ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ ଥିବା ସୂଚନା ମିଳିଛ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟ୍ୱିଟ୍ କରି ସୂର୍ଯ୍ୟ ପାତ୍ରଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ନବୀନଙ୍କ ନୂଆ ଟିମରେ ୫ ମହିଳା
୨୦୧୯ ନିର୍ବାଚନ ପରେ ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀ ହୋଇଥିବା ୧୦ ଜଣଙ୍କୁ ଏଥର ବାଦ୍ ଦିଆଯାଇଛି
କାହାକୁ ମିଳିଲା କେଉଁ ବିଭାଗ ?
କ୍ୟାବିନେଟ୍ ମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଜଗନ୍ନାଥ ସାରକା, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବକିଶୋର ଦାଶ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆ ରହିଛନ୍ତି
ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ମୋଟ୍ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି।
ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ପୁରା ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି। ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ଭଗବାନ ଓ ଶିବ ଏକ ଓ ଅଭିନ୍ନ। ଶ୍ରୀମନ୍ଦିରରେ ହରିହର ଉପାସନା ପଦ୍ଧତି ରହିଛି।
ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୫ ତାରିଖ ରବିବାର। କର୍କଟ ଓ ମକର ରାଶିର ଘାତ ବାର - ମେଷ ରାଶିର ପୁଷ୍କର ଦୋଷ - ମୃତ ବ୍ୟକ୍ତିର ପୁଷ୍କର ଦୋଷ, ୧ ପାଦ - କୃଷିହାନି, ଭୂମିଦାନ।
ଶପଥ ନେଲେ ନବୀନଙ୍କ ନୂଆ ଟିମ୍। ଲୋକସେବା କନ୍ଭେନସନ ହଲରେ ନୂଆ
ମୁଖ୍ୟମନ୍ତ୍ରୀ ଏମାନଙ୍କ ଉପରେ ଆସ୍ଥାରଖି ମନ୍ତ୍ରିମଣ୍ଡଳରେ ପୁଣି ସ୍ଥାନ ଦେଇପାରନ୍ତି ।
୨୧ ମନ୍ତ୍ରୀଙ୍କ ମଧ୍ୟରୁ ୧୩ଜଣଙ୍କୁ କ୍ୟାବିନେଟ୍ ଓ ୮ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିପାରେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବିଧାୟକଙ୍କ ପାଖକୁ ଗଲା ନବୀନ ନିବାସରୁ ଫୋନ୍ କଲ୍
ମନ୍ତ୍ରିମଣ୍ଡଳର ସ୍ଥାନ କିଏ ପାଇବେ ଏହାର କାଉଣ୍ଟଡାଉନ୍ ଆରମ୍ଭ
ମନ୍ତ୍ରିମଣ୍ଡଳ ନବକଳେବର ପୂର୍ବରୁ ୨୨ ବର୍ଷ ଶାସନରେ ପ୍ରଥମ ଥର ପାଇଁ ଇସ୍ତଫା ଦେଲେ ସବୁ ମନ୍ତ୍ରୀ, କାଲି ଲୋକସେବା ଭବନ କନ୍ଭେନ୍ସଲନ୍ ହଲ୍ରେ ଦିନ ୧୧ଟା ୪୫ରେ ନୂଆ ଟିମ୍ର ଶପଥଗ୍ରହଣ ।
ହାଇକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ହାଇକୋର୍ଟରେ ମାମଲା ଚାଲୁଥିବା ବେଳେ ସୁପ୍ରିମକୋର୍ଟ କାହିଁକି ଗଲେ ଆବେଦନକାରୀ: ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ଅପରାଜିତା
ଦଳର ଏଭଳି ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ ବିଜେପି ନେତା ପ୍ରଦୀପ ପୁରୋହିତ ଆହୁରି କହିଛନ୍ତି, ବ୍ରଜରାଜନଗରରେ କଂଗ୍ରେସ ପ୍ରାର୍ଥୀଙ୍କୁ ଅର୍ଥବଳରେ ବିଜେଡି କିଣିଛି ।
ମଧ୍ୟାହ୍ନ ଭୋଜନ ଚାଉଳରେ ବଡ଼ ଧରଣର ଘୋଟାଲା। ୫୦ କିଲିଆ ବସ୍ତାରେ ଦିଆଯାଉଛି ୪୫ କିଲୋ ଚାଉଳ
ହେଡକ୍ୱାଟର୍ସ ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଧୋକା ଦେଇ ଆଉ ଜଣଙ୍କ ହାତ ଧରିଲା ପ୍ରେମିକା । ଝିଅ ବିଦା ହେବା ବେଳେ ଖେଳ ବିଗାଡ଼ି ଦେଲା ପ୍ରେମିକ ।
ଟ୍ରକ୍ରେ ସିକ୍ରେଟ୍ ଚାମ୍ବର କରାଯାଇ ଚାଲାଣ ହେଉଥିଲା ଗଞ୍ଜେଇ। କେଜିଏ କି ୨ କେଜି ନୁହେଁ ଏକାଥରକେ ୧୦ କ୍ୱିଣ୍ଟାଲ ଗଞ୍ଜେଇ ରାଜ୍ୟ ବହାରକୁ ଚୋରା ଚାଲଣ ପାଇଁ ଯୋଜନା ହୋଇଥିଲା।
ଆସନ୍ତାକାଲି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ।
ମାମଲା ହାଇକୋର୍ଟରେ ଥିବା ବେଳେ ସୁପ୍ରିମକୋର୍ଟ ଯିବା କିଛି କାରଣ ନଥିଲା । ଏନେଇ କିଛି ସ୍ପଷ୍ଟତା ଆସିନି, ଏସବୁର ସ୍ପଷ୍ଟ କରାଯିବା ଦରକାର ବୋଲି ସେ କହିଛନ୍ତି ।
ବ୍ରଜରାଜନଗର ଉପନିର୍ବାଚନରେ ବିଜେପିର ଶୋଚନୀୟ ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାଂଘାତିକ ଅଭିଯୋଗ କରିଛନ୍ତି। ଏଭଳି ପରାଜୟ ପଛରେ ନିଜ ଦଳର ଆତ୍ମଘାତୀ କାର୍ଯ୍ୟ ଥାଇପାରେ ବୋଲି ସେ ଅଭିଯୋଗ କରିଛନ୍ତି।