ପରୀକ୍ଷା ହଲ୍ରେ ଚାଲିଗଲା ଜୀବନ । ସୁନ୍ଦରଗଡ଼ ଜିଲ୍ଲା ବଣାଇରୁ ସାମ୍ନାକୁ ଆସିଛି ଏହି ଘଟଣା ।
ସମସ୍ତ ରୋଗୀ ୯ ବର୍ଷରୁ କମ ବୟସର।
ବଲାଙ୍ଗୀର ସହର ଲର୍କିପାଲି ସରକାରୀ ଆଇଟିଆଇ ହଷ୍ଟେଲରେ ଡାଲିରେ ଝିଟିପିଟି
ରାଜ୍ୟସଭା ଆସନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଗୋଟିଏ ଗାଁର ଦୁଇଟି ଗଛରେ ଯୁବକ, ଯୁବତୀଙ୍କ ମୃତଦେହ ଝୁଲୁଛି । ଗଞ୍ଜାମ ଜରଡା ଥାନା ସାମନ୍ତରାପୁରରେ ଗାଁରେ ଘଟିଛି ଏହି ହୃଦୟବିଦାରକ ଘଟଣା ।
ଏମିତି ପୁଅ କାହାକୁ ନ ଦିଅ ଭଗବାନ। ଯେଉଁ ବୟସରେ ବାପା-ମାଆ ସେବା ଟିକେ ପାଇବା ପାଇଁ ପୁଅ-ବୋହୂ ପାଖରେ ରହିଥାନ୍ତି, ସେହି ବୟସରେ ପୁଅ-ବୋହୂ ହାତରୁ ମାଡ଼ ଖାଇ ଲହୁଲୁହାଣ ହୋଇ ମେଡିକାଲ୍ ବେଡରେ ପଡି କଲବଲ ହେଉଛନ୍ତି ।
ବର୍ଷା-ଅନୁଭବ ପରିବାରିକ ବିବାଦ ମାମଲାର କଟକ SDJM କୋର୍ଟରେ ଶୁଣାଣି ହୋଇଛି...
ବାନ୍ଧବସ୍ତ୍ରକୁ ଅଧିକ ଲୋକାଭିମୁଖି କରିବା ସହ ବୁଣାକାରଙ୍କ ରୋଜଗାର ବଢାଇବା ପାଇଁ ଅଣ୍ଟା ଭିଡିଲା ଜିଲ୍ଲା ପ୍ରଶାସନ। ଜିଲ୍ଲାପାଳଙ୍କ ଅଫିସର ସବୁ କର୍ମଚାରୀ ସମେତ ଅଭିଯୋଗ ଶୁଣାଣୀକୁ ଆସୁଥିବା ସବୁ ଅଧିକାରୀ ସମ୍ବଲପୁରୀ ବସ୍ତ୍ର ପରିଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ...
ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଶ୍ୟାମସୁନ୍ଦରପୁରର ଗଙ୍ଗା ଡାକୁଆଙ୍କ ସାନପୁଅ ବିଷ୍ଣୁପ୍ରସାଦ ଡାକୁଆ ଗତବର୍ଷ କାମ କରିବାକୁ କାତାର ଯାଇଥିଲେ।
ଆଜି ବି ସୁନାରୂପା ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଜାଣନ୍ତୁ କେତେ...
ସୂର୍ଯ୍ୟ ମନ୍ଦିର ପରିସର ଓ ଆଖପାଖରେ ଥିବା କୀର୍ତ୍ତିରାଜିର ସୁରକ୍ଷା ଦାବି ହୋଇଛି...
ଏମାର ମଠର ଖନନ ସ୍ଥାନରେ ଚାଲିଛି GPR ସର୍ଭେ । ଓବିସିସି ଚିଠି ପରେ ଗାନ୍ଧିନଗର IIT ପକ୍ଷରୁ ଏହି ସର୍ଭେ କରାଯାଇଛି ।
ପାଣିପାଗ ବିଭାଗର ସତର୍କ ସୂଚନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ।
ପିସିସି ସଭାପତି ପାଇଁ ଶରତଙ୍କ ନାଁରେ ମୋହର ମାରିଛି ଏଆଇସିସି।
ବର୍ଷାଙ୍କ ବିରୋଧରେ ସାଂସଦ ଅନୁଭବ ମହାନ୍ତିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଭାରତ-ଦକ୍ଷିଣ ଆଫ୍ରିକା ଟି୨୦କ୍ରିକେଟ ମ୍ୟାଚକୁ ସଫଳ ଭାବେ ଆୟୋଜନ ପାଇଁ ପାର୍କିଂ ଏକ ବଡ଼ ଚାଲେଞ୍ଜ । ଏଣୁ ସଠିକ ଟ୍ରାଫିକ ପରିଚାଳନା ପାଇଁ ତଳ ଓ ଉପର ବାଲିଯାତ୍ରା ପଡିଆ ବୁଲି ଦେଖିଛନ୍ତି କଟକ ଡିସିପି ପିନାକ୍ ମିଶ୍ର, ସିଏମ୍ସି କମିଶନର ଅନନ୍ୟା ଦାସ ଏବଂ ଓସିଏର ପଦାଧିକାରୀ ।
ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ରାଜ୍ୟସଭା ପ୍ରାର୍ଥୀ ପାଇଁ ନାମାଙ୍କନ ପ୍ରକ୍ରିୟା । ବିଜେଡି ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଏଯାଏଁ ସ୍ଥିର ହୋଇନି ।
ଯକ୍ଷ୍ମାରେ ବାପା ଚାଲିଗଲେ, ମାଆ ପାଗେଳି ହୋଇ ଘର ଛାଡ଼ିଦେଲେ। ନିଆଁ ଲାଗି ସେ ଘର ବି ପୋଡ଼ିଗଲା। ଏବେ କ୍ଲବ୍ ଘରେ ପଥର ରଖି ରୋଷେଇ କରି ଖାଉଛନ୍ତି ୪ ଅନାଥ ଶିଶୁ। ଗାଁ ଲୋକଙ୍କ ସାହା ଭରଷାରେ ଗଣ୍ଡାଏ କେତେବେଳେ ମିଳୁଛି ତ କେତେବେଳେ ମିଳୁନି। ପାଠ ପଢିବା ପାଇଁ ଇଚ୍ଛା ଥିଲେ ବି ଅର୍ଥ ସାଜିଛି ବାଧକ
ଏକ୍ସକ୍ଳୁସିଭ ଭିଜୁଆଲ ସହ ତଥ୍ୟ ଲାଗିଛି ଓଟିଭି ହାତରେ । ପୋଲିସ କହିଛି, ଗାଡି ଭିତରେ ୨ ଜଣ ଥିବାବେଳେ ଜଣେ ଧରାପଡ଼ିଛି ଆଉ ଜଣେ ଫେରାର ମାରିଛି ।
ଏଣିକି ମନ୍ଦିରରେ ଦକ୍ଷିଣା ମାଗିବେନି ସେବାୟତ। ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଉତ୍ତମ ବ୍ୟବହାର ସହ କରାଯିବ ସ୍ୱାଗତ। ସବୁ ସେବାୟତ ଓ ବ୍ରାହ୍ମଣଙ୍କୁ ଶପଥ ପାଠ କରାଇଲେ ସବ୍କଲେକ୍ଟର...ଜାଣନ୍ତୁ କେବେଠୁ ନିୟମ ହେବ ଲାଗୁ...
ଅନୁଭବ ତାଙ୍କୁ ୫ଟି ସର୍ତ୍ତ ରଖି ବଣ୍ଡ ପେପରରେ ସାଇନ କରିବାକୁ କହିଥିବା ବର୍ଷା ଏତଲାରେ ଦର୍ଶାଇଛନ୍ତି ।
ଗତକାଲି ନନ୍ଦନକାନନରେ ଯାହା ଘଟିଲା ତାହା ରାଜ୍ୟ ପାଇଁ ଅପମାନ । ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ ହୋଇଛି । ଲୁହା ରଡ଼, କାଠ ଫାଳିଆ ଓ ବାଉଁଶ ବାଡିରେ ପର୍ଯ୍ୟଟକଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି ।
ପୁଣି ଥରେ କଂଗ୍ରେସର ମଙ୍ଗ ଧରିଲେ ଶରତ ପଟନାୟକ । ସଭାପତି ପାଇଁ ଶରତଙ୍କ ନାଁରେ ମୋହର ମାରିଲେ ହାଇକମାଣ୍ଡ । ବହୁ ବାଦ ବିବାଦ ଏବଂ ଆଲୋଚନା ପର୍ଯ୍ୟାଲୋଚନା ପରେ ଶେଷରେ ଶରତଙ୍କ ନାଁକୁ ଘୋଷଣା କରିଛି ଏଆଇସିସି ।