• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Shankaracharya
ଲୋକମତ ବିରୋଧରେ ଗଲେ ଚେତିବେ: ଶଙ୍କରାଚାର୍ଯ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବଢୁଛି ରାଜ୍ୟ ସରକାରଙ୍କ ଅଡୁଆ । ବିବାଦ ଯେତିକି ବଢୁଛି, ଚାପ ସେତିକି ପଡୁଛି । ଏହା ଭିତରେ ପୁଣିଥରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।

serious questions about safety of animals in zoo
ନନ୍ଦନକାନନରେ ରୀତିମତ ଜୀବ ମଡ଼କର କାରଣ କଣ ?

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗଲା କିଛି ମାସ ଧରି ଲଗାତାର ଜାରି ରହିଛି ମୃତ୍ୟୁର ବିଭୀଷିକା।

HSRP Mandatory
ଏଣିକି ପୁରୁଣା ଗାଡ଼ିରେ ବି ଲାଗିବ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍

ଏନେଇ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି କରିଛି ଷ୍ଟେଟ୍ ଟ୍ରାନ୍ସପୋର୍ଟ ଅଥରିଟି ବା STA।

Sonu Sood
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଅଭିନେତା ସୋନୁ ସୁଦ

ନବୀନ ନିବାସକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଚର୍ଚ୍ଚିତ ବଲିଉଡ୍ ଅଭିନେତା ସୋନୁ ସୁଦ୍‌ ।

Pinaki Mishra
ପୁରୀରେ ପିନାକୀଙ୍କ ଗାଡ଼ିକୁ କାଳିମାଡ଼ ଓ କଳାପତାକା ପ୍ରଦର୍ଶନ

ସାଂସଦ ପିନାକୀ ମିଶ୍ରଙ୍କ ଗାଡ଼ିକୁ କାଳିମାଡ଼ କରିଛନ୍ତି ଛାତ୍ର କଂଗ୍ରେସ । 

Balasore man
ସରକାର ଶୁଣିଲେନି, ନିଜସ୍ୱ ଖର୍ଚ୍ଚରୁ ପିଲାଙ୍କ ପାଇଁ ପାଇଖାନା ତିଆରି କରିଦେଲେ ରଞ୍ଜନ...

ବାରମ୍ବାର ଗୁହାରି ପରେ ବି ଶୁଣିଲାନି ପ୍ରଶାସନ। ନିଜସ୍ୱ ଖର୍ଚ୍ଚରୁ ସଞ୍ଚୟ କରି ପିଲାଙ୍କ ପାଇଁ ପାଇଖାନା ତିଆରି କରିଦେଲେ ରଞ୍ଜନ। ପିଲା କହିଲେ ଦୀର୍ଘଦିନର ସ୍ୱପ୍ନ ହେଲା ପୂରଣ...ସ୍ୱତନ୍ତ୍ର ଉତ୍ସବରେ ପୁରସ୍କୃତ ହେବେ ରଞ୍ଜନ

Bride Turned Man
ରାତି ଅଧରେ ପୁଅ ପାଲଟିଲା ଫେସବୁକ୍‌ ପ୍ରେମିକା, ସଂସାର ଗଢ଼ିବା ସ୍ୱପ୍ନ ହୋଇଗଲା ଚୁରମାର୍‌

ଯାହାକୁ ଜୀବନସାଥୀ କରିବାର ଇଚ୍ଛା ରଖି ବିବାହର ପ୍ରତିଶ୍ରୁତି ଦେଇଥିଲେ, ଯେତେବେଳେ ଜାଣିଲେ ସିଏ ପୁଅ ବୋଲି ସବୁ ସ୍ୱପ୍ନ ଭାଙ୍ଗି ଚୁରମାର ହୋଇଯାଇଛି ।

Police discovers illegal arms racket during servitor Sibaram Patra murder probe
ମର୍ଡର କେସ୍‌ର ତଦନ୍ତ କରୁ କରୁ ପୋଲିସ୍‌ ହାତରେ ଲାଗିଲା ବଡ଼ ସୁରାଗ

ହତ୍ୟାକାଣ୍ଡ ମାମଲାର ତଦନ୍ତ କରୁ କରୁ ପୋଲିସ୍‌ ହାତରେ ଲାଗିଲା ବଡ଼ ସୁରାଗ। ପୁରୀ ସେବାୟତ ଶିବରାମ ପାତ୍ର ହତ୍ୟାକାଣ୍ଡ ମାମଲାର ତଦନ୍ତ ବେଳେ ବେଆଇନ ବନ୍ଧୁକ କାରବାର ନେଇ ପୋଲିସ ହାତରେ ସୁରାଗ ଲାଗିଛି।  

MP Pinaki Mishra
'ଦୁନିଆର କୌଣସି ସ୍ୱାର୍ଥପର ଏଜେନ୍ସି ମହାପ୍ରଭୁଙ୍କ କାମକୁ ବନ୍ଦ କରିପାରିବନି'

କାମ ମହାପ୍ରଭୁଙ୍କ ଇଚ୍ଛାରେ ହେଉଥିବାରୁ ଦୁନିଆର କୌଣସି ସ୍ୱାର୍ଥପର ଏଜେନ୍ସି ଏଥିରେ ବାଧା ଦେଇପାରିବେନି ବୋଲି କହିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ।

Thunderstorm With Lightning To Occur In 13 Districts Of Odisha
ସତର୍କ ରୁହନ୍ତୁ, ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।

mohit
କୁନି ପୁଅର ନିରୋଳା ପ୍ରେମରେ ବନ୍ଧା ଗାଈଗୋରୁ,କୁକୁର

ମୋହିତଙ୍କୁ ଦେଖିଲେ ଧାଇଁ ଆସନ୍ତି ଗାଈଗୋରୁ , କୁକୁର ।

Sameer Wankhede
ଆର୍ୟନଙ୍କୁ ଆଶ୍ୱସ୍ତି ମିଳିବା ପରେ ସମୀରଙ୍କ ପାଇଁ ଅଡୁଆ ବଢିଲା

କ୍ରୁଜ୍ ଡ୍ରଗ୍ସ ମାମଲାରେ ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌ ଖାନ୍‌ଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପରେ ସମୀର ୱାଙ୍ଖଡ଼େଙ୍କ ପ୍ରତି ଅଡ଼ୁଆ ବଢ଼ିଛି

Special Story
ଶିକ୍ଷା ବ୍ୟବସ୍ଥାର କରୁଣ ଚିତ୍ର, ଦୁଇଶହ ବିଦ୍ୟାର୍ଥୀଙ୍କୁ ଦୁଇ ଶିକ୍ଷକ

ଏବେ ରାଜ୍ୟର ସବୁ ସ୍କୁଲର ରୂପରେଖ ବଦଳି ଯାଇଛି। ପାଚେରୀଠାରୁ ଖେଳ ପଡିଆ ସବୁ କିଛି ଚକାଚକ୍ ଦିଶୁଥିଲେ ମଧ୍ୟ ଶିକ୍ଷା ବ୍ୟବସ୍ଥାରେ ସେମିତି କିଛି ପରିବର୍ତ୍ତନ ହୋଇଥିବା ପରି ମନେ ହେଉନି।

Unique Banana tree
ବିଚିତ୍ର କଦଳୀ ଗଛ : ଉପର ମୁହାଁ ଫୁଟୁଛି ଫୁଲ, ଫଳୁଛି ଫଳ

ଉପରକୁ ମୁହଁ କରି ପଦ୍ମ ପାଖୁଡ଼ା ଭଳି କଦଳୀ ଗଛରେ ଫୁଲଫୁଟିଛି ଓ ଫଳ ଫଳୁଛି ।

Shankaracharya
ପରିକ୍ରମା ପ୍ରକଳ୍ପ ନେଇ ପୁଣି ବର୍ଷିଲେ ଶଙ୍କରାଚାର୍ଯ୍ୟ ! ‘ମୁଁ ନିର୍ଭୟରେ କୁହେ, ଇନ୍ଦ୍ର ବି ମୋ ଉପରେ ଚାପ ପକାଇ ପାରିବେନି’

ତୀର୍ଥଭୂମିକୁ ଭୋଗଭୂମି ଓ ସୁରାସୁନ୍ଦରୀ କେନ୍ଦ୍ର କରାଯାଉଛି । ତୀର୍ଥସ୍ଥଳୀର ଅସ୍ତିତ୍ୱକୁ ଲୋପ କରାଯାଉଛି । ଏହା ସମ୍ବିଧାନର ଧାରାକୁ ମଧ୍ୟ ବିରୁଦ୍ଧାଚରଣ କରୁଛି ବୋଲି କହିଛନ୍ତି ଶଙ୍କରାଚାର୍ଯ୍ୟ ।

Special Story
ରାଜ୍ୟର ଶ୍ରେଷ୍ଠ ପୋଷ୍ଟମ୍ୟାନ : କରୋନା କାଳରେ କରିଥିବା ନିରନ୍ତର ସେବା ପାଇଁ ମିଳିଲା ସମ୍ମାନ

କରୋନା କାଳରେ ଗାଁକୁ ଗାଁ ବୁଲି ୪ ହଜାର ୫ ଶହ ଘରେ ୧୫୦ କୋଟିରୁ ଅଧିକ ସରକାରୀ ସହାୟତା ଟଙ୍କା ବାଣ୍ଟିଛନ୍ତି ସୋହନ।

Plus Two Exam Mark Evaluation Will Start From June 2
ଜୁନ୍ ୨ରୁ +୨ ଖାତାଦେଖା

ଜୁନ୍ ୨ରୁ ଯୁକ୍ତ ୨ ଖାତା ମୂଲ୍ୟାୟନ ଆରମ୍ଭ ହେବ। ୬୪ କେନ୍ଦ୍ରରେ ଅଫ୍‌ଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ୍‌ ମୂଲ୍ୟାୟନ ହେବ। 

Paid Period Leave
ବିଶ୍ୱ ଋତୁସ୍ରାବ ପରିଚ୍ଛନତା ଦିବସ: ଦେୟଯୁକ୍ତ ଛୁଟି ଦାବି କରି ଓଡ଼ିଆ ଝିଅଙ୍କ ଅନ୍‌ଲାଇନ୍‌ କ୍ୟାମ୍ପେନ୍‌

ସମ୍ବଲପୁରର ଏହି ଝିଅଙ୍କ ଅଭିନବ ପ୍ରୟାସ ଏବେ ପୁରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ସମ୍ବଲପୁରର ରଞ୍ଜିତା ପ୍ରିୟଦର୍ଶିନୀ ଏକ ଅଭିନବ ପ୍ରୟାସ କରିଛନ୍ତି ।

Govt school headmaster in Keonjhar suspended
ନକଲି ସାର୍ଟିଫିକେଟ୍, ହେଲେ ଅସଲି ଚାକିରି: ତଡ଼ା ଖାଇଲେ ପ୍ରଧାନଶିକ୍ଷକ

ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ୍‌ ଅନ୍ତର୍ଗତ ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ବେହେରାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। 

Lioness dies in Nandankanan Zoo
ବାଘ ଛୁଆ ପରେ ନନ୍ଦନକାନନରେ ସିଂହୀର ମୃତ୍ୟୁ

କିଛିଦିନ ପୂର୍ବେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ବାଘ ଛୁଆର ମୃତ୍ୟୁ ହୋଇଥିବା ବେଳେ ଏବେ ଏକ ସିଂହୀର ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସିଂହୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। 

Raid on pani puri vendors
ଗୁପ୍‌ଚୁପ୍‌ ଖାଉଛନ୍ତି କି ? ସାବଧାନ ! ଏମିତି କଟକରେ ତିଆରି ଚାଲିଛି ଗୁପ୍‌ଚୁପ୍‌...

କଟକ ମ୍ୟୁନିସିପାଲ୍‌ କର୍ପୋରେସନ୍‌(CMC) ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗୁପଚୁପ୍ ତିଆରି ସ୍ଥାନରେ ରେଡ୍ କରାଯାଇଛି। ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ କଟକ ଶଙ୍କରପୁର ଅଞ୍ଚଳରେ ଆଜି ସକାଳୁ ସକାଳୁ ରେଡ୍ କରିଛି। 

Tree Cutting
ବିଧାୟକଙ୍କ କ୍ୱାର୍ଟର ନିର୍ମାଣ ପାଇଁ ବଳି ପଡ଼ିଲା ଶତାଧିକ ବଡ଼ ବଡ଼ ଗଛ

୨୭୫ କୋଟି ଟଙ୍କା ବ୍ୟୟରେ ଏହି ସ୍ଥାନରେ ର୍ନିମାଣ ହେବ ୧୦ ମହଲା ଓ ୧୧ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ । ଏଥିରେ ୩୦୦ଟି କ୍ୱାର୍ଟର ରହିବ ।

Bijoy Mohapatra
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଜଗଦ୍‌ଗୁରୁଙ୍କୁ ଭେଟିଲେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର

ଆରମ୍ଭରୁ ପ୍ରକଳ୍ପ କାର୍ଯ୍ୟ ଠିକ୍ ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି । ସୁପ୍ରିମକୋର୍ଟଙ୍କ ଆଦେଶକୁ ଏଯାଏଁ ସରକାର ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସଠିକ ଭାବେ ଅନୁଧ୍ୟାନ କରିନାହାନ୍ତି ବୋଲି ସେ କହିଛନ୍ତି ।

Daily Horoscope Horoscope
Daily Horoscope 28th May: ବୃଷ-ସିଂହ-କନ୍ୟା ରାଶିର ଘାତବାର, ଜାଣନ୍ତୁ କେମିତି କଟିବ ଦିନ

୨୦୨୨ ମସିହା, ମଇ ମାସ ୨୮ତାରିଖ, ଶନିବାର, ବୃଷ ୧୪ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଦ୍ୱିଜା ନକ୍ଷତ୍ର ମେଷ ରାଶିରେ ଚନ୍ଦ୍ର, ବୃଷ, ସିଂହ, କନ୍ୟା ରାଶିର ଘାତବାର, ମେଷ ରାଶିର ଘାତଚନ୍ଦ୍ର

Water Scarcity
କଲବଲ ହେଲେଣି ଲୋକେ ! ପିଇବାକୁ ପାଣି ନାହିଁ କି ଗାଁରେ ନଳକୂଅ ନାହିଁ

୧୦ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ଗାଁରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ଲାଗି ଦୁଇଟି ପାନୀୟ ଜଳ ପ୍ରକଲ୍ପ ନିର୍ମାଣ ହୋଇଥିଲା । ହେଲେ ଖରାଦିନେ ଗୋଟିଏ ପ୍ରକଳ୍ପରୁ ଜଳ ଯୋଗାଣ ହୋଇପାରୁନଥିବା ଲୋକେ ଅଭିଯୋଗ କରିଛନ୍ତି ।