SBI ଗୃହ ଋଣ ନେଇଛନ୍ତି କି? ଆଜିଠୁ ମହଙ୍ଗା ପଡିବ ସୁଧ । କାରଣ, ଜୁନ୍ ପହିଲାରୁ ଗୃହ ଋଣ ଉପରେ ସୁଧ ହାର ବୃଦ୍ଧି କରୁଛି । ଏସବିଆଇ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍ ବଢାଇବା ପରେ ଷ୍ଟେଟ୍ ବ୍ୟାଙ୍କ ମଧ୍ୟ ଏକ୍ସଟର୍ଣ୍ଣାଲ ବେଞ୍ଚ ମାର୍କ ଲେଣ୍ଡିଂ ରେଟ୍ ୪୦ ବେସିସ ପଏଣ୍ଟ ବଢାଇବାକୁ ନିଷ୍ପତ୍ତି ନେଇଛି ।
ଓଡ଼ିଶା ସରକାରଙ୍କ ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ-୨୦୨୦କୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉଠାଇଥିବା ଆପତ୍ତି ଉପରେ ଆଜି ଓଡ଼ିଶା ସରକାର ନିଜର ସ୍ପଷ୍ଟୀକରଣ ରଖିଛନ୍ତି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ମେ ୩୧ ଅର୍ଥାତ୍ ଆଜି ବିଶ୍ୱ ପାଳନ ହେଉଛି ତମାଖୁ ବର୍ଜନ ଦିବସ । ତମାଖୁ ବିରୋଧରେ ସଚେତନତା ସୃଷ୍ଟି ଲାଗି ଆୟୋଜିତ ହୋଇଛି ବିଭିନ୍ନ କାର୍ଯ୍ୟକ୍ରମ। ଏହି ଅବସରରେ ଓଡ଼ିଶାରେ ବିଭିନ୍ନ ସଂଗଠନ ଓ ବ୍ୟକ୍ତିବିଶେଷ ତମାଖୁ ନିରୋଧୀ ସଚେତନତା ଲାଗି ଆଗେଇ ଆସିଛନ୍ତି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି ହୋଇଛି ।
ମୃତ ନବବିବାହିତା ହେଲେ ପ୍ରଭାବତୀ ନାୟକ । ବାପଘର ଭଦ୍ରକ ଜିଲ୍ଲା ଅଣ୍ଡରାଇ ଗାଁ । ଭୁବନେଶ୍ୱର ଖଣ୍ଡଗିରି ଥାନା ସରକନ୍ତରା ଗାଁର ପ୍ରମୋଦ ଖୁଣ୍ଟିଆଙ୍କ ପୁଅ ପ୍ରକାଶ ଖୁଣ୍ଟିଆଙ୍କୁ ବିବାହ କରିଥିଲେ ।
ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ମାଛ ଧରା ନିଶା ଏମିତି ପାଗଳ କରିଥିଲା ଯେ ନିଜ ବାହାଘର ତାରିଖକୁ ଘୁଞ୍ଚାଇ ଦେବା ପାଇଁ ଦେଇନଥିଲେ ପଛଘୁଞ୍ଚା । ଦେଖନ୍ତୁ କେମିତି ଘୁଞ୍ଚିଥିଲା ବିବାହର ତାରିଖ.
ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏଥର ଟପ୍ ୫୦ରେ ବି ଓଡ଼ିଶାର କେହି ନାହାନ୍ତି । ୬୩ ନମ୍ବର ସ୍ଥାନରେ ଥିବା କାର୍ତ୍ତିକ ପାଣିଗ୍ରାହୀ ହୋଇଛନ୍ତି ରାଜ୍ୟ ଟପ୍ପର ।
ମହାନଦୀ ବଞ୍ଚାଓ ଆନ୍ଦୋଳନ ପକ୍ଷରୁ ତେଜିଥିବା ଗଛ ନିପାତ ବିରୋଧୀ ଅଭିଯାନ ସ୍ୱର ସହ ସ୍ୱର ମିଳାଇଛନ୍ତି ବୁଦ୍ଧିଜୀବୀ, ପରିବେଶବିତ୍, ରାଜନେତା ଓ ବୃକ୍ଷପ୍ରେମୀ ।
ଓଡ଼ିଶାର ଦୁଇ ବୀରଙ୍କୁ ମିଳିଛି ଶୌର୍ଯ୍ୟଚକ୍ର ସମ୍ମାନ। ସେମାନେ ହେଲେ ସହିଦ ଦେବାଶିଷ ସେଠୀ ଓ ସୁଧିର କୁମାର ଟୁଡୁ। ଦୁହିଁଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ ହୋଇଛି। ସହିଦ ଦେବାଶିଷଙ୍କ ବାପା ସନାତନ ସେଠୀ ଓ ମା’ ଛାଇ ସେଠୀ ଏହି ସମ୍ମାନ ଗ୍ରହଣ କରିଛନ୍ତି।
ବ୍ରଜରାଜନଗର ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଥିଲା ମତଦାନ । ଭୋଟ୍ ଦେବା ପାଇଁ ନିଜ ନିଜ ବୁଥରେ ସକାଳୁ ଭିଡ଼ ଲଗାଇଥିଲେ ଭୋଟର । ୮୫ ନମ୍ବର ବୁଥକୁ ଛାଡ଼ି ଆଜି ସୁରୁଖୁରୁରେ ଶେଷ ହୋଇଛି ବ୍ରଜରାଜନଗର ଉପନିର୍ବାଚନ ।
ଆଜି ନୁହେଁ ବରଂ ୧୨ ବର୍ଷ ହେଲାଣି ସ୍ୱାମୀଙ୍କ ସେବାରେ ନିଜକୁ ସମର୍ପି ଦେଇଛନ୍ତି ଏଇ ସାବିତ୍ରୀ। ପ୍ରତ୍ୟେକ ଦିନ, ସକାଳୁ ସଞ୍ଜ ଅହରହ ସ୍ୱାମୀଙ୍କର କରୁଛନ୍ତି ସେବା। ସକାଳୁ ଉଠିଲେ ପାଦ ଛୁଇଁ ମୁଣ୍ଡିଆ ମାରୁଛନ୍ତି ତ ପୁଣି ରାତି ଶୋଇବା ବେଳେ ମୁଣ୍ଡିଆ ମାରୁଛନ୍ତି, ୟାଙ୍କ ପାଇଁ ପ୍ରତିଦିନ ସାବିତ୍ରୀ ବ୍ରତ
ଗାଡ଼ି ମାଲିକ ମାନେ କେମିତି ନିର୍ଦ୍ଧାରିତ ସମୟରେ ନିଜ ଗାଡ଼ିର ନମ୍ବର ପ୍ଲେଟ୍ ପରିବର୍ତ୍ତନ କରିବେ ସେନେଇ ରାଜ୍ୟ ସଡ଼କ ଓ ପରିବହନ ବିଭାଗ ପକ୍ଷରୁ ପୂରା ସୂଚନା ବି ଦିଆଯାଇଛି।
୯ ମାସ ଧରି ଛୁଆକୁ ନିଜ ଗର୍ଭରେ ରଖି ଲାଳନପାଳନ କଲା, ଶେଷରେ ନିଜ ଛୁଆକୁ ଜନ୍ମ ହେବାର କିଛି ଦିନ ମଧ୍ୟରେ ରାସ୍ତାକଡ଼ରେ ଫିଙ୍ଗି ଚାଲିଗଲା ।
ଏ ସମସ୍ତଙ୍କୁ ସେମାନଙ୍କ ସ୍ୱାମୀ ଛାଡ଼ି ଚାଲିଯାଇଛନ୍ତି। କିନ୍ତୁ ବର୍ଷ ବର୍ଷ ଧରି ସେମାନଙ୍କ ଦୀର୍ଘାୟୁ କାମନା କରିବା ସହ ଶଙ୍ଖା, ସିନ୍ଦୂର ପିନ୍ଧି କରୁଛନ୍ତି ସାବିତ୍ରୀ ବ୍ରତ। ଅପେକ୍ଷା କରିଛନ୍ତି, କେବେ ସ୍ୱାମୀ ଫେରିବେ, ଆଉ ୟାଙ୍କୁ ସ୍ୱଧାର ଗୃହରୁ ହାତ ଧରି ସାଥୀରେ ନେଇଯିବେ..
ବାଲିସାହିରେ ଥିବା ଗଙ୍ଗାମାତା ମଠରେ ଏକ ଗୁପ୍ତ ସୁଡ଼ଙ୍ଗ ଠାବ ହୋଇଛି ।
ଯୌତୁକ ପାଇଁ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କୌଣସି ଉପାନ୍ତ ଅଞ୍ଚଳରେ ଏହି ଘଟଣା ନାହିଁ ବରଂ ରାଜଧାନୀ ଭୁବନେଶ୍ୱରରେ ଘଟଣା ଘଟିଛି। ପ୍ରଥମ ସାବିତ୍ରୀ ବ୍ରତ ପାଳନ କରିବା ପୂର୍ବରୁ ସତ୍ୟବାନ୍ ଖୋଦ୍ ସାବିତ୍ରୀର ଜୀବନ ନେଇଯାଇଛନ୍ତି।
ବାକିରେ ଗୁଟଖା ଦେବାକୁ ମନା କରିବା ପରେ ଦୋକାନୀ ଆକ୍ରମଣର ଶିକାର ହୋଇଛନ୍ତି ।
ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ଏନେଇ IMD ପକ୍ଷରୁ ଆକଳନ କରାଯାଇଛି ।
ସୋମବାର ଦିନ ସର୍ବଭାରତୀୟ ପ୍ରାଶାସନିକ ସେବା ୨୦୨୧ ବର୍ଷ ପାଇଁ ଅନୁଷ୍ଠିତ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି
ଆଜି ସୁନା ଦର ସ୍ଥିର ରହିଥିବାବେଳେ ରୂପା ଦର ହ୍ରାସ ପାଇଛି, ଜାଣନ୍ତୁ କେତେ...
ଆସନ୍ତା ଜୁନ ୪ରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର । ଆଜି ନନ୍ଦପଡାର ବାଲୁଙ୍କେଶ୍ୱର ବାବାଙ୍କ ବିବାହ ପାଇଁ ଅନୁଷ୍ଠିତ ହେବ ନିର୍ବନ୍ଧ କାର୍ଯ୍ୟ ।
ତମାଖୁ ସେବନ ଦ୍ୱାରା ଶରୀରରେ ହେଉଥିବା ବିଭିନ୍ନ ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତି ବର୍ଷ ମେ ୩୧ ତାରିଖକୁ ବିଶ୍ୱ ତମାଖୁ ବର୍ଜନ ଦିବସ ଭାବେ ପାଳନ କରାଯାଇଥାଏ ।
ଆସନ୍ତାକାଲି ଠାରୁ ଆରମ୍ଭ ହେବ ବାରବାଟୀ ଟି-20 ମ୍ୟାଚ୍ର ଟିକେଟ୍ ବିକ୍ରି । ଗ୍ୟାଲେରୀ ନମ୍ବର ୨, ୪, ୭, ସ୍ପେଶାଲ ଏନକ୍ଲୋଜର, ନ୍ୟୁ ପାଭେଲିୟନ ଏବଂ ଏସି ବକ୍ସ ପାଇଁ ଟିକେଟ ବିକ୍ରି କରାଯିବ ।
କଞ୍ଚା କାଠ ଓ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଚକରେ ଫାଟ ସୃଷ୍ଟି ହୋଇଥିବା ସୂଚନା...