭୀଷଣ ଗୁଳୁଗୁଳି, ୩୮ ଛୁଇଁବ ପାରଦ!!

ସରିଲା ମୌସୁମୀ ବର୍ଷା । ଏଥର ଓଡ଼ିଶାରେ ସ୍ୱାଭାବିକ ବର୍ଷା ।

Mahanga Double Murder Case
ମାହାଙ୍ଗା ଡବଲ ମର୍ଡର ମାମଲା; ପ୍ରତାପ ଜେନାଙ୍କୁ ମିଳିଲା କ୍ଲିନ୍‌ଚିଟ୍‌

ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌ ଦେଲେ ହାଇକୋର୍ଟ । ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ ।

CM Mohan Majhi
'ଝାଡ଼ଖଣ୍ଡରେ ସଙ୍କଟରେ ଓଡ଼ିଆ ଅସ୍ମିତା, ଓଡ଼ିଆ ଲୋକେ ଏଠି ଉପେକ୍ଷିତ': ମୁଖ୍ୟମନ୍ତ୍ରୀ

ଝାଡ଼ଖଣ୍ଡରେ ସଙ୍କଟରେ ଓଡ଼ିଆ ଅସ୍ମିତା । ଏଠାରେ ଓଡ଼ିଆ ଭାଷା ଓ ଓଡ଼ିଆ ଲୋକେ ଉପେକ୍ଷିତ ।

Sri Mandir
ଶ୍ରୀମନ୍ଦିର ରୋଷରେ ଲୁହା କଡ଼େଇ ବ୍ୟାନ୍, କାର୍ଯ୍ୟାନୁଷ୍ଠାନ ନେଲା ମନ୍ଦିର ପ୍ରଶାସନ

ଶ୍ରୀମନ୍ଦିର ରୋଷରେ ଲୁହା କଡ଼େଇ ବ୍ୟବହାର ନେଇ ଆକ୍ସନ । ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ଶ୍ରୀମନ୍ଦିର ପ୍ରଶାସନ ।

Food Safety Officer Under Vigilance Scanner
ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର; ୫ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ

କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଶ ମଜୁମଦାରଙ୍କୁ ଧରିଲା ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ତାଙ୍କୁ କାବୁ କରିଛି।

BJP Slams BJD Supremo
‘ନବୀନ ବାବୁ ଓଡିଶାରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଚାହୁଁଛନ୍ତି’

ନବୀନଙ୍କୁ କଡ଼ା ଜବାବ ଦେଲା ବିଜେପି । ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ରାଜ୍ୟ ବିଜେପି । ନବୀନଙ୍କ ବକ୍ତବ୍ୟରୁ ସେ ନିଜେ ଓଡ଼ିଶାରେ ଅଶାନ୍ତି ସୃଷ୍ଟି କରିବାକୁ ଚାହୁଁଛନ୍ତି ବୋଲି କହିଲା ବିଜେପି ।

Police DGP
'ସୋସିଆଲ ମିଡିଆରୁ ଦୂରେଇ ରୁହନ୍ତୁ, ଅଯଥା କମେଣ୍ଟ କରନ୍ତୁନି'

 ଧୀରେ ଧୀରେ ସୁଧୁରୁଛି ଭଦ୍ରକର ସ୍ଥିତି। ସ୍ଥିତିରେ ସମୀକ୍ଷା ପାଇଁ ଭଦ୍ରକ ଗସ୍ତ କରି ପୋଲିସ ଡିଜି ଏଭଳି କହିଛନ୍ତି ।

Doppler Radar System
Special Story: ତିଆରି ସରିଛି କୋଠା; ୫ ବର୍ଷ ହେଲା ହୋଇପାରୁନି କାର୍ଯ୍ୟକ୍ଷମ ! 

ତିଆରି ସରିଛି ୩ ତାଲା କୋଠା । ଘର ଭିତରେ ବିଦ୍ୟୁତ ସାମଗ୍ରୀ ସହିତ ଆନୁସଙ୍ଗିକ ସରଞ୍ଜାମ ମଧ୍ୟ ଖଞ୍ଜା ସରିଛି । ହେଲେ ଗତ ୫ ବର୍ଷ ଧରି ଏହି ଡୋପଲାର ରାଡାର ସିଷ୍ଟମ୍‌ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ ।

OTV Inspires Business Success
Special Story: ଓଟିଭି ଦେଖିଲେ, ବେପାର କଲେ: ଏବେ ଯୁବକଙ୍କୁ ବାଣ୍ଟୁଛନ୍ତି ଚାକିରି...

ଦିନେ ଓଟିଭିରେ ଘୁଷୁରୀ ଚାଷ ସମ୍ପର୍କରେ ଏକ ଖବର ଦେଖିଥିଲେ କୃତାର୍ଥ । ପରେ ସେହି ଖବରରୁ ପ୍ରେରଣା ପାଇ ଘୁଷୁରୀ ଚାଷ ଆରମ୍ଭ କରିଥିଲେ । ଯାହା ଆଜି ତାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇପାରିଛି ।  

Police ASI Suspended
ରାଜନଗରରେ ପୋଲିସର ଦବଙ୍ଗଗିରି; ଦୋକାନୀଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ASI

ରାଜନଗର ଅଞ୍ଚଳରୁ ଆସିଛି ଆଉ ଏକ ବିବାଦୀୟ ଘଟଣା। ଜଣେ ବ୍ୟକ୍ତିଙ୍କୁ ରାଜନଗର ଥାନା ପୋଲିସ ବିନା କାରଣରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି। 

rainfall
୬ରେ ଲଘୁଚାପ, ୧୦ ଯାଏଁ ବର୍ଷା; ଫିକା ପଡ଼ିବ ପାର୍ବଣ !

ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ।

Durgapuja
ପାର୍ବଣ ପାଇଁ କଟକଣା; ଦଶହରାରେ ବାଜିବନି ଡିଜେ, ଜଳିବିନି ଲେଜର ଲାଇଟ୍

ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ସଜେଇ ହେଉଛି ସିଲଭର ସିଟି କଟକ। ତେବେ ପାର୍ବଣ ପାଇଁ କଟକରେ କଟକଣା ଲାଗିଛି। ପାର୍ବଣକୁ ସୁରକ୍ଷିତ କରିବାକୁ କଟକଣା ଜାରି କରିଛନ୍ତି ଜିଲ୍ଲାପାଳ ଦତ୍ତାତ୍ରୟ ସିନ୍ଦେ ।

Accident
ରାଜଧାନୀରେ ସିରିଜ ଦୁର୍ଘଟଣା, ଫିଲ୍ମ ଷ୍ଟାଇଲରେ ଉଡ଼ିଲା ଗାଡ଼ି

ରାଜଧାନୀ ଭୁବନେଶ୍ବରର ଜାଭିୟର ଛକରେ ସିରିଜ୍ ଦୁର୍ଘଟଣା। ଡିଭାଇଡରକୁ ଧକ୍କା ଦେଇ ରାସ୍ତା ଆରପାଖକୁ ଓଲଟି ପଡିଲା କାର୍। ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଗାଡି ଆଉ ଏକ ଗାଡିକୁ ଧକ୍କା ଦେଇଥିଲା।

Panchang
Panchang Today 1st October 2024: ଆଜିର ପଞ୍ଚାଙ୍ଗ,ଶୁଭ ସମୟ ଦେଖି ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ମଙ୍ଗଳବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 01 October 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 01 October 2024
Road Accident
ସାବଧାନ୍ ! ରକ୍ତ ପିଉଛି ୧୬ ନମ୍ବର NH, ଚିନ୍ତା ବଢ଼ାଇଛି ରାଜପଥରେ ବେଆଇନ ପାର୍କିଂ

ରାଜରାସ୍ତାର ଉଭୟ କଡ଼ରେ ଛିଡ଼ା ହେଉଥିବା ମାଳ ମାଳ ଭାରିଯାନ ଯୋଗୁ ରାତି ତ ରାତି, ଦିନରେ ବି ଭୟଙ୍କର ଦୁର୍ଘଟଣା ଘଟୁଛି ।

IPS Reshuffle
ଭାଙ୍ଗିଲା କୋଟେରୀ ଗ୍ରୁପ୍, ପ୍ରଥମ ଥର ପାଇଁ କମିଶନରେଟ୍ ପୋଲିସରେ ବଦଳିଲେ ସବୁ ମୁଖିଆ

ନୂଆ ସରକାରକୁ ୧୦୦ ଦିନ ବିତିବା ପରେ IPS ସ୍ତରରେ ହୋଇଛି ପ୍ରଥମ ବଡ଼ ଧରଣ ଅଦଳବଦଳ।ବଦଳିଛନ୍ତି ବହୁ ବିବାଦୀୟ IPS।

BJD
ଟକମକ୍ ଫୁଟୁଛି ଭୁବନେଶ୍ବର ବିଜେଡି କଳି, ୨ କର୍ପୋରେଟରଙ୍କ ସହ ୪ ଜଣଙ୍କୁ ମଗାଗଲା ସୋ-କଜ୍

ବିଦ୍ରୋହୀ କର୍ପୋରେଟରଙ୍କ ବିରୋଧରେ ମେଳି। ଟକ୍ ମକ୍ ହେଇ ଫୁଟିଲାଣି ଭୁବନେଶ୍ବର ବିଜେଡି କନ୍ଦଳ।

Blood Platelet
ଜୀବନ ସହ ଖେଳ!! ବ୍ଲଡ୍ ପ୍ଲେଟଲେଟ୍ ନାଁରେ ଠକେଇ ଅଭିଯୋଗ

ରୋଗୀଙ୍କ ଜୀବନ ସହ ଖେଳ । ବ୍ଲଡ୍ ପ୍ଲେଟଲେଟ୍ ଦେବା ନାଁରେ ଠକେଇ ଅଭିଯୋଗ । ଭୁଲ ପ୍ଲେଟଲେଟ୍ ଦେଇ ଟଙ୍କା ଠକେଇ ଅଭିଯୋଗରେ ଜଣେ ଦଲାଲକୁ ବାନ୍ଧିଛି କଟକ ସଦର ଥାନା ପୋଲିସ ।

  • Monday, 30 September 2024
District School Stadium Ownership
କାହାର ହେବ ଷ୍ଟାଡିୟମ୍ ? ବୁଢିଆଣୀ ଜାଲ ପରି ଛନ୍ଦି ହୋଇଛି ଷ୍ଟାଡିୟମ୍ ମାଲିକାନା ବିବାଦ

ଷ୍ଟାଡ଼ିୟମ୍ କାହାର । ଏନେଇ ବିବାଦ ତେଜିବାରେ ଲାଗିଛି । ଜିଲ୍ଲାସ୍କୁଲ ବଦଳ ସୂତ୍ରରେ ପଡ଼ିଆ ପାଇଥିବା ଦାବି କରୁଥିବା ବେଳେ, ମ୍ୟୁନିସିପାଲିଟି ଜମିର ମାଲିକାନା ନେଇ ଦାବି ଉଠାଇଛି ।

Sri Mandir
ଓଃ...କି ଅବସ୍ଥା! ଡହ ଡହ ଖରାରେ ଛଟପଟ ଜଗା ଭକ୍ତ, ପାଦ ଯନ୍ତ୍ରଣାରେ ହେଲେ କଲବଲ

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରଠୁ ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣା ସିନା ଥମିଲା, ହେଲେ ଡହ ଡହ ଖରାରେ ମନ୍ଦିରକୁ ଯାଆ-ଆସ କିନ୍ତୁ ଯମ ଯନ୍ତ୍ରଣା ଦେଉଛି ।