ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ପ୍ରଥମ ଥର ପାଇଁ ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ନିର୍ମାଣ ଆଗରୁ ପ୍ରଶାସନ ତାଙ୍କ ସହ ଆଲୋଚନା କରିବାର ଆବଶ୍ୟକତା ଥିଲା।
ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ପିଟି, ଲହୁ ଲୁହାଣ କଲେ ସଫାରୀ କର୍ମଚାରୀ ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଚିତ୍ରକଳାକୁ ନିଜ ଜୀବନରେ ଲକ୍ଷ୍ୟ ସଜେଇ ସେ ଏବେ କଟକରେ ପାଇଛନ୍ତି ସ୍ୱତନ୍ତ୍ର ପରିଚୟ।
କୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଭିଡିଓ କରୁଛନ୍ତି।
ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ଭାଟ କମାଇବାକୁ ଦାବି କରିଛନ୍ତି।
ରାଜ୍ୟ ସରକାରଙ୍କୁ ନରସିଂହ ମିଶ୍ର ମଧ୍ୟ ଟାର୍ଗେଟ୍ କରିଛନ୍ତି । ଶଙ୍କରାଚାର୍ଯ୍ୟ କହିଲେ, ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ ।
କାଳବୈଶାଖୀ ପ୍ରଭାବରେ କେଉଁଠି ବର୍ଷା ତ କେଉଁଠି ମେଘୁଆ ଆକାଶ ।ପାଣିପାଗ ବିଭାଗ କହିଲା, ଉତ୍ତର ଆନ୍ଧ୍ର ପର୍ଯ୍ୟନ୍ତ ସକ୍ରିୟ ଘୂର୍ଣ୍ଣିବଳୟର ପଡ଼ିଛି ପ୍ରଭାବ ।
ଜମି ବିବାଦରୁ ଦୁଇ ପୁଅଙ୍କୁ ସମାନ ଢଙ୍ଗରେ ହତ୍ୟା ଉଦ୍ୟମ ଅଭିଯୋଗ ଆଣିଲେ ବାପା...
ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଆରମ୍ଭ କରି ଗାଁର ମହିଳାଙ୍କ ସହ ମଧ୍ୟ ଭଲ ମନ୍ଦ ସୁବିଧା ଅସୁବିଧା ନେଇ ସବୁ ଆଲୋଚନାକ କରନ୍ତି । ଏବେ ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ, ମହିଳା ଜଣକ କିଏ ? କେଉଁ ନେତା ?
ଭୂତ ଖାଉଛି ପିଡିଏସ ସାମଗ୍ରୀ। ହିତାଧରକାରୀଙ୍କ ମୃତ୍ୟୁର ୫ ବର୍ଷ ପରେ ବି ପରିବାରକୁ ଅନ୍ଧାରରେ ରଖି ପିଡିଏସ ସାମଗ୍ରୀ ଉଠାଣ ହୋଇଥିବା ଅଭିଯୋଗ ଆସିଛି। ଏବେ ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ତଦନ୍ତ ଆରମ୍ଭ ହୋଇଯାଇଛି...
ସକାଳ ହେଲେ କୁନି କୁନି ପିଲା ଭବିଷ୍ୟତ ଗଢ଼ିବାକୁ ଏଠାକୁ ଆସୁଛନ୍ତି। ହେଲେ ଏ ଅଙ୍ଗନୱାଡ଼ି କେନ୍ଦ୍ର ସୁରକ୍ଷିତ ନୁହେଁ। ନିଇତି ଏହାର ଆଖପାଖରେ ଘଟୁଛି ବଡ଼ ବଡ଼ ଦୁର୍ଘଟଣା। ଯେହାକୁ ନେଇ ଭୟଭିତ ପିଲା, ଚିନ୍ତାରେ ଅଭିଭାବକ...
