ଲକ୍ଷେ କି ଦୁଇ ଲକ୍ଷ ନୁହେଁ ଏକାଥରେ ମିଳିଲା ୫୦ ଳକ୍ଷ ଟଙ୍କା । ପାଖାପାଖି ୧୧ଟି ଟଙ୍କା ବଣ୍ତଲ ମିଳିଛି ।
ଯୋଜନା ଚାଲିଛି, ହେଉଛି ମେଳା ମହୋତ୍ସବ । ଚାଷୀ ପାଖରେ କିନ୍ତୁ ପହଞ୍ଚୁନି ସହାୟତା ! ମିଲେଟ ମିଶନକୁ ନେଇ ଚାଷୀ ଆଣିଛନ୍ତି ଏଭଳି ସାଂଘାତିକ ଅଭିଯୋଗ।
୯ କିଲୋମିଟର କେନାଲ ପାର୍ଶ୍ବ ରାସ୍ତାକୁ ଯୋଡ଼ିବା ପାଇଁ ନିର୍ମାଣ ହୋଇଛି ୧୨ଟି ସେତୁ । ଯାଜପୁର ମୁକେଇପୁର ଠାରୁ ମାଳହାଟ ଯାଏ ରାସ୍ତାରେ ଗଲେ ଦେଖିବାକୁ ମିଳିବ ଏହି ମାଳମାଳ ସେତୁ ।
ଆଜି କାର୍ତ୍ତିକ ପୂର୍ଣ୍ଣିମା। ଓଡ଼ିଶାର ନୌବାଣିଜ୍ୟ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ସମୁଦ୍ରରୁ ନଦୀ, ପୁଷ୍କରିଣୀଠୁ ଆରମ୍ଭ କରି ସବୁ ଜଳାଶୟରେ ଆ-କା-ମା-ବୈ, ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର ଗାଇ ଡଙ୍ଗା ଭସାଉଛନ୍ତି।
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ବହୁ ପୁରାକାଳରୁ ଏହି ଉତ୍ସବ ପାଳିତ ହୋଇଆସୁଛି । ଓଡ଼ିଶାର ସୁଦୃଢ ପରମ୍ପରା, ଆଚାର ବିଚାର, ଚାଲିଚଳଣି, ସଂସ୍କୃତି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତଃପ୍ରୋତ ଭାବେ ଜଡ଼ିତ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୪୩ ଲକ୍ଷ ବିଦ୍ୟାର୍ଥୀ ମଧ୍ୟାହ୍ନ ଭୋଜନ ପାଉଛନ୍ତି ।
ବର୍ଷ ବର୍ଷ ଧରି ଦୁର୍ନୀତିର ଗନ୍ତାଘର ପାଲଟିଥିଲା ସମବାୟ ସଂସ୍ଥା ! ଅଡିଟ୍ ହେଉନଥିବାରୁ କେଳେଙ୍କାରୀ ବଢ଼ିଥିବା ଅଭିଯୋଗ ।
ନିର୍ମାଣ ପରଠୁ କନଷ୍ଟ୍ରକ୍ସନ ସ୍ଲୁଇସ୍ ବନ୍ଦ ନହେବାରୁ ସାଂଘାତିକ ସ୍ଥିତି । ୨୦୧୯ ଭୋଟ୍ ପୂର୍ବରୁ ତରବରିଆ ଉଦଘାଟନକୁ ନେଇ ଉଠିଲା ପ୍ରଶ୍ନ ।
ଘାତକ ସାଜିପାରେ ଆପଣଙ୍କ ବେକର ସୁନା ଚେନ୍ । କାରଣ, ସୁନା ଚେନ୍ ଝାମ୍ପିନେବାକୁ ଲୁଟେରାଙ୍କ ଉଦ୍ୟମ ବେଳେ କେବଳ ଯେ, ଲହୁଲୁହାଣ ହୋଇପାରନ୍ତି ତା ନୁହେଁ, ଆପଣଙ୍କ ଜୀବନ ବି ଚାଲିଯାଇପାରେ ।
କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
ଆସିଲା ମାଟ୍ରିକ୍ ପରୀକ୍ଷା କାର୍ଯ୍ୟସୂଚୀ । ଆସନ୍ତାବର୍ଷ ଫେବ୍ରୁଆରୀ ୨୧ ରୁ ମାର୍ଚ୍ଚ ୬ ଯାଏଁ ଚାଲିବ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ।
ଏଥର ଧାନ ସଂଗ୍ରହକୁ ଉତ୍ସବ ଆକାରରେ ପାଳନ କରିବେ ରାଜ୍ୟ ସରକାର । ପ୍ରତି ଜିଲ୍ଲାରେ କରାଯିବ ଚାଷୀ ସମାବେଶ ।
ତିନିବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା । ୨୦୨୦, ୨୧ ଏବଂ ୨୨ ପାଇଁ ପୁରସ୍କାର ଘୋଷଣା ।
ଆସନ୍ତାକାଲିଠୁ କଟକର ଐତିହାସିକ ବାଲିଯାତ୍ରା । ମହାନଦୀ ବାଲିପଠାରେ ୨୨ ତାରିଖ ଯାଏ ଚାଲିବ ।
କାର୍ତ୍ତିକ ପୂର୍ଣ୍ଣିମା ଆସିଲେ ଡଙ୍ଗା କଥା ମନେପଡେ । ଆସନ୍ତକାଲି ଓଡ଼ିଆ ବଣିକମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ପାଳନ ହେବ ପବିତ୍ର ଡଙ୍ଗା ଭସା ଉତ୍ସବ ।
ଫେବ୍ରୁଆରୀ ୨୧ରୁ ହେବ ମାଟ୍ରିକ ପରୀକ୍ଷା । ଫେବ୍ରୁଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ୨୧ରେ MILO, ୨୪ରେ SLE ପରୀକ୍ଷା ଅନୁଷ୍ଠିତ ହେବ ।
ତେଜିଲା ଧାନକିଣା ରାଜନୀତି । ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ ।
ଏଥର ବଡ଼ ଓଷାରେ ଜାଣିବା ଆସନ୍ତୁ ବଡ଼ ଓଷା ପଛରେ କି କି କିମ୍ବଦନ୍ତୀ ରହିଛି, ଏଥିରେ ଶିବଙ୍କୁ କାହିଁକି ପୂଜା କରାଯାଏ ଓ ଧବଳେଶ୍ଵର ଶିବଙ୍କ ସହ ଏହାର ସମ୍ପର୍କ କ'ଣ ?
ହଇରାଣ କରୁଥିବା ତତ୍ତ୍ବଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି । ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏଭଳି କଡ଼ା ବୟାନ ଦେଇଛନ୍ତି । ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ ।
ଭୋଗରାଇରେ ଘଟିଲା ଚକିତ କଲା ଭଳି ଘଟଣା । ଘର ବାହାରେ ବୃଦ୍ଧାଙ୍କୁ ଝୁଣି ମାରିଦେଲା ପାଗଳ କୁକୁର ।
ସୈାର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...