ପିଲାଙ୍କ ପୁଷ୍ଟି ସାଧନ ଲାଗି ରାଜ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ଛତୁଆ ଯୋଜନାରେ ହୋଇପାରେ ବଡ଼ ପରିବର୍ତ୍ତନ । ଛତୁଆ ବଦଳରେ ଆଞ୍ଚଳିକ ଭିତ୍ତିରେ ଉପଲବ୍ଧ ମାଣ୍ଡିଆ ଭଳି ମିଲେଟ୍ ଜାତୀୟ ଖାଦ୍ୟ ଯୋଗାଇ ଦେବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର ।
ଏହି ପ୍ରକ୍ରିୟାରେ ୨୦ରୁ ୨୨ ଲକ୍ଷ ପର୍ଯ୍ୟନ୍ତ ହିତାଧିକାରୀଙ୍କୁ ଘର ମିଳିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି ।
କେବଳ ଛତୁଆ ନୁହେଁ, ଏଣିକି ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ସୁଷମ ଓ ପୁଷ୍ଟିକର ଖାଦ୍ୟ ଦିଆଯିବ। ଖରାପମାନର ଛତୁଆକୁ ନେଇ ଉଦବେଗ ପ୍ରକାଶ କରିବା ସହ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଭୁବନେଶ୍ୱର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ । ଶଙ୍ଖ ଭବନରେ ପହଁଚିଲା ଭଦ୍ରକ କଳି ।
ଟୁଇନ୍ ସିଟି ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂ । ୧୯୯୮ ବ୍ୟାଚର ଏହି ବରିଷ୍ଠ ଆଇପିଏସ୍ ଅଧିକାରୀ ଆଜି କଟକ-ଭୁବନେଶ୍ୱର କମିଶନରେଟ ପୋଲିସର ନୂଆ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ବିଜେଡି କର୍ପୋରେଟର ଅମରେଶ ଜେନା, ବିରଞ୍ଚି ନାରାୟଣ ମହାସୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ ।
କଲେଜରେ ନାମୀଦାମୀ କମ୍ପାନୀର ଆକ୍ଵାଗାର୍ଡ ଲାଗିଛି କିନ୍ତୁ ପାଣି ଆସୁନି । ଛାତ୍ର ଛାତ୍ରୀଙ୍କ ପାଇଁ ଥିବା ଟଏଲେଟ୍ ଅବସ୍ଥା ମଧ୍ୟ ଶୋଚନୀୟ।
ବାପା-ମା’ ପରକରି ପରପାରିକୁ ଚାଲିଯିବା ପରେ ଗୁହାଳରେ କଟୁଛି ସୀତାଙ୍କ ଜୀବନ । କେବଳ ଖଟିଆରେ ଶୋଇ ରହି କରୁଛନ୍ତି ଜୀବନ ମୃତ୍ୟୁ ସହ ସଂଗ୍ରାମ ।
ଭରତପୁର ମାମଲାର ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ । ଭୁବନେଶ୍ବର ସର୍କିଟ ହାଉସରେ ବସିଲା ପ୍ରଥମ ବୈଠକ ।
ବିଜେଡି ସରକାର ସମୟରେ ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଏବେ ବି ସନ୍ଦେହ ଘେରରେ ରହିଛି । ସେହି ଘଟଣା ଉପରୁ ପରଦା ହଟାଇବେ ମୋହନ ସରକାର ।
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଅନେକ ସମୟରେ ନିମିଷକେ ଚାଲିଯାଉଛି ଲୋକଙ୍କ ଜୀବନ। ବିଶେଷକରି ନିର୍ଜନ ସ୍ଥାନରେ ବଜ୍ରପାତରେ ମୃତ୍ୟୁ ସଂଖ୍ୟା ଅଧିକ ହୋଇଥିବାରୁ ଏହାକୁ ନେଇ ଚିନ୍ତା ବଢିଛି।
ଦୁଇ ଦିନିଆ ଗସ୍ତରେ ଯିବେ। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଚାଇଁବାସାର କୋଲ୍ ହାନ୍ ଯିବେ।
ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୋଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଯେତେ ସୌଖୀନ ଏହାର କଳା । ସେତେ ସ୍ବତନ୍ତ୍ର ଏହାର କାରିଗରୀ । କୋଣ ଅନୁକୋଣରେ ବାରି ହୋଇପଡ଼େ ଏଠାକାର ହସ୍ତତନ୍ତ ଶିଳ୍ପୀଙ୍କ କଳା ଚାତୁରୀ।
କେଉଁଠୁ ଛେଳି ଗୁହାଳରେ ପଢ଼ୁଛନ୍ତି କୁନି କୁନି ଛାତ୍ରଛାତ୍ରୀ, ଆଉ କେଉଁଠି ବିପଦସଂକୁଳ ଅବସ୍ଥାରେ ଚାଲିଛି ପାଠପଢ଼ା। ସ୍ଥିତି ଏପରି ଯେ, ପିଲାଙ୍କୁ ସ୍କୁଲ ପଠାଇବାକୁ ଡରୁଛନ୍ତି ଅଭିଭାବକ।
ଗଜପତି ଜିଲ୍ଲା କାଶୀନଗରରେ ଏକ ବାଲିଘାଟ ଅଞ୍ଚଳକୁ ନେଇ ଦେଖାଦେଇଥିଲା ଦୁଇ ରାଜ୍ୟ ମଧ୍ୟରେ ସୀମା ବିବାଦ। ତେବେ ଉଭୟ ରାଜ୍ୟର ପ୍ରଶାସନ ମାପଚୁପ କରିବା ପରେ ସାମ୍ନାକୁ ଆସିଲା- ଦୁଧ୍ କା ଦୁଧ୍, ପାନୀ କା ପାନୀ।
IPS ସ୍ତରରେ ବଡ଼ ଅଦଳ ବଦଳ କଲେ ରାଜ୍ୟ ସରକାର । ବଦଳିଲେ କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା ।
ଦୂର ହେଲା ସୁଭଦ୍ରା ସସ୍ପେନ୍ସ । ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତା ୯ ତାରିଖରେ ଅର୍ଥାତ୍ ଦଶହରା ପୂର୍ବରୁ ମିଳିବ ।
ସରକାରକୁ ଆସୁ ଆସୁ ଜୁନ୍ ୨୨ରେ ସମସ୍ତ ନିଗମର ଅଧ୍ୟକ୍ଷ ପଦରେ ଥଇଥାନ ହୋଇଥିବା ବିଜେଡି ନେତାଙ୍କୁ ପଦରୁ ଅବ୍ୟାହତି ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବିଜୁ ବାବୁଙ୍କ ସ୍ୱପ୍ନ ପୂରା କରୁ କରୁ ବିଜେଡିର ୨୪ ବର୍ଷ ସରିଗଲା । ଯାଜପୁର ଜିଲ୍ଲା ବଡ଼ଚଣାରେ ଦଳୀୟ ସଭାମଂଚରୁ ଆଜି ଏମିତି ମନ୍ତବ୍ୟ ଦେଇ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଯଦି ଆପଣ ଡାଇବେଟିସ୍, କୋଲେଷ୍ଟରଲ୍, ଉଚ୍ଚ ରକ୍ତଚାପ, ଓଜନଧିକ୍ୟ ଆଦି ଲକ୍ଷଣରେ ଆଗରୁ ପୀଡ଼ିତ ଥାଆନ୍ତି କିମ୍ୱା ସିଗାରେଟ୍ ପିଉଥାଆନ୍ତି, ତେବେ ଆପଣଙ୍କଠାରେ ହୃଦ୍ରୋଗର ସମ୍ଭାବନାକୁ ଏଡ଼ାଇ ଦିଆଯାଇନ ପାରେ।
ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।