IPC ଦଫା ୪୬୫, ୪୬୬, ୪୭୧, ୧୭୧-G ଏବଂ ୩୪ ରେ କାଗଜପତ୍ର ଜାଲିଆତି ଭଳି ସଙ୍ଗୀନ ଅଭିଯୋଗ ଲାଗିଛି ।
ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ । ଏହାସହ ଏତେ ସବୁ ନିର୍ମାଣ କାମ ପୂର୍ବରୁ ପ୍ରଶାସନ ତାଙ୍କ ସହ ଥରେ ବି ଆଲୋଚନା କରିନାହିଁ ।
ସେବାୟତମାନେ ଜମି ଦେଇଛନ୍ତି, ସେମାନେ କେବେ ବି ସମ୍ବିତଙ୍କୁ କ୍ଷମା କରିବେ ନାହିଁ । ସମ୍ବିତଙ୍କୁ ନିୟମିତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟ ପାଇଁ କ୍ଷମା କରିବେ ନାହିଁ ।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭଜନ ଗାଇବେ ହ୍ୟୁମାନ ସାଗର। ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଭଜନ ପ୍ରସ୍ତୁତ ହେଉଥିବା ହ୍ୟୁମାନ ସୂଚନା ଦେଇଛନ୍ତି ।
ମେଡିକାଲ କୋଠାକୁ ସୁନ୍ଦର କରି ଦେଲେ ହେବ ନାହିଁ। ଡାକ୍ତରଙ୍କଠାରୁ ଉତ୍ତମ ସ୍ୱାସ୍ଥ୍ୟସେବା ମିଳିବା ଦରକାର। ଯଦି ଏତକ ନ ମିଳେ ସେ ମେଡିକାଲରେ ଗଣା ହେବ କେମିତି? ପାରଳାଖେମୁଣ୍ଡି ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରକୁ ଦେଖିଲେ ଏହା ସ୍ପଷ୍ଟ ବାରି ହୋଇପଡୁଛି
ଆଜି ମହାପ୍ରଭୁଙ୍କର ପବିତ୍ର ଭଉଁରୀ ଯାତ୍ରା । ଏହି ଦିନ କ’ଣ ହୁଏ? ଜଗନ୍ନାଥ ପରମ୍ପରାରେ କ’ଣ ରହିଛି ଏହାର ବିଧି ଆସନ୍ତୁ ଜାଣିବା…
ସ୍କୁଲ ଘରଟିଏ ନଥିବାରୁ ଗଛ ପାଲଟିଛି ପିଲାଙ୍କ ସାହା ଭରସା। ଖରା, ବର୍ଷା ହେଉ କି ଶୀତ ସବୁବେଳେ ଗଛ ମୂଳେ ଚାଲିଥାଏ ପାଠପଢା
ଏମାନଙ୍କୁ ସାହା ହୁଅ ସରକାର। ଦୁଇ ପିଲାଙ୍କୁ ନେଇ ଅଭାବ ଅନାଟନରେ ଦିନ କାଟୁଛନ୍ତି ଏ ବୃଦ୍ଧ ଦମ୍ପତି...
ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଏକସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଏବେ ରାଜ୍ୟ ସରକାରଙ୍କ ପାଳି। ପେଟ୍ରୋଲ ଉପରୁ ଲିଟର ପିଛା ୮ ଟଙ୍କା କମିଥିବା ବେଳେ, ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମିଛି।
ବିଜେଡିରେ ନଥିବା କଥା ନିଜେ କହିଛନ୍ତି ଢେଙ୍କାନାଳର ପୂର୍ବତନ ସାଂସଦ ତଥାଗତ ଶତପଥୀ ।
ଶ୍ରୀମନ୍ଦିର ଚାରିପଟେ କଣ ହେଉଛି ତାହା ପ୍ରଥମେ ପୁରୀ ସାଂସଦଙ୍କୁ ଜଣାନ୍ତୁ ସରକାର, ଏହାପରେ ଅନ୍ୟ ମାନଙ୍କୁ ଜଣାଇବେ ବୋଲି କହିଛନ୍ତି ଭୁବନେଶ୍ୱର ସାଂସଦ ।
କେମିତି ହୋଇଥିଲା ବଲାଙ୍ଗିର ଆର୍ଟିଓ ଛକରେ ଦୁର୍ଘଟଣା ? ଜାଣିଶୁଣି କରାଯାଇଥିଲା କି ଦୁର୍ଘଟଣା ? କାରଣ ଘଟଣା ସମୟର ସିସିଟିଭି ଫୁଟେଜ୍ ଏବେ ସାମ୍ନାକୁ ଆସିଛି।
ରାଜ୍ୟର ବିଭିନ୍ନ DHH, PHC ଓ CHCରେ ଡାକ୍ତର ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାର ଅଭାବକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ ।