ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ସିଦ୍ଧୁଙ୍କୁ ହତ୍ୟା କରିବା ପାଇଁ ବହୁ ଆଗରୁ କରାଯାଇଥିଲା ଷଡ଼ଯନ୍ତ୍ର।
ଅନ୍ୟପଟେ ମହାନଦୀ ମହାନଦୀ ମଝିରେ ଫସିଛନ୍ତି ୨ ହାତୀ । ଲୋକ ଦେଖି ଭୟରେ ବାହାରୁ ନାହାନ୍ତି ପାଣିରୁ । ସେହିଭଳି ବାଘ ଗଣନା ବେଳେ ୨ କର୍ମଚାରୀଙ୍କୁ କାମୁଡ଼ିଲା ଭାଲୁ ।
ଟିକେଟ୍ କାଉଣ୍ଟରରେ ପରିଚୟପତ୍ର ଦେଖାଇ କିଣିବାକୁ ହେବ ଟିକେଟ । ମ୍ୟାଚ ପାଇଁ ଏୟାରପୋର୍ଟରୁ ହୋଟେଲ ଯାଏଁ କଡ଼ା ସୁରକ୍ଷାବ୍ୟବସ୍ଥା ।
ଇଟାଲୀରୁ ଫେରି ଦୁବାଇରେ ଅଟକିବେ ମୁଖ୍ୟମନ୍ତ୍ରୀ
ପିଲାଙ୍କ ମାନସିକସ୍ଥିତିକୁ ଅଣଦେଖା କରିବା ବିପଦଜନକ ହୋଇପାରେ।
କଟକରେ ଆସନ୍ତା ୧୨ ତାରିଖରେ ରହିଛି ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ । ଏଥିରେ ଖେଳିବେନି କେ ଏଲ୍ ରାହୁଲ ।
ନୂଆ ଉପାୟରେ ଚୂନ ଲଗାଇଛନ୍ତି ସାଇବର ଠକ । ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ମେଡିକାଲର ଫାର୍ମାସିଷ୍ଟଙ୍କଠାରୁ ଲକ୍ଷେ ଟଙ୍କା ଠକେଇ ହୋଇଛି ।
ବାଲିଅନ୍ତା ନିକଟରେ କୁଆଖାଇ ନଦୀକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଆଜି ଅପରାହ୍ଣରେ ନଦୀକୁ ଡେଇଁଥିବା ଯୁବତୀଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଛନ୍ତି।
ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଚକାପାଦ-ଟିକାତାଳ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଓ କାର୍ ମୁହାଁମୁହିଁ ଧକ୍କା ହେବାଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି।
ସରକାରୀ ଯୋଜନାରେ ଜାଗା ଓ ଘର ଦାବି କରି ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।
ବୁଲେଟ୍ ଟ୍ରେନ୍ ଏପରି ଏକ ରେଲେଓ୍ୱ ସିଷ୍ଟମ୍ ଯାହା ସାଧାରଣ ଟ୍ରେନ ଠାରୁ ଢେର୍ ଗୁଣ ଅଧିକ ବେଗରେ ଗଡ଼ିଥାଏ
ବାଘଗଣନା କରୁ କରୁ ଆଟାକ୍ କଲା ଭାଲୁ । ଭାଲୁ ଆକ୍ରମଣରେ ଆହତ ହୋଇଛନ୍ତି ୨ ବନ ସୁରକ୍ଷାକର୍ମୀ । ମୟୂରଭଞ୍ଜ ଜିଲ୍ଲା ଉତ୍ତର ଶିମିଳିପାଳ ଚହଲା ରେଞ୍ଜରେ ବାଘ ଗଣନା ବେଳେ ଏପରି ଅଘଟଣ ଘଟିଥିବା ଜଣାଯାଇଛି।
ଗତକାଲି ତୁଳନାରେ ଆଜି ସାମାନ୍ୟ ବଢ଼ିଛି ସୁନା ଦର
ବାଚସ୍ପତି ନିର୍ବାଚନ ନେଇ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ
ସ୍ଥାୟୀ କାର୍ଯ୍ୟାଳୟ ପାଇଁ ଜମି ନମିଳିବାରୁ ନିଷ୍ପତ୍ତି। ସଂସ୍କୃତି ବିଭାଗ ସଚିବଙ୍କୁ ଚିଠି ଲେଖି ଜଣାଇଲେ କର୍ତ୍ତୃପକ୍ଷ ।
ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଆଣିଥିବା ଶ୍ରେୟାଙ୍କୁ ଏବେ ଚାରିଆଡୁ ମିଳୁଛି ଶୁଭେଚ୍ଛାର ବାର୍ତ୍ତା ।
ମୋବାଇଲରେ ଗେମ ଖେଳିବାକୁ ମନା କରିବାରୁ ମା’ଙ୍କୁ ଗୁଳି କରି ହତ୍ୟା କରିଛି ନାବାଳକ ପୁଅ
ବୁଲା, ଅସହାୟ ଓ ପରିତ୍ୟକ୍ତ ଅବସ୍ଥାରେ ଥିବା ପ୍ରାଣୀମାନଙ୍କୁ ସହାୟତା ଲାଗି ଜାରି ହେଲା ଷ୍ଟେଟ୍ ଆନିମଲ୍ ହେଲ୍ପଲାଇନ୍ ଟୋଲ ଫ୍ରି ନମ୍ବର ।
ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି। କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍ଫି ଉଠାଇ ଜଣେ ଭକ୍ତ ଫେସ୍ବୁକ୍ରେ ଫଟୋ ପୋଷ୍ଟ କରିଛନ୍ତି।
କଟକ ଏସସିବି ମେଡିକାଲରେ ୧୩ ଦିନ ହେଲାଣି ନାଇଜେରୀୟ ଅଭିଯୁକ୍ତଙ୍କ ମୃତଦେହ ପଡ଼ି ରହିଛି। ଗତ ମେ’ ୨୬ ତାରିଖରେ ଅଗଷ୍ଟିନ୍ଙ୍କ ମୃତ୍ୟୁ ହୋଇଛି। ସେବେଠୁ ହସ୍ପିଟାଲ୍ର ଶବ ସଂରକ୍ଷଣ ଗୃହରେ ତାଙ୍କର ମୃତଦେହ ପଡ଼ି ରହିଛି।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୮ ତାରିଖ ବୁଧବାର । ତିଥି – ୮ମୀ ଦିବା ୦୮/୩୦/୫୧ ଗତେ ୯ମୀ । ଚନ୍ଦ୍ର - ସିଂହ ଦିବା ୧୦/୦୨ ଗତେ କନ୍ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦/୦୨ ଗତେ ବୃଷ ରାଶିର । ଘାତ ବାର - କର୍କଟ ରାଶିର । ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ,ଦିବା ୦୪/୦୩/୫୨ ଗତେ ୧ ପାଦ -କୁଟୁମ୍ଭ ହାନି- ତିଳକାଞନ ଦାନ ନିଶାନ୍ତ ୦୪/୩୦/୦୯ ପର୍ଯ୍ୟନ୍ତ ।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ସରକାର ୮ ହଜାର ଶିକ୍ଷକଙ୍କୁ ନିଯୁକ୍ତ କଲେ । ହେଲେ ଏବେ ବି ଅପହଞ୍ଚ ଅଞ୍ଚଳର ସ୍କୁଲ୍ ଗୁଡିକରେ ଶିକ୍ଷକ ଅଭାବ ।
5 T ସ୍କୁଲ୍ର ଅବସ୍ଥା ବେଶ ଶୋଚନୀୟ । କେଉଁଠି କାନ୍ଥ ଭୁସୁଡ଼ି ଗଲାଣି ତ କେଉଁଠି କାନ୍ଥ ଫାଟି ଆଁ କଲାଣି ।
୨ ଦିନରେ ମାଟି ତଳୁ ଦୁଇ ହାତୀଙ୍କ କଙ୍କାଳ ଠାବ ପରେ କଟକ ଜିଲ୍ଲା ବଡ଼ମ୍ବା ନରସିଂହପୁର ଜଙ୍ଗଲରେ ଜୀବନ ସହ ସଂଘର୍ଷ କରୁଛି ଗୁଳିବିଦ୍ଧ ଦନ୍ତା। ଦନ୍ତା ମୁଣ୍ଡରେ ବାଜିଛି ଶିକାରୀର ଗୁଳି